-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||     

HOME   ଜିଲ୍ଲା

କୋଷାଗୁମୁଡ଼ା ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର।

25-Jul-2022



ନବରଙ୍ଗପୁର (ପ୍ରେରଣା ଖବର) ::କୋଷାଗୁମୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୫ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୪ ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବଳକା ୩୧ ଗୋଟି  ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା। ସେଥିମଧ୍ୟରୁ  ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ରାସ୍ତା ଘାଟ ନିର୍ମାଣ,ମରାମତି, ନିଯୁକ୍ତି, ପ୍ରଧାନମନ୍ତ୍ରୀ ଆବାସ, ନୂତନ ଅଙ୍ଗନୱାଡ଼ି କେନ୍ଦ୍ର

ନିର୍ମାଣ, ବିଦ୍ୟୁତ୍ ତ୍ରଂସଫର୍ମର ବ୍ୟବସ୍ଥା, କୋଷାଗୁମୁଡ଼ା ରେ ସ୍ମାର୍ଟ୍ ବସଷ୍ଟାଣ୍ଡ ନିର୍ମାଣ, ଆର୍ ଏମ୍ ସି ଷ୍ଟଲ ନବୀକରଣ ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗ ର ଶୁଣାଣି ହୋଇଥିଲା।   ଲୋକଙ୍କ ଅଭିଯୋଗ  ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏଥି ସହିତ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗ ମାନଙ୍କୁ ଗୋଟିଏ ହଳ ଆଶା ବାଡ଼ି, ଦୁଇଟି ଅନ୍ଧ ବାଡ଼ି, ଆଠୋଟି  ତିନି ଚକିଆ ସାଇକଲ, ପନ୍ଦର ଟି ଚକ ଲଗା ଚୌକି ଇତ୍ୟାଦି ଜିଲ୍ଲାପାଳ ଡକ୍ଟର ମିଶ୍ର ଙ୍କ ଦ୍ଵାରା  ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ  ଜିଲ୍ଲାପାଳ ଙ୍କ ବ୍ୟତୀତ   ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ,ରତ୍ନାକର ସାହୁ,  ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, କୋଡିଙ୍ଗା ତହସିଲଦାର ଶିବ ପ୍ରସାଦ ପଟନାୟକ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସର୍ବେଶ୍ଵରି ମାଝୀ, ଉପାଧ୍ୟକ୍ଷ ଯୋଗେନ୍ଦ୍ର କୁମାର ସ୍ଵାଇଁ  ଗୋଷ୍ଠୀ ଉନ୍ନୟନ ଅଧିକାରୀ  ବିଶ୍ଵନାଥ ରାଉତ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026

You Might Also Like