-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||     

HOME   ଜିଲ୍ଲା

ନାକଟିଦେଉଳ ବିଜେପି ଯୁବମୋର୍ଚା ର କାର୍ଯ୍ୟକାରିଣୀ ବୈଠକ

27-Jul-2022



  ନାକଟିଦେଉଳ(କନ୍ଦର୍ପ ବେହେରା) -ନାକଟିଦେଉଳ ବିଜେପି ଯୁବମୋର୍ଚ୍ଚା ର କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ହାଟପଦା ପରିସରରେ ଅନୁଷ୍ଠିତ ହୋଇଯାଇଛି l ଜୋନ ୧ ମଣ୍ଡଳ ସଭାପତି ନେତ୍ରା ନନ୍ଦ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ରେଢ଼ାଖୋଲ ବିଧାନସଭା ବିଧାୟକ ପ୍ରାର୍ଥୀ ଦେବେନ୍ଦ୍ର ମହାପାତ୍ର, ବିଜେପି ଯୁବମୋର୍ଚା ସଭାପତି ସମ୍ବଲପୁର ଅଶ୍ୱିନୀ ମାଝୀ,ରାଜ୍ୟ ସଂଯୋଜକ ରୁପେଶ ପଟେଲ, ସୈନିକ ସେଲ ସଭାପତି କର୍ନେଲ ପ୍ରଭାତ ପଣ୍ଡା ପ୍ରମୁଖ ଯୋଗଦେଇ ପ୍ରତ୍ୟେକ ପଂଚାୟତ ରେ ସଂଗଠନକୁ ମଜଭୁତ କରିବାପାଇଁ ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମରେ କିସିଣ୍ଡା ମଣ୍ଡଳ ସଭାପତି ସୁଶାନ୍ତ ଭୁତିଆ, ସମ୍ପାଦକ ଭାଗିରଥି ଗଡତିଆ, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ତଥା ଜୋନ ୨ମଣ୍ଡଳ ସଭାପତି ପ୍ରମୋଦ କୁମାର ସାହୁ ପ୍ରମୁଖଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk