-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

କେନାଲ ହିଡ଼ଭାଙ୍ଗି ଶତାଧିକ ଏକର ଚାଷଜମି ଜଳମଗ୍ନ

25-Jul-2022



 ହୀରାକୁଦ ସେଚାଞ୍ଚଳ ଭିମଟିକ୍ରା ଡିଷ୍ଟିବ୍ୟୁଟାରି କୁହିବାହାଲ ସେକ୍ସନ ସାହାଜବାହାଲ ଗ୍ରାମ ନିକଟରେ କେନାଲ ହିଡ଼ ଭୁଶୁଡି ପଡିବାରୁ  ପ୍ରାୟ ଶତାଧିକ ଏକର ଚାଷଜମି ଜଳମଗ୍ନ ହୋଇପଡିଛି | ସୂଚନା ଅନୁଯାୟୀ ଆଜି ସକାଳେ ଭିମଟିକ୍ରା ଡିଷ୍ଟିବ୍ୟୁଟାରି କୁହିବାହାଲ ମୁଖ୍ୟ କେନାଲ ରେ ପ୍ରବଳ ବନ୍ୟାପାଣି ଆସୁଥିବାରୁ ମେଘଲା ପଞ୍ଚାୟତ ସାହାଜବାହାଲ ଗ୍ରାମର କେନାଲ ରେ ପ୍ରାୟ ୨୦ ଫୁଟ ଘାଇ ସୃଷ୍ଟିହୋଇ ପ୍ରବଳ ବେଗରେ ପାଣି ମାଡି ଯିବାରୁ ସାହାଜବାହାଲ ଓ ପଧାନପାଲି ଗ୍ରାମର ଚାଷୀ ଚତୁର୍ଭୁଜ ପଧାନ, ପଟାରି ପଧାନ, କାର୍ତ୍ତିକ ମହାକୁର, ଉଦୟ ମହାକୁର, କେସନ ବାଘ, ରତନ ବାରିକ, ଶ୍ରୀଧର ପଧାନ, ନବୀନ କୁମ୍ଭାର, ବିରଞ୍ଚି ବାଗ, କିଶୋର ସାହୁ ପ୍ରମୁଖ ଙ୍କ ଧାନ ଫସଲ ରେ ପାଣି ପଶିଯାଇ ଜଳମଗ୍ନ ହୋଇଯାଇଛି | ଚାଷ ଆରମ୍ଭରୁ ହିଁ ଚାଷୀ ବହୁମାତ୍ରରେ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହେଉଛି |ଏହି ଘଟଣାର ଖବର ପାଇ  ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, କେନାଲ ମଣ୍ଡଳ ଉପମୁଖ୍ୟ ଯନ୍ତ୍ରୀ ସରୋଜ କୁମାର ପାଣିଗ୍ରାହୀ,  କେନାଲ ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ରଥ,ରାମପୁର କେନାଲ ଉପଖଣ୍ଡ ଅଧିକାରୀ ଅଭିନନ୍ଦନ କିଷାନ, କୁହିବାହାଲ କେନାଲ କନିଷ୍ଠ ଯନ୍ତ୍ରୀ ସୁଜିତ କୁମାର ପଳାଇ, କୌଡ଼ିଆମୁଣ୍ଡା କେନାଲ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ ମଙ୍କର ପ୍ରମୁଖ ଘଟଣାସ୍ଥଳକୁ ପହଞ୍ଚି ତଦାରଖ କରିଥିଲେ | ଅତ୍ୟଧିକ ପାଣି ଆସିଯିବାରୁ କେନାଲ ଭୁସିଡ଼ି ପଡିଛି କାମ ଚାଲିଥିବା କେନାଲ ୨ଦିନ ମଧ୍ୟରେ ସମାପ୍ତ କରାଯିବ ବୋଲି ଏସଡିଓ ଶ୍ରୀ କିଷାନ ପ୍ରକାଶ କରିବା ସହିତ କ୍ଷତିଗ୍ରସ୍ତ ହୋଇଥିବା ଚାଷ ଜମିର ଆକଳନ କରି କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like