-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

ପାର୍ବତୀ ଗିରି ସେବା ସମ୍ମାନ ପାଇବେ ଡାକ୍ତର କୃଷ୍ଣ ପ୍ରସାଦ ବହିଦାର

25-Jul-2022



ବଲାଙ୍ଗିର, ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ମାଆ ପାର୍ବତୀ ଗିରିଙ୍କ ଶ୍ରାଦ୍ଧ ସମାରୋହ ପାଳନ କରାଯିବ । ଏହି ପାର୍ବଣରେ ବିଶିଷ୍ଟ ସେବକ ଡା. କୃଷ୍ଣ ପ୍ରସାଦ ବହିଦାରଙ୍କୁ ମର୍ଯ୍ୟାଦା ଜନକ “ପାର୍ବତୀ ଗିରି ସେବା ସମ୍ମାନ” ପ୍ରଦାନ କରିବାକୁ ସ୍ଥିର କରାଯାଇଛି । ଏହି ସମାରୋହରେ ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଅନ୍ୟ ଦଶ ଜଣ ବ୍ୟକ୍ତିଙ୍କୁ ମଧ୍ୟ ସମ୍ମାନିତ କରାଯିବ । ଏଥି ପାଇଁ ଟିକ୍ରାପଡା ଦଧିବାମନ ମନ୍ଦିରରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ କପିଳ ପତି, ଜୟରାମ ମିଶ୍ର, ବଳିଷ୍ଠ ପ୍ରଧାନ, ମଧୁ ସାହୁ, ରତ୍ନମୟ ତ୍ରିପାଠୀ, ଚୁଡେନ୍ଦ୍ର କୁମାର ବେହେରା, ହୃଷିକେଶ ପୁରୋହିତ, କସ୍ତୁରୀ ରଥ, ଧିରେନ୍ଦ୍ର ନାରାୟଣ ସିଂହଦେଓ, ଅରୁଣ କୁମାର ଖୁଆସ, ଡା. ଅଶୋକ କୁମାର ସେଠୀ, ନିହାରିକା ମିଶ୍ର ଓ ମଦନ ମୋହନ ରଥ ଉପସ୍ଥିତ ଥିଲେ । ଶେଷରେ ସୁନାଧର ବନଛୋର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like