-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ର ଯକ୍ଷ୍ମା ଓ କୋଭିଡ ଚିହ୍ନଟ କରଣ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ

25-Nov-2020



ବଲାଙ୍ଗୀର,(ପ୍ରେରଣା ଖବର) :ବଲାଙ୍ଗୀର ଜିଲ୍ଲାରେ ଏବେବି ଅନେକ ଉପାନ୍ତ ଅଞ୍ଚଳରେ ଲୋକେ ଯକ୍ଷ୍ମା ରେ ଆକ୍ରାନ୍ତ ହୋଇ ସଠିକ ସମୟରେ ଉପଯୁକ୍ତ ଚିକିତ୍ସା ଅଭାବରୁ ଗୁରୁତର ହୋଇ ପଡିବା ପରେ ଡ଼ାକ୍ତରଖାନା ଆସି ଚିକିତ୍ସା ହେଉଛନ୍ତି । ତେବେ କ୍ବାକ ଓ ଝଡା,ଫୁଙ୍କା ଆଦିର ଶିକ୍ଷା ର ଅଭାବ ଯୋଗୁଁ ଠିକ ସମୟରେ ଚିକିତ୍ସା ଅଭାବରୁ ଅନେକ ଗୁରୁତର ହେବା ଦେଖାଯାଉଥିଲା । ହେଲେ ବିଗତ ଦିନରେ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସଚେତନତା କରାଯିବା ଯୋଗୁଁ କାହାର ମୃତ୍ୟୁ ପୂର୍ବ ପରି ନ ଘଟିବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଏବଂ ଆଗକୁ ଆହୁରି ଅନେକ ପଦକ୍ଷେପ ଗ୍ରହଣ କରାଯିବା ସୂଚନା ପ୍ରଦାନ କରିଛି ଜିଲ୍ଲା ପ୍ରଶାସନ । ସେହିପରି ପଟଣାଗଡ଼ ଓ ଟିଟିଲାଗଡ଼ ସବ୍ଡିବିଜନ ସ୍ତରରେ ଏହି କାର୍ଯ୍ୟକ୍ରମ ସ୍ୱତନ୍ତ୍ର ରୂପେ ପରିଚାଳନା କରାଯିବା ସୂଚନା ପ୍ରଦାନ କରାଯାଇଛି। ତେବେ  ଟିଟିଲାଗଡ଼ ଉପଖଣ୍ଡ ମ୍ୟାଡ଼ିକାଲ ସୁପ୍ରିଟେଣ୍ଡେନ ଡ଼ଃ କୃଷ୍ଣଚନ୍ଦ୍ର ପାଲ ଓ ଅତିରିକ୍ତ ଜିଲ୍ଲା ମ୍ୟାଡିକାଲ ଅଫିସର ଓ ଅନ୍ୟ ଅଧିକାରୀ ମାନଙ୍କ ଏକ ସ୍ଵତନ୍ତ୍ର ଟିମ ଗଠନ କରି କୋଭିଡ କୁ ଦୃଷ୍ଟି ରେ ରଖି ଆରମ୍ଭ କରାଯିବା ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ଯକ୍ଷ୍ମା ରୋଗୀ ଚିହ୍ନଟିକରଣକୁ ବୃଦ୍ଧି ଉଦ୍ଦେଶ୍ୟରେ ଯକ୍ଷ୍ମା ଏବଂ କୋଭିଡ୍‌-୧୯ କ୍ୟାମ୍ପେନ୍‌ ‘ପିପୁଲ୍‌ସ୍‌ ପ୍ଲାନ୍‌ ଅଭିଯାନ’ ଆରମ୍ଭ କରାଯାଇଛି ବୋଲି   ପ୍ରଦତ୍ତ ଚିତ୍ରରେ ଏ ସଂପର୍କରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ପକ୍ଷରୁ ସମସ୍ତ ସୂଚନା ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like