-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ରାଇସମିଲ ମାଲିକ କେତେକ ଜମି ଜବରଦଖଲ କରି  ତେଲମିଲ ନିର୍ମାଣ ଘଟଣା, ମାନ୍ୟବର ହାଇକୋର୍ଟର ନିର୍ଦ୍ଦେଶ ପରେ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ

27-Jul-2022



ବିନିକା(ହିମାଂଶୁ ଶେଖର ପୁଟେଲ)ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟାଳୟ(ହାଇକୋର୍ଟ)ର ନିର୍ଦ୍ଦେଶ ପରେ ବିନିକା ବ୍ଳକ  ସିନ୍ଦୁରପୁର ରାଜସ୍ୱ ସର୍କଲ ଅନ୍ତର୍ଗତ ସର୍ଗୁଣା ମୌଜାରେ ୩ଗୋଟି ପ୍ଲଟର(ଜମି) ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଅଭିଯୋଗ ଅନୁସାରେ ଜଣେ ରାଇସମିଲ ମାଲିକ ସର୍ବ ସାଧାରଣ ରାସ୍ତା,କରନାଲି, କେନାଲ ହିଡ଼ ଏବଂ ଭୂମିହିନଙ୍କ ପାଇଁ ସଂରକ୍ଷିତ ଜାଗାକୁ ଜୋର ଜବରଦସ୍ତି ଅବରୋଧ କରି ତେଲମିଲ ନିର୍ମାଣ କରୁଥିବା ଅଭିଯୋଗ ହୋଇଥିଲା | ଏହାକୁ ନେଇ ସର୍ଗୁଣା ଏବଂ ସାଲମାଟିକ୍ରାର କିଛି ଚାଷୀ ଏବଂ ସ୍ଥାନୀୟ ବାସିନ୍ଦା ପ୍ରଶାସନ ଠାରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣିନଥିଲେ | ଶେଷରେ ବାଧ୍ୟହୋଇ ହାଇକୋର୍ଟର ଦ୍ୱାରସ୍ତ ହୋଇଥିଲେ | ୩ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ହାଇକୋର୍ଟ  ନିର୍ଦ୍ଦେଶ ଦେବାପରେ ଆଜି ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ସିନ୍ଦୁରପୁର ରାଜସ୍ବ ନିରୀକ୍ଷକ ବିବେକା ତ୍ରିପାଠୀ,ବିନିକା ଥାନା ଅଧିକାରୀ ପବିତ୍ର ସାହୁ ପ୍ରମୁଖଙ୍କ ସମେତ ପୋଲିସ ଓ ରାଜସ୍ବ ବିଭାଗ ଷ୍ଟାଫ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସାର୍ଗୁଣା ମୌଜାର ଖାତା ନଂ ୧୯୨ର ପ୍ଲଟ ନଂ ୭୪୮,୭୪୧, ୭୨୪ର ସରଜମୀନ ତଦନ୍ତ କରିବା ପାଇଁ ନିର୍ଦ୍ଧେଶ ଆସିଥିଲା  | ତେବେ ଆଜି ସମୟ ଅଭାବରୁ କେବଳ ଗୋଟିଏ ପ୍ଲଟ ଅର୍ଥାତ ୭୨୪ପ୍ଲଟର

ସରଜମିନ ଚି଼ହ୍ନଟ କରାଯାଇଛି | ଏହି ପ୍ଲଟର କିସମ ସର୍ବସାଧାରଣ ରାସ୍ତା ହୋଇଥୁବାରୁ ସର୍ବସାଧାରଣଙ୍କୁ ପ୍ରଦାନ କରାଗଲା | ଏହି ରାସ୍ତା ରେ ପୂର୍ବରୁ କେତେକାଂଶ ରେ ଆମ୍ବଗଛ ରହିଥିବା ଜଣାପଡିଛି | ତେବେ ଆଉ ୨ଟି ପ୍ଲଟ ତହସିଲଦାର ଦିନଧାର୍ଯ୍ୟ କରିବା ପରେ ସରଜମିନ ଚି଼ହ୍ନଟ କରାଯିବ ବୋଲି ସୂଚନା ମିଳିଛି | ପ୍ରକାଶଥାଉ କି  ଏହି ତେଲ କାରଖାନା ନିର୍ମାଣ ଯୋଗୁଁ  ଆଖପାଖର ଚାଷକାର୍ଯ୍ୟ ପ୍ରଭାବିତ ହେବାସହ ଚାଷୀ ଓ ତାଙ୍କ ପରିବାରର ଜୀବନ ଜୀବିକା ଦୁର୍ବିସହ ହେବାର ଆଶଙ୍କା ସୃଷ୍ଟି କରିଛି ।ତେବେ ପ୍ରଶାସନ ଏହାକୁ ଗୁରୁତର ସହନେଇ ତୁରନ୍ତ ଉକ୍ତ ପ୍ଲଟ ଗୁଡ଼ିକର ସରଜମିନ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like