-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ଦାଦନ ଯାଇ ମହାରାଷ୍ଟ୍ରରେ ମୃତ ହୋଇଥିବା ପରିବାରକୁ ସହାୟତା ପ୍ରଦାନ କଲେ ପଞ୍ଚାୟତ ପ୍ରଶାସନ

28-Jul-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭୁର୍ସାଗୁଡା ପଞ୍ଚାୟତ ମୁଖ୍ୟାଳୟର ଅର୍ଜୁନ ସାହୁଙ୍କ ପୁଅ ଗଜାନନ ସାହୁ ଦାଦନ ଯାଇ ମହାରାଷ୍ଟ୍ରରେ ମୃତ ହୋଇଥିବା ବେଳେ ସୋମବାର ଭୁର୍ସାଗୁଡା ପଞ୍ଚାୟତ ପ୍ରଶାସନ ତରଫରୁ ମୃତକଙ୍କ ପରିବାରବର୍ଗ ଙ୍କୁ ୫୦ କେଜି ଚାଉଳ, ସାଢ଼ୀ ଏବଂ ହରିଶ୍ଚନ୍ଦ୍ର ଯୋଜନାର ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଆସନ୍ତା ଦିନରେ ଏହି ପରିବାରକୁ ସରକାରଙ୍କ ନିୟମାନୁଯାଇ ଆହୁରି ଯୋଜନାରେ ସାମିଲ କରାଯାଇ ସାହାଯ୍ଯ କରାଯିବ ବୋଳି ଭୁର୍ସାଗୁଡା ସରପଞ୍ଚ ପୁଷ୍ପାଞ୍ଜଳୀ ଛୁରା କହିଛନ୍ତି। ପ୍ରକାଶ ଥାଉକି କିଛିଦିନ ତଳେ ଗଜାନନ ପରିବାର ପ୍ରତିପୋଷଣ ପାଇଁ ଭିଟାମାଟି ଛାଡି ସୁଦୁର ମହାରାଷ୍ଟ୍ର କୁ ଦାଦନ ଖଟି ଯଇଥିଲେ । କିନ୍ତୁ କାମ କରୁଥିବା ସମୟରେ ଦଶ ମହଲା କୋଠା ଉପରୁ ଖସି ପଡି ପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ମହାରାଷ୍ଟ୍ରର ଏମଜିଏମ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ହୋଇଥିଲା। ସେ ଦୁଇବର୍ଷ ତଳେ ବିବାହ କରିଥିବାବେଳେ ତାଙ୍କର ଏକ ଶିଶୁକନ୍ୟା ଅଛି ।ଗଜାନନ ଙ୍କ ମୃତ୍ୟୁ ଖବର ଶୁଣି ପରିବାର ଲୋକେ ସେଠାକୁ ଯାଇଥିଲେ। ହେଲେ ଅର୍ଥାଭାବ ଯୋଗୁଁ ଶବ ଆଣି ନ ପାରି ସେଠାରେ ହିଁ ଶେଷକୃତ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like