-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||     

HOME   ଜିଲ୍ଲା

ଭୁର୍ଷାଗୁଡା ଠାରେ ଗ୍ରାମସଭା ଅନୁଷ୍ଠିତ। ପଞ୍ଚାୟତ ଗୃହ ସ୍ଥାନ ନିରୁପଣ ପାଇଁ ଗାଁ ଗାଁ ମଧ୍ଯରେ କଥା କଟାକଟି

28-Jul-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁର୍ଷାଗୁଡା ଠାରେ ଏକ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ବଙ୍ଗୋମୁଣ୍ଡା ବିଡିଓ ରିପୁନାଥ ସୁନାଙ୍କ ତତ୍ତ୍ବାବଧାନ ରେ ହୋଇଥିବା ଏହି ବୈଠକରେ ସରପଞ୍ଚ ପୁଷ୍ପାଞ୍ଜଳୀ ଛୁରାଙ୍କ ସଭାପତିତ୍ବ ରେ ସଭା ଅନୁଷ୍ଠିତ ହୋଇଥିଲା। ନୁତନ ପଞ୍ଚାୟତ ଗୃହ ହେବାକୁଥିବା ସ୍ଥାନ ନିରୁପଣ କୁ ନେଇ ଭୁର୍ଷାଗୁଡା ଟିଟିସିଳେଟ ଓ ଗଞ୍ଜିଆପଡା ଗ୍ରାମ ମଧ୍ଯରେ ଦେଖା ଦେଇଥିବା ବାଦ ବିବାଦ ଯୋଗୁଁ ବାରମ୍ବାର ଉତ୍ତେଜନା ଦେଖା ଯାଇଥିବା ଯୋଗୁଁ ଜିଲ୍ଲା ପଞ୍ଚାୟତ ଅଧିକାରୀ ବଲାଙ୍ଗୀର ଙ୍କ ପତ୍ର ସଂଖ୍ୟା ୮୫୯ ନୁଯାଇ  ପଞ୍ଚାୟତର ସମସ୍ତ ଗାଁକୁ ନେଇ ନୁତନ

ପଞ୍ଚାୟତ ଗୃହ ନିର୍ମାଣ ପାଇଁ ଗ୍ରାମସଭା ମାଧ୍ୟମରେ ସମାଧାନ ର ରାସ୍ତା ବାହାର କରିବାକୁ ଚେଷ୍ଟା କରା ଯାଇଥିଲା। ହେଲେ ଏଥର ମଧ୍ଯ ଉଭୟ ଗାଁ ମାନଙ୍କ ଜନସାଧାରଣ ଙ୍କ ମଧ୍ଯରେ ପଞ୍ଚାୟତ ଗୃହ ନିର୍ମାଣ ସ୍ଥାନ ନିରୁପଣ ସ୍ଥାନକୁ ନେଇ ପରଷ୍ପର ମଧ୍ଯରେ କଥା କଟାକଟି ହେବା ଫଳରେ ସ୍ଥାନ ନିରୁପଣ କୁନେଇ ପୁଣି ଆଶଙ୍କା ଦେଖା ଦେଇଛି। ଗ୍ରାମ ସଭାରେ ପଞ୍ଚାୟତର ସମସ୍ତ ଗାଁ ର ଜନସାଧାରଣ ଙ୍କ ସହ ବ୍ଲକ ଓ ପଞ୍ଚାୟତ ସ୍ତରର ବହୁ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026

You Might Also Like

       
  ଜିଲ୍ଲା  

Qwert

   
  ଜିଲ୍ଲା  

Jk