-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

+୨ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ସଫଳତା ବିଜ୍ଞାନରେ ଅନ୍ୱେଷ ସାହୁ ୫୭୪ ମାର୍କ ସହ ସଫଳତାର ଶୀର୍ଷରେ ବାଣିଜ୍ୟରେ ଦୀପକ ମେହେର ୫୬୬ ମାର୍କ ସହ ସଫଳତାର ଶୀର୍ଷରେ ୧୩ଜଣ ଛାତ୍ରଛାତ୍ରୀ ୯୦% ରୁ ଉର୍ଦ୍ଧ୍ୱରେ

27-Jul-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ)ଚଳିତ ବର୍ଷର +୨ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଜ୍ଞାନ ପରୀକ୍ଷାରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାର ଅନ୍ୱେଷ ସାହୁ ୫୭୪ମାର୍କ ଓ ଦୀପକ ମେହେର ୫୬୬ମାର୍କ ସହ କଲେଜ ଟପ୍ପର୍ ହୋଇଛନ୍ତି ବୋଲି ବିକାଶ ଗ୍ରୁପ୍ ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ ପ୍ରକାଶ କରିଛନ୍ତି । ବିଜ୍ଞାନରେ ୧୦ଜଣ ଛାତ୍ରଛାତ୍ରୀ ୯୦%ରୁ ଉର୍ଦ୍ଧ୍ୱ ମାର୍କ ରଖି ପାସ୍ କରିଥିବାବେଳେ ୩୨ଜଣ ଛାତ୍ରଛାତ୍ରୀ ୫୦୦ ରୁ ଉର୍ଦ୍ଧ୍ୱ ମାର୍କ, ୪୨ ଜଣ ଛାତ୍ରଛାତ୍ରୀ ୮୦ ପ୍ରତିଶତ ରୁ ଉର୍ଦ୍ଧ୍ୱ ମାର୍କ ଏବଂ ୨୦୧ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ପାସ୍ କରି ବିକାଶ କୁ ପଶ୍ଚିମ ଓଡ଼ିଶାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ପ୍ରତିଷ୍ଠିତ କରିପାରିଛି ବୋଲି ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ସିଏଚ୍‌ଏସ୍‌ଇ ଫଳାଫଳ ବିଷୟରେ ସୂଚନା ଦେଇ ଜଣାଇଛନ୍ତି । ବିଜ୍ଞାନରେ ଅର୍ପିତା ସାହୁ ୫୫୪ମାର୍କ, ଉଷଶ୍ରୀ ଭୋଇ ୫୪୭ମାର୍କ, ଆଶୁତୋଷ ମିଶ୍ର ୫୪୬ମାର୍କ, ରୋନକ୍ ମାଝି ୫୪୫ମାର୍କ, ଶ୍ରବଣ ପଟେଲ ୫୪୪ମାର୍କ, ଆକାଶ ସାହୁ ୫୪୩ମାର୍କ, ହିତେଶ ରଣା ୫୪୨ମାର୍କ, ତନୟ କୁମାର ଦୀପ ୫୪୨ମାର୍କ ଏବଂ ନିକିତା ଦାଶ ୫୪୧ମାର୍କ ସହ ସଫଳତା ତାଲିକାର ଶୀର୍ଷରେ ଅଛନ୍ତି । ବାଣିଜ୍ୟ ପରୀକ୍ଷାରେ ୩ଜଣ ଛାତ୍ରଛାତ୍ରୀ ୯୦%ରୁ ଉର୍ଦ୍ଧ୍ୱ ମାର୍କ ରଖି ପାସ୍ କରିଥିବାବେଳେ ୭ଜଣ ଛାତ୍ରଛାତ୍ରୀ ଙ୍କ ୫୦୦ ରୁ ଉର୍ଦ୍ଧ୍ୱ ମାର୍କ ଏବଂ ୨୫ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି । ବିନୟ ଖମାରୀ ୫୫୫ମାର୍କ, ବଣ୍ଟି ରୟ ୫୫୩ମାର୍କ ରଖି ସଫଳତା ତାଲିକାର ଶୀର୍ଷରେ ଅଛନ୍ତି । ସୂଚନାଯୋଗ୍ୟ ଯେ, ବିଜ୍ଞାନ ଛାତ୍ରୀ ସୁଶ୍ରୀ ରୋଜା ଭୋଇ ଗଣିତରେ ୧୦୦ ରୁ ୧୦୦ ମାର୍କ, ଛାତ୍ର ଅନ୍ୱେଷ ସାହୁ ଉଦ୍ଭିଦ ବିଜ୍ଞାନରେ ୫୦ରୁ ୫୦ମାର୍କ ରଖିଥିବାବେଳେ ବାଣିଜ୍ୟ ଛାତ୍ର ଦୀପକ ମେହେର, ବିନୟ ଖମାରୀ, ବଣି୍ଟ ରୟ ଓ ଏମ୍‌.ବିନୟ ଏକାଉଣ୍ଟାନ୍ସିରେ ୧୦୦ ରୁ ୧୦୦ ମାର୍କ ରଖି ଅନୁଷ୍ଠାନକୁ ଗୌରବାନ୍ୱିତ କରିଛନ୍ତି ।
ପ୍ରକାଶ ଥାଉକି ଚଳିତ ବର୍ଷ କେଭିପିୱାଇ ରେ ଅନ୍ୱେଷ ସାହୁ ସର୍ବ ଭାରତୀୟ ସାଧାରଣ ବର୍ଗରେ ୧୦୩୫ ର‌୍ୟାଙ୍କ୍ ଓ ନେଷ୍ଟ୍ ପରୀକ୍ଷାରେ ସର୍ବ ଭାରତୀୟ ସାଧାରଣ ବର୍ଗରେ ୬୯ର‌୍ୟାଙ୍କ୍ (ଓବିସି ୯ର‌୍ୟାଙ୍କ୍‌) ଏବଂ ତନୟ କୁମାର ଦୀପ ନେଷ୍ଟ୍ ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି । ଏହି ସଫଳତାରେ ଅନୁଷ୍ଠାନର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର୍ ଶ୍ରୀ ଭି.ଶ୍ରୀନିବାସ, ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା, ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି.ବିବେକ କୁମାର ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଥମ ପ୍ରୟାସରେ ଏଣ୍ଟ୍ରାନ୍ସ୍ ତଥା ସିଏଚ୍‌ଏସ୍‌ଇ ବୋର୍ଡ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ସଫଳତା ଏହାକୁ ଏକ ଭିନ୍ନ ଅନୁଷ୍ଠାନର ମାନ୍ୟତା ଦିଏ ବୋଲି ଚେୟାରମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ପ୍ରକାଶ କରିଛନ୍ତି ଏବଂ ଏହା ବିକାଶ ର ସେଣ୍ଟ୍ରାଲାଇଜ୍‌ଡ୍ ଏକାଡେମିକ୍ ସିଷ୍ଟମ୍ ର ସଫଳତା ବୋଲି ମତପ୍ରକାଶ କରିବା ସହିତ ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମୁରାରୀ ପ୍ରସାଦ ସାହୁ, ବିକାଶ ଆବାସିକ ବିଦ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ଚିତରଞ୍ଜନ ପତି, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏଡ୍‌ମିନିଷ୍ଟ୍ରେଟିଭ୍ ଅଫିସର୍ ଶ୍ରୀ ଏସ୍‌.କାନ୍ତା ରାଓ ତଥା ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like