-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସୋନପୁର ପୋଲିସ ପକ୍ଷରୁ ସଚେତନତା ରାଲି

26-Jul-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) - ସଦର ଟାଉନ ଥାନା ପକ୍ଷରୁ ଆଜି ଏକ  ରକ୍ତ ଦାନ ସଚେତନତା ସାଇକଲ ଶୋଭାଯାତ୍ରା  ମା ସୁରେଶ୍ୱରୀଙ୍କ ମନ୍ଦିରରୁ ଆରମ୍ଭ କରାଯାଇ ସାରା ସହର ପରିକ୍ରମା କରାଯାଇଛି lପୋଲିସ ଓ ଜନସାଧାରଣଙ୍କ ଭିିତରେ ସୁସଂପର୍କ ପ୍ରତିଷ୍ଠା କରିବା ସହିତ ନିୟମ କାନୁନ ମାନି ଚଳିବା ଓ ସମାଜ ପ୍ରତି ନିଜର ଦାଇତ୍ୱ କର୍ତ୍ତବ୍ୟ କରିବା ଦିଗରେ ପୋଲିସ ଏ ପ୍ରକାର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଛି l ଆସନ୍ତା କାଲି ସଦର ଟାଉନ ଥାନା ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ମେଗା ରକ୍ତଦାନ ଶିବିର ରେ ସମସ୍ତ ଜନ ସାଧାରଣ ଓ ସ୍ବେଛାସେବୀ ସଂଗଠନ ରକ୍ତଦାନ କରିବାକୁ ପୋଲିସ ଜନସାଧାରଣଙ୍କୁ ଆହ୍ବାନ କରିଛି  l ପ୍ରାୟ 200 ରୁ ଅଧିକ ୟୁନିଟ ରକ୍ତ ସଂଗ୍ରହ କରିବା ଲକ୍ଷ୍ୟ ରଖା ଯାଇଛି l ସେହିପରି ସଡକ ସୁରକ୍ଷା ନିୟମ ପାଳନ କରିବା , ଟ୍ରାଫିକ ନିୟମ ମାନି ଚଳିବା, ପରିବେଶ ସୁରକ୍ଷା, ନିଶା ନିବାରଣ ତଥା ଧନଜୀବନର ସୁରକ୍ଷା ପାଇଁ ପୋଲିସକୁ ସହଯୋଗ କରିବା ଆଦି ସାମାଜିକ ବିଷୟ ବସ୍ତୁକୁ ନେଇ ଜନସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯାଇଛି l ଶୋଭାଯାତ୍ରା ବେଳେ ବଡ଼ ବଜାର ଦୁର୍ଗା ମଣ୍ଡପ, ଅନ୍ତରମ  ମଣ୍ଡପ, ବ୍ୟବସାୟୀ ସଂଘ, ସୋନପୁର କଲେଜ 94 ବେଚ,  ଟି ପି ଡବ୍ଲୁ ଓ ଡି ଏଲ  ବିଦ୍ୟୁତ କର୍ମଚାରୀ

ସଂଘ ପ୍ରମୁଖ ବିଭିନ୍ନ ସଂଗଠନ ର କର୍ମକର୍ତା ଓ ସହର ର ଅନେକ ଯୁବକ ଙ୍କୁ ଭେଟି ରକ୍ତଦାନ ପାଇଁ ପୋଲିସ ପକ୍ଷରୁ ଅନୁରୋଧ ଓ ଆହ୍ୱାନ କରାଯାଇଛି l ସୋନପୁର  ଭାରପ୍ରାପ୍ତ ଥାନା ଅଧିକାରୀ କୃଷ୍ଣ ଚନ୍ଦ୍ର ମେହେର ଙ୍କ ନେତୃତ୍ବ ରେ ଓ ରକ୍ତ ଦାତା ସଂଘ କୋଡିନେଟର ମନୋଜ ପଣ୍ଡା, ସ୍ୱଚ୍ଛ ଭାରତ କୋଡିନେଟର ମନୋରଞ୍ଜନ ତ୍ରିପାଠୀଙ୍କ ସଂଯୋଜନାରେ ଆୟୋଜିତ ଆଜିର ଏହି ଶୋଭାଯାତ୍ରାରେ ସ୍ବଛ ଭାରତ ସଂଗଠନ, ସୋନପୁର କଲେଜ ଏନ ସି ସି ,ଇନଫିନିଟି କ୍ଲବ, ଡ୍ରଗିଷ୍ଟ ଏଣ୍ଡ କେମିଷ୍ଟ  ସଂଘ ଓ ପୋଲିସ କର୍ମଚାରୀ ମାନେ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026

You Might Also Like