-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ପ୍ରଫେସର ନାରାୟଣ ପୃଷେଠ୍‌ଙ୍କ ନବମ ଶ୍ରାଦ୍ଧ ସମାରୋହ ଗଳ୍ପ ସଙ୍କଳନ ‘ହଳଦୀ ବସନ୍ତ’ ଲୋକାର୍ପିତ

25-Nov-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର) - ବଲାଙ୍ଗୀର ସାମ୍ବାଦିକ ଭବନ ଠାରେ ବିଶିଷ୍ଟ ସାରସ୍ୱତ ସାଧକ ତଥା ଶିକ୍ଷାବିତ୍ ପ୍ରଫେସର ନାରାୟଣ ପୃଷେଠ୍‌ଙ୍କ ନବମ ଶ୍ରାଦ୍ଧ ସମାରୋହ ସ୍ମୃତି କମିଟି ତରଫରୁ ବୁଧବାର ଅନୁଷ୍ଠିତ ହୋଇଥିଲା । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ ଚେୟାରମେନ୍ ପ୍ରଫେସର ରବିଶଙ୍କର ପାଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରାଦ୍ଧ ସମାରୋହରେ ମୁଖ୍ୟଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥି, ସମ୍ମାନିତ ଅତିଥି ଭାବେ ବରିଷ୍ଠ କଳାକାର ତଥା ସାମ୍ବାଦିକ ସତ୍ୟନାରାୟଣ ବେହେରା, ଚିତ୍ରଶିଳ୍ପୀ ଓ ସ୍ଥପତି ଅନ୍ତର୍ଯ୍ୟାମୀ ମେହେର ଓ ଇଣ୍ଡିଆନ୍ ଇଷ୍ଟିଚ୍ୟୁଟ୍ ଅଫ୍ ପବ୍ଳିକ୍ ଆଡମିନିଷ୍ଟ୍ରେସନ୍ (ଆଇଆଇପିଏ)ର ଆସୋସିଏଟ୍ ପ୍ରଫେସର ତଥା ସ୍ୱର୍ଗତ ପୃଷେଠ୍‌ଙ୍କ ସୁପୁତ୍ର ଡ. ସୁଜିତ କୁମାର ପୃଷେଠ୍ ଯୋଗଦାନ କରିଥିଲେ । ସ୍ମୃତି କମିଟି ଆବାହକ ସନ୍ଦୀପ କୁମାର କୁଅଁର ସଭା ପରିଚାଳନା କରିଥିଲେ । ଅତିଥିମାନେ ସ୍ୱର୍ଗତ ପୃଷେଠ୍‌ଙ୍କ ରଚିତ ଗଳ୍ପର ସଙ୍କଳନ ‘ହଳଦୀ ବସନ୍ତ’କୁ ଲୋକାର୍ପଣ କରିଥିଲେ । ୧୯୭୧ ମସିହାରେ ସାହିତ୍ୟ ପତ୍ରିକା ଝଙ୍କାର ଏବଂ ୧୯୮୫ ମସିହାରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମହାପାତ୍ର ନୀଳମଣି ସାହୁଙ୍କ ଦ୍ୱାରା ସଙ୍କଳିତ ଶ୍ରେଷ୍ଠ ଓଡିଆ ଗଳ୍ପ ସଙ୍କଳନରେ ସ୍ଥାନିତ ଭୂତର ଛାଇ ଗଳ୍ପ ସହ ସମୁଦାୟ ୧୯ଟି ଗଳ୍ପ ଏହି ସଙ୍କଳନରେ ରହିଛି । ସ୍ୱୟଂସିଦ୍ଧା ଫାଉଣ୍ଡେସନ୍ ପକ୍ଷରୁ ଏହି ସଙ୍କଳନ ପ୍ରକାଶ ପାଇଛି । ସ୍ୱର୍ଗତ ପୃଷେଠ୍ ସାରସ୍ୱତ ସାଧନା ସହ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ବୋଲି ମୁଖ୍ୟଅତିଥି ଜିଲ୍ଲା ସଂସ୍କୃତି ଅଧିକାରୀ ଶତପଥି କହିଥିଲେ । ସମ୍ମାନିତ ଅତିଥି ବେହେରା ୭୦ ଓ ୮୦ ଦଶକରେ ଅବିଭକ୍ତ ବଲାଙ୍ଗୀର ଓ କଳାହାଣ୍ଡି ଜିଲାର ମରୁଡି, ଅନାହାର ଓ ଦାରିଦ୍ର‌୍ୟ ଉଜାଗର କରି ଜାତୀୟ ସ୍ତରରେ ଦୃଷ୍ଟି ଆକର୍ଷଣ କରିଥିଲେ ବୋଲି କହିଥିଲେ । ସଭାପତୀୟ ଅଭିଭାଷଣରେ ପ୍ରଫେସର ପାଣ୍ଡିଆ ଉତ୍ତରପିଢ଼ିଙ୍କ ଭିତରେ ପ୍ରେରଣା ଭରିବାରେ ସ୍ୱର୍ଗତ ପୃଷେଠ୍ ଅଗ୍ରଗଣ୍ୟ ବୁଦ୍ଧିଜୀବୀ ଥିଲେ ବୋଲି କହିଥିଲେ । ଡ. ସୁଜିତ ପୃଷେଠ୍ ଗଳ୍ପ ସଙ୍କଳନ ଉପରେ ସୂଚନା ଦେଇଥିଲେ । ଏହି ଅବସରରେ ଅତିଥିମାନେ ଖ୍ୟାତିସମ୍ପନ୍ନ ସ୍ଥପତି ଅନ୍ତର୍ଯ୍ୟାମୀ ମେହେର ଓ ତାଙ୍କ ପୁତ୍ର ଯୁବଚିତ୍ରଶିଳ୍ପୀ ଅଭିଳାଷ ମେହେରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ରାଜେଶ ଝାଙ୍କର, ତ୍ରିଲୋଚନ ନନ୍ଦ ଓ କୁନା ବାଗ ସ୍ୱର୍ଗତ ପୃଷେଠ୍‌ଙ୍କ ସ୍ମୃତିଚାରଣ କରିଥିଲେ । ଶେଷରେ ବୀରେନ୍ଦ୍ର କୁମାର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ । କୋଭିଡ ନିୟମାନୁସାରେ ସଭା ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like