-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||     

HOME   ଜିଲ୍ଲା

ଆଜି ଶ୍ରାବଣ ମାସର ଦ୍ଵିତୀୟ ସୋମବାର କପିଳାଶ ଚଳଚଞ୍ଚଳ

25-Jul-2022



ଢେଙ୍କାନାଳ / ଢେଙ୍କାନାଳ ର ଶୈବ ପୀଠ କପିଳାଶ ଆଜି ଶ୍ରାବଣ ମାସର ଦ୍ଵିତୀୟ ସୋମବାର ଭକ୍ତ ମାନେ ବିଭିର୍ନ ଘାଟକୁ ବାହୁଙ୍ଗୀ କଳସ ପୂଜାଭୋଗ ରାଗ ନେଇ କି ମାନସିକ କରି ବିଭିର୍ନ ଅଞ୍ଚଳରୁ ଆସିଥିଲେ, ଦ୍ୱିତୀୟ କୈଳାଶ କପିଳାଶ କୁ ପ୍ରଥମେ ସlନ୍ନ ବାଲୁକାରେ ଶିବଲିଙ୍ଗ ସ୍ଥାପନ କରି ବିଭିର୍ନ ଫୁଲ ବେଲପତ୍ର ଲଗାଇ ଶିବ ଙ୍କୁ ପୂଜାର୍ଚନା କରିପ୍ରଭୁଙ୍କ ପାଖକୁ ବିଭିର୍ନ ଏରିଆ ରୁ କପିଳାଶ ଯାତ୍ରା କରିଥିଲେ, କିନ୍ତୁ କପିଳାଶ ପୀଠ ରେ ଲୋକଙ୍କ ସୁରକ୍ଷା ଢେଙ୍କାନାଳ ଜିଲ୍ଲାପାଳ ଓ କପିଳାଶ ପୀଠ ର ପ୍ରଶାସନଙ୍କୁ ଅନୁରୋଧ ଯାତ୍ରୀଙ୍କ ପାଇଁ

କିଛି ସ୍ଥାୟୀ ସ୍ଥଳୀ ବସା ଉଠା କରିବା ପାଇଁ ଶ୍ରାବଣ ମାସ ପାଇଁ ଲୋକଙ୍କୁ ସାହାଯ୍ୟ ହାତ ବଢ଼େଇଲେ ଆମେ ଖୁସିହୋବୁ, କାରଣ କିଛି ପାଣି ର ଟାଙ୍କି ଥିଲା ବେଳେ ଟାଙ୍କି ଭିତରେ ପାଣି ର ଅଭାବ ଦେଖିବାକୁ ମିଳିଛି ଓ ଗମେଣ୍ଟ ର ଶୋଚlଳୟ ଅଛି, ଯାତ୍ରୀ ଙ୍କଠୁ  ୨୦ଟଙ୍କା କାହିଁକି ନିଆ ଯାଉଛି ଟିକିଏ କହିବେ ସରକାର ଯଦି ଆପଣଙ୍କ ଏରିଆରେ ଏହିଭଳି ଦେଖିବାକୁ ମିଳିବ, ଯାତ୍ରୀ ଙ୍କ ମନ ଅସନ୍ତୁଷ୍ଟ ହେଉଛି, ଏତିକି ଅନୁରୋଧ

ଭକ୍ତ ଙ୍କ ସୁରକ୍ଷା କରନ୍ତୁ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଆପଣଙ୍କୁ ଆମ ତରଫରୁ ଆପଣଙ୍କୁ ବିନତି, ଭକ୍ତ ଙ୍କୁ ସାହାଯ୍ୟର ହାତ ବଢ଼ାନ୍ତୁ, ହର ହର ମହାଦେବ, କିନ୍ତୁ ଚଳିତ ବର୍ଷ କଟକଣା କୋହଳ କରିନଥିଲେ ମଧ୍ୟ ଶ୍ରାବଣ ମାସର ପ୍ରଥମ ସୋମବାର ବନ୍ଦ ଥିଲେ ମଧ୍ୟ କଉଡ଼ିଆଙ୍କ ମାନେ ବିଭିନ୍ନ ଶୈବ ପୀଠରେ ଯାତ୍ରା କରିଥିଲେ l 
(ଢେଙ୍କାନାଳ ଶ୍ରୀଧର ପାତ୍ରଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026

You Might Also Like