-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ରାଜ୍ୟ

ଡିସେମ୍ବର ପାଇଁ ଗାଇଡଲାଇନ ଜାରି କଲା ଗୃହ ମନ୍ତ୍ରାଳୟ

25-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ଡିସେମ୍ବର ମାସ ପାଇଁ ଗାଇଡଲାଇନ ଜାରି କଲା ଗୃହ ମନ୍ତ୍ରାଳୟ। ଏଥଅ କରୋନା ମୁକାବିଲା ପାଇଁ ସୁରକ୍ଷା ଉପରେ ଗାଇଡଲାଇନରେ ଅଧିକ ଗୁରୁତ୍ୱ ଦିଆଯାଇଛି। କଣ୍ଟେନମେଣ୍ଟ ଗାଇଡଲାଇନକୁ କଡ଼ାକଡ଼ି ମାନିବାକୁ ପରାମର୍ଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍‌ରେ କେବଳ ଅତି ଜରୁରୀ କାର୍ଯ୍ୟକୁ ଅନୁମତି ମିଳିବ। କଣ୍ଟେନମେଣ୍ଟ ଜୋନରେ ଘରକୁ ଘର ବୁଲି ସର୍ଭେଲାନ୍ସ କରାଯିବ। ପ୍ରୋଟୋକଲ ଅନୁସାରେ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂକୁ ବି ଗୁରୁତ୍ୱ ଦିଆଯାଇଛି। ପରିସ୍ଥିତି ଦେଖି ସ୍ଥାନୀୟ କର୍ତ୍ତୃପକ୍ଷ ନାଇଟ କର୍ଫ୍ୟୁ ଜାରି କରିପାରିବେ। କଣ୍ଟେନମେଣ୍ଟ ଜୋନ୍ ବାହାରେ ଲକ୍ ଡାଉନ ପାଇଁ ଗାଇଡ୍‌ଲାଇନ୍‌ରେ ଅନୁମତି ନାହିଁ।ନୂଆ ଗାଇଡ୍‌ଲାଇନ୍‌ରେ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ଅନୁମତି ଦେଲା ଗୃହ ମନ୍ତ୍ରାଳୟ। ସେହିପରି ୫୦% ଦର୍ଶକଙ୍କୁ ନେଇ ସିନେମା ହଲ୍ ଓ ଥିଏଟର ଚଳାଇବାକୁ ଅନୁମିତ ମିଳିଛି। କ୍ରୀଡ଼ାବିତଙ୍କ ପାଇଁ ସୁଇମିଂ ପୁଲ୍ ଖୋଲା ରଖିବାକୁ ବି ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର।ତା ବ୍ୟତୀତ ବ୍ୟବସାୟିକ ଉଦ୍ଦେଶ୍ୟରେ ପ୍ରଦର୍ଶନୀ ହଲ୍ ଖୋଲାଯିବାକୁ ଅନୁମତି ଦିଆଯାଇଥିବା ବେଳେ ସାମାଜିକ, କ୍ରୀଡ଼ା, ମନୋରଂଜନ, ଶୈକ୍ଷିକ କାର୍ଯ୍ୟକୁ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ଇଣ୍ଡୋର ହଲ୍‌ରେ ଧାର୍ଯ୍ୟ ସିଟ୍‌ର ୫୦% ଦର୍ଶକଙ୍କୁ ଅନୁମତି ଦିଆଯାଇଛି। ହଲ୍ ଭିତରେ ସର୍ବାଧିକ ୨ଶହ ଲୋକଙ୍କୁ ବସିବାକୁ ଅନୁମତି ମିଳିବ। ପରିସ୍ଥିତି ଦେଖିଏଥିସହିତ ଖୋଲା ଅଞ୍ଚଳରେ ସ୍ଥାନ ଦେଖି ଲୋକସଂଖ୍ୟା ସ୍ଥିର କରାଯିବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲଖେ ରହିଛି। ତା ସହିତ ରାଜ୍ୟ ଭିତରେ ବା ରାଜ୍ୟ ବାହାରକୁ ଆତଯାତ ନେଇ ଗାଇଡ୍‌ଲାଇନ୍‌ରେ କଟକଣା ନାହିଁ।ରାଜ୍ୟ ସରକାର ତାକୁ ୧୦୦ ଓ ତାଠୁ ହ୍ରାସ କରିପାରିବେ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like