-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବୋଳବମ କାବଡିଆ ଙ୍କୁ କଣ୍ଟାବାଞ୍ଜି ଏନଏସି ଅଧ୍ୟକ୍ଷଙ୍କ ତରଫରୁ ସେବା ଓ ସ୍ବାଗତ, ତିନିଦିନ ଧରି ଚାଳି ଚାଳି ହରିଶଙ୍କର ରୁ ସିନ୍ଧେକେଲା ପହଞ୍ଚିଳେ ବୋଳବମ ଭକ୍ତ

28-Jul-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଞ୍ଚାୟତ ମୁଖ୍ୟାଳୟ ତଥା ଅଞ୍ଚଳର ୧୦୮ ଜଣ ଯୁବକ ପ୍ରତିବର୍ଷ ଭଲି ଏ ବର୍ଷ ମଧ୍ଯ ହରିଶଙ୍କର ଶୈବପୀଠ ରୁ ସିନ୍ଧେକେଲା ପାତାଲେଶ୍ବର ଶୈବପୀଠ ରେ ଜଳ ଲାଗି ପାଇଁ ତିନି ଧରି ଚାଳି ଚାଳି ବୁଧବାର ଶିବ ଚତୁର୍ଦଶୀ

ତିଥିରେ ମହାଦେବଙ୍କୁ ଜଳ ଲାଗି କରିଛନ୍ତି । ବହୁ ବର୍ଷ ଧରି ବିଭିନ୍ନ ଶୈବପୀଠ ରୁ ସିନ୍ଧେକେଲା ପାତାଲେଶ୍ବର ଶୈବପୀଠ ରେ ସିନ୍ଧେକେଲା ଅଞ୍ଚଳର ବିଭିନ୍ନ ବୋଳବମ କାବଡିଆ ସଂଗଠନ ଦ୍ବାରା ଜଳ ଲାଗି କରାଯିବା ପରମ୍ପରା ଚାଳି ଆସିଛି । ସିନ୍ଧେକେଲା ବାସି ଶିବ ଚତୁର୍ଦଶୀ ତିଥିରେ ଜଳ ଲାଗି କରିବା ପାଇଁ ଆସୁଥିବା କାବଡିଆ ମାନଙ୍କୁ ବେଶ ସେବା ଓ ସ୍ବାଗତ ଜଣାଇଥାନ୍ତି। ପ୍ରଥମ ଦିନ ରାତିରେ ଘାଗୁର୍ଲି ରହଣି ଓ ଦ୍ବିତୀୟ ଦିନରେ କଣ୍ଟାବାଞ୍ଜି ନିକଟସ୍ଥ ପୁଞ୍ଜିପଥର ପିଠରେ

ରାତ୍ରି ରହଣି କରା ଯାଇଥାଏ। ତେବେ ଏ ବର୍ଷ କଣ୍ଟାବାଞ୍ଜି ରାମ ମନ୍ଦିର ମାନସଭବନ ଠାରେ କଣ୍ଟାବାଞ୍ଜି ଏନଏସି ଅଧ୍ୟକ୍ଷ ବରୀୟାମ ସିଂହ ସାଳୁଜା (ନାଗୁ) ଙ୍କ ତରଫରୁ ସେବା ଓ ସ୍ବାଗତ କରାଯାଇ କାବଡିଆ ମାନଙ୍କ ମନୋବଳ ବଢାଇବା ସହ ଉତ୍ସାହିତ କରିଥିଲେ। ଆର୍ତ୍ତତ୍ରାଣ ସାହୁଙ୍କ ତତ୍ତ୍ବାବଧାନ ରେ ଜଳଲାଗି ପାଇଁ ପବିତ୍ର ଜଳ ଧରି ଆସୁଥିବା କାବଡିଆ ଭକ୍ତ ମାନଙ୍କୁ ଅନ୍ୟ ମାନଙ୍କ ମଧ୍ଯରେ ସେବାକାରୀ ଭାବରେ    ଦିଲ୍ଲୀପ ପାଣ୍ଡିଆ, କୁନା ବାମିଡି, ନିରଞ୍ଜନ ସାହୁ , ପିଣ୍ଟୁ ରଣା ପ୍ରମୁଖ ରାସ୍ତା ସାରା ସେବା ଯୋଗାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like