-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||     

HOME   ଜିଲ୍ଲା

ମୌଳିକ ସୁବିଧାରୁ ବଂଚିତ ବଲାଙ୍ଗୀର ମୁନିସିପାଲିଟି  ୬ ନମ୍ବର ୱାର୍ଡ  ବାସିନ୍ଦା   ଡ୍ରେନେଜ୍‌ର ବ୍ୟବସ୍ଥା  ନାହିଁ କି ରାସ୍ତାର ସୁବିଧା ନାହିଁ 

25-Jul-2022



ବଲାଙ୍ଗୀର, ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ୬ ନମ୍ବର ୱାର୍ଡର ଏହି ବସ୍ତିକୁ ଦେଖନ୍ତୁ । ମୁନସିପାଲିଟି ଅଧିନ ରେ ଥାଇ ବି ଏହି ଅଂଚଳର ଅବସ୍ଥା କୌଣସି ଅପନ୍ତରା ଅଂଚଳର ଅବସ୍ଥାରୁ କୌଣସି ଗୁଣରେ କମ ନାହିଁ । ବରପାଲି ପଡା ପଂଚଶଖା ଗଳି ର ଏହି ଅଂଚଳକୁ ନା ଅଛି ଚାଲିବା ପାଇଁ ଭଲ ରାସ୍ତା ନା ଅଛି ଡ୍ରେନେଜର ବ୍ୟବସ୍ଥା, ନା ଅଛି ଷ୍ଟ୍ରିଟ୍ ଲାଇଟ୍ ର ସୁବିଧା ।  ବରପାଲି ପଡା, ଆମ ପଡା, ମେଘନାଦ ପଡା ଓ ଚିମନିଭାଟି ଅଂଚଳକୁ ନେଇ ଗଠିତ ୬ ନମ୍ବର ୱାର୍ଡର ଅଧିବାସୀ ସରକାରଙ୍କ ଅନେକ ମୌଳିକ ସୁବିଧାରୁ ବଂଚିତ ହୋଇଛନ୍ତି । ଡ୍ରେନ ସବୁ ରାସ୍ତାରେ ମିଶିଗଲାଣି ଓ ନାଳନର୍ଦ୍ଦମାର ପାଣି ରାସ୍ତାରେ  ବୋହୁଛି । ବର୍ଷା ହେଲେ ଏଠାରେ ଘର ଭିତରକୁ ପାଣି ପଶିବା ଏକ ସାଧାରଣ କଥା ହୋଇଗଲାଣି । ମୁନିସିପାଲିଟି ନିର୍ବାଚନ ପରେ ଏଠାକାର ଅଧିବାସୀମାନେ ଏହି  ୱାର୍ଡର କାଉନସିଲରଙ୍କୁ ଦେଖନଥିବା କହିଛନ୍ତି । ଏଠାରେ ଅଛି ଚନ୍ଦ୍ରସେନୀ ମନ୍ଦିର । ଏହି ମନ୍ଦିର ନିକଟରେ ପଡିଛି କୁଢ଼ କୁଢ଼ ମଇଳା । ନିୟମିତ ବ୍ୟବଧାନରେ ଏହି ଆବର୍ଜନାକୁ ସଫା କରିବା ଦିଗରେ ମୁନିସିପାଲିଟି କୌଣସି ତତ୍ପରତା ପ୍ରକାଶ କରିନଥିବା ପଡାବାସୀ ଅଭିଯୋଗ କରିଛନ୍ତି । ତେବେ ୬ ନମ୍ବର ୱାର୍ଡର ବିଜେଡି କାଉନସିଲର ପିଙ୍କି କବାଟଙ୍କୁ ଅନେକ ଥର ଅଭିଯୋଗ କରିଥିଲେ ମଧ୍ୟ ସେ ଅଭିଯୋଗକୁ କର୍ଣ୍ଣପାତ କରିନଥିବା ଅଭିଯୋଗ ହୋଇଛି । ତେଣୁ ଆଗାମୀ ଦିନରେ ଏହି ଅଂଚଳରେ ରାସ୍ତା ଓ ଡ୍ରେନେଜର ସୁବିଧା କରାନଗଲେ ପଡାବାସୀ ଜିଲ୍ଲାପାଳଙ୍କ ଅଫିସ ଆଗରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026

You Might Also Like