-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ତହଁକ କୁଟୁମ ପକ୍ଷରୁ ଝକେର୍ କବିତା ଆସର

24-Jul-2022



ବଲାଙ୍ଗିର, ସ୍ଥାନୀୟ ଅମଲା ଭବନ ଠାରେ ତହଁକ କୁଟୁମ୍ ତରଫରୁ ଝକେର୍ ଆସର ଅନୁଷ୍ଠିତ ହୋଇଯାଇଛି । ଧର୍ମସିଂହ ମିଶ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ନିରଞ୍ଜନ ପଣ୍ଡା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦେବେନ୍ଦ୍ର ନାଏକ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗ ଦେଇ ପ୍ରାଥମିକ ଶିକ୍ଷାରେ କୋଶଲି ଭାଷାର ଭୂମିକା ଆଲୋଚନା ଚକ୍ରରେ ପ୍ରାଥମିକ ଶିକ୍ଷା ଶିଶୁର ବ୍ୟକ୍ତିତ୍ୱ ଗଠନରେ ଭିତ୍ତି ନିର୍ମାଣ କରେ ବୋଲି ମତ ରଖିଥିଲେ । ଏହି ସଭାେ ତହଁକ ର ଲୋଗୋ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା ଏବଂ ଯୁବ କବି ଦିଲିପ ମିଶ୍ରଙ୍କୁ ଯୁବ ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଥିଲା ଏବଂ ଲୋଗୋ ନିର୍ମାତା ନିଗମ ନାଥଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଭାରେ ଶ୍ରିୟାକାନ୍ତ ଦାଶ ସ୍ୱାଗତ ଦେଇଥିଲେ ଏବଂ ଅର୍ଜୁନ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପରେ ପରେ ଦ୍ୱିତୀୟ ଅଧିବେଶନରେ ରାଜେଶ ଶର୍ମା, ସବିତା ମହରା ମଂଚାସୀନ ଥିଲେ । କବିତା ମିଶ୍ର, ଅନନ୍ତ ବିଶ୍ୱାଲ ଏବଂ ଧର୍ମେନ୍ଦ୍ର ପ୍ରଧାନ କବିତା ଆସରର ସଂଯୋଜନା କରିଥିଲେ । ଏଥିରେ ଜିଲ୍ଲାରୁ ଶତାଧିକ କବି ସ୍ୱରଚିତ କବିତା ପାଠ କରିଥିଲେ । ଶେଷରେ ତହଁକ ସଂପାଦକ ରାଜେଶ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ପ୍ରଭାସିନି ଭୋଇ, ରାଜୀବନ ପ୍ରସାଦ ଭୋଇ, ସୌକିଲାଲ ସାହୁ, ରବିନ୍ଦ୍ର ସାହୁ, ଖିରସିନ୍ଧୁ ବିଶି, ଭରତ ମେହେର, ରାଧାକାନ୍ତ ସାହୁ, ତପସ୍ୱିନୀ ପଶାୟତ ଏବଂ ଯଦୁମଣି କର୍ଣ୍ଣ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like