-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ

28-Jul-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ରଟିଙ୍ଗିଆ ଠାରେ ଥିବା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୮ତମ ପ୍ରତିଷ୍ଠା ଦିବସ ପ୍ରଧାନ ଶିକ୍ଷକ ଚତୁର୍ଭୂଜ ସାହୁଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଏନ.ଲୁକ୍, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସେବା ନିବୃତ ଶିକ୍ଷକ ବଳରାମ ସାହୁ, ସରପଞ୍ଚ ବିଷ୍ଣୁଦେବ ପ୍ରଧାନ, ବନାଞ୍ଚଳ ଅଧିକାରୀ ମିନାକ୍ଷୀ କୁମୁରା,ଶିକ୍ଷକ ପଦାରବିନ୍ଦ ଆଚାର୍ଯ୍ୟ ପ୍ରମୁଖଙ୍କ ସହ ପ୍ରତିଷ୍ଠାତା ସଭ୍ୟମାନେ ଯୋଗଦେଇଥିଲେ।ବିଦ୍ୟାଳୟର ୨୮ତମ ବର୍ଷ ପୂର୍ତ୍ତ ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ସଭ୍ୟ ବିଜୟ କୁମାର ନାୟକ ନିଜ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ ଏବଂ ଭବିଷ୍ୟତ ଲକ୍ଷ୍ୟ ପୁରଣ ବାବଦରେ ଶିକ୍ଷକ ମାନେ ଧ୍ୟାନ ଦେବାକୁ ଅତିଥି ବୃନ୍ଦ ନିଜ ନିଜ ଅଭିଭାଷଣରେ ପ୍ରକାଶ କରିଥିଲେ। ଆଜିର ପ୍ରତିଷ୍ଠା ଦିବସରେ ପରିବେଶକୁ ସ୍ବଛ ଏବଂ ସୁସ୍ଥ ରଖିବାକୁ ହେଲେ ଗଛ ଲଗାଇବା ଏକ ମହତ୍ କାର୍ଯ୍ୟ, ଯାହାକି ଦୈନନ୍ଦିନ ଜୀବନରେ ପ୍ରାଣୀ ଜଗତ ବଞ୍ଚିବା ପାଇଁ ସ୍ବଛ ବାତାବରଣ ସୃଷ୍ଟି ହୋଇପାରିବ ବୋଲି ବାନାଞ୍ଚଳ ଅଧିକାରୀ ମିନାକ୍ଷୀ କୁମୁରା ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ଶେଷରେ ସଂସ୍କୃତ ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଏ. ପି. ଜେ. ଅବଦୁଲ୍ କଲାମଙ୍କ ତିରୋଧାନ ଦିବସ ପାଳନ କରିବା ସହିତ ବିଦ୍ୟାଳୟରେ ବନମହୋତ୍ସବ ପାଳନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like