-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ଆଜି ୪୦ କରୋନା ପଜେଟିଭ ଚିହ୍ନଟ

25-Nov-2020



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ଆଜି ବଲାଙ୍ଗିର ଜିଲ୍ଲାରେ ଆଜି ସମୁଦାୟ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ସହରରୁ ୪ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ବ୍ଲକ୍ ଅନୂଯାୟୀ ନିମ୍ନମତେ ତାଲିକା ପ୍ରଦାନ କରାଯାଇଛି। 

(୧)ବାଲାଙ୍ଗୀର ମୁନିସିପାଲିଟି ୱାର୍ଡ ନଂ- ୨ ରୁ ୨ ଜଣ, ଓ୍ବାର୍ଡ ନଂ ୧୮ ରୁ ୨ ଜଣ ଓ ବାଲାଙ୍ଗୀର ବ୍ଲକ ଚୁଡାପାଲି ରୁ ୧ ଜଣ 

(୨) ବାଙ୍ଗୋମୁଣ୍ଡା ବ୍ଲକ ର ସିନ୍ଧେକେଲା ରୁ ୨ ଜଣ ଓ ଖଇରା ଗ୍ରାମ ରୁ ୧ ଜଣ। 

(୩) ଗୁଡଭେଲା ବ୍ଲକ ରୁଶୁଡା ଗ୍ରାମ ରୁ ୧ ଜଣ। 

(୪)ମୁରିବାହାଲ୍ ବ୍ଲକ ଚଲକି ରୁ ୧ ଜଣ ଓ ଗଁଅରେଇ ରୁ ୧ ଜଣ। 

(୫) ପାଟନାଗଡ ଖୁଟସମଲେଇ ରୁ ୧ ଜଣ, ଲରମ୍ଭା ରୁ ୩ଜଣ ଓ ଏନ୍ ଏ ସି ଓ୍ବାର୍ଡ ନଂ୩ ରୁ ୪ଜଣ ଜଣ, ଓ୍ବାର୍ଡ ନଂ ୪ ରୁ ୨ ଜଣ, ଓ ଓ୍ବାର୍ଡ ନଂ ୧,୫,୧୦ ରୁ ୧ଜଣ। 

(୬) ସଇଁନ୍ତଲା ଦରଭଙ୍ଗା ରୁ ଗ୍ରାମ ରୁ ୩ ଜଣ, ଗଣ୍ଡପତ୍ରାପାଲି ରୁ ୧ଜଣ ଓ ସଇଁନ୍ତଲା ରୁ ୫ ଜଣ। 

(୭)ଟିଟିଲାଗାର୍ ମୁନିସିପାଲିଟି ୱାର୍ଡ ନଂ୧୦ ଓ ୧୧ରୁ ୧ ଜଣ। 

(୮) ତୁରେକେଲା ବ୍ଲକ କୁଇବାହାଲ ରୁ ୧ ଜଣ ଓ ବୁରୋମାଲ ରୁ ୧ ଜଣ। 

(୯) ପୁଇଁନ୍ତଲା ବ୍ଲକ ସାମନ୍ତପୁର ରୁ ୧ ଜଣ। 

(୧୦) ଲୋଇସିଂହା ବ୍ଳକ ବୁରୋମୁଡା ରୁ ୧ଜଣ। 

(୧୧) 

ଆଜି ପର୍ଯ୍ୟନ୍ତ ଜିଲାରେ ୭୮୬୫ ଜଣ କରୋନା ଦ୍ବାରା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୫୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨୮୪ ଜଣ ଏକ୍‌ଟିଭ୍‌ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like