-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ଶିଶୁ ଗୃହ ଠାରେ ଝିଅର ଜନ୍ମ ଦିନ ମନାଇଲେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ

25-Jul-2022



ସୁବର୍ଣ୍ଣପୁର, ସଭ୍ୟ ସମାଜର ସାଧାରଣ ଲୋକେ ସବୁ ଜାଗାରେ ନିଜ ଛୁଆ ପିଲାମାନଙ୍କର ଜନ୍ମ ଦିନ ହେଉ କି ବାପା ମାଆ ଙ୍କ ବିବାହ ବାର୍ଷିକ ଉତ୍ସବ ଖୁବ ଧୁମଧାମ ରେ ବହୁ ଆଡ଼ମ୍ବର ରେ ବଡ଼ ବଡ଼ ହୋଟେଲରେ ପାଳନ କରି ଆସୁଥିବା ଆମେ ନୀତି ଦିନ ଦେଖୁଛୁ l ହେଲେ ଅନେକ ଲୋକ ଉଚ୍ଚ ପଦ ପଦବୀ ରେ ଥିଲେ ସୁଦ୍ଧା କିଏ କୁଷ୍ଠା ଶ୍ରମ ଅନ୍ତେବାସୀ ଙ୍କ ସହ ତ ଆଉ କିଏ ଭିନ୍ନ କ୍ଷମ ସ୍କୁଲ  ଛାତ୍ର ଛାତ୍ରୀ ଙ୍କ ସହିତ ଖୁସି ମନାଇ ଅତି ନିରାଡ଼ମ୍ବର ଭାବେ ଉତ୍ସବ ମନାଇ ଖୁବ ଆତ୍ମ ସନ୍ତୋଷ ଲାଭ କରନ୍ତି l l ଆଜି ଏଭଳି  ଗୋଟାଏ ଉଦାହରଣ ବା ଜଣେ ମହାନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରି କରିଛନ୍ତି ସୁବର୍ଣ୍ଣପୁର ଜ଼ିଲ୍ଲାପାଳ l ଏବଂ ସୋନପୁର ଶିଶୁଗୃହ ଠାରେ ଆଜି ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ନିଜ ପରିବାର ସହ ଝିଅ ରୁହି ଙ୍କ ଜନ୍ମଦିନକୁ ଶିଶୁଗୃହ ଅନ୍ତେବାସୀ ଙ୍କ ଗହଣରେ ପାଳନ କରିଛନ୍ତି l ଏହି ଖୁସି ମୁହୂର୍ତ୍ତରେ ଶିଶୁଗୃହର ଅନ୍ତେବାସୀ ଶିଶୁ ସମୂହ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଶିଶୁଗୃହ ସୁପରିଟେଣ୍ଡେଣ୍ଟ ମାଳତୀ ଜେନା, ହାଉସ ମଦର ସୁଜାତା ବେହେରା  ପ୍ରମୁଖ ଉପସ୍ଥିତ ଥିଲେ l ସହର ତଥା ଜ଼ିଲ୍ଲାର ବୁଦ୍ଧିଜୀବୀ ଏହାକୁ ଖୁବ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like