-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||     

HOME   ଜିଲ୍ଲା

କୋଦଳା ରେ ବିଜେଡି ର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ବୃକ୍ଷରୋପଣ କାର୍ଯ୍ୟକ୍ରମ

25-Jul-2022



ଗଞ୍ଜାମ // କୋଦଳାରେ ବିଜେଡି ର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ  ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ଦଳା -ଗଞ୍ଜାମ ଜିଲ୍ଲା କୋଦଳା ବିଜୁଜନତା ଦଳର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ_ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଖଲ୍ଲିକୋଟ ରାଣୀସାହେବା ତଥା କବିସୂର୍ଯ୍ୟନଗର ପୂର୍ବତନ ବର୍ଷିୟାନ ବିଧାୟିକା ଭି. ସୁଜ୍ଞାନ କୁମାର ଦେଓ ଙ୍କ 85ତମ ଜନ୍ମ ଦିବସ ଉପଲକ୍ଷେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଙ୍କ ନିର୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋଦଳା ଏଏନଏସି ର ବିଜେଡି ଯୁବ ସଭାପତି ସୁଦାମ ମହାନ୍ତି, ସାଂସଦ ପ୍ରତିନିଧି ଟୁନା ପାଢ଼ୀ,ବିଜେଡି ମହିଳା ସଭାପତି ସୁଜାତାରାଣୀ ପ୍ରଧାନ,ବିଜୟ ମହାପାତ୍ର, ଅଭୟ କୁମାର ସାହୁ, ମିଟୁ ପରିଡା,ଓ ସମସ୍ତ କାଉଁଷିଲର ଙ୍କ ସମେତ ବହୁ ବିଜେଡି ନେତା ଓ ସ୍କୁଲର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

ବୃକ୍ଷ ବିନା ମନୁଷ୍ୟର ଅସ୍ତିତ୍ବ କିଛିନାହିଁ ଏଣୁ ସମସ୍ତେ ମିଶି ବୃକ୍ଷ ରୋପଣ କରିବା ସହ କୋଦଳାକୁ ସବୁଜ ସୁନ୍ଦର କରିବାପାଇଁ ସମସ୍ତ କର୍ମୀ ଆହ୍ୱାନ ଦେଇଥିଲେ।
(ଗଞ୍ଜାମରୁ ଭଗବାନ ପାଢ଼ୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026

You Might Also Like