-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ରୁ ୧୦ ଜଣ କରାଟେକା ଆନ୍ତରାଷ୍ଟ୍ରୀୟ କରାଟେ ପ୍ରତିଯୋଗିତାରେ ଭାଗ ନେବେ

28-Jul-2022



ବଲାଙ୍ଗିର,(ପ୍ରେରଣା ଖବର)- କୋଲକତା ଠାରେ ଆୟୋଜିତ ୬ଷ୍ଠ ଆନ୍ତରାଷ୍ଟ୍ରୀୟ କରାଟେ ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲାର “ବଲାଙ୍ଗିର କରାଟେ ସ୍କୁଲ” ର ୧୦ ଜଣ କରାଟେକା କାତା ଏବଂ କୁମିତିରେ ଭାଗ ନେବେ । ଏହି ପ୍ରତିଯୋଗିତା କୋଲକତା ର “ନେତାଜୀ ଇନ୍‌ଡୋର ଷ୍ଟାଡିୟମ” ରେ ୩୦ ଓ ୩୦ ଜୁଲାଇରେ ଆୟୋଜିତ ହେବ । ପ୍ରତିଯୋଗିତାରେ ଭାରତ ସହିତ ଅନ୍ୟ ୮ଟି ଦେଶ ଭାଗ ନେବେ । ଆୟୋଜକ ଅଲ ଇଣ୍ଡିଆ ସେଇସିନକାଇ

କରାଟେ ଫେଡେରେସନ ଆନୁକୁଲ୍ୟରେ ଆୟୋଜିତ ହେବ । ଏହି ସୂଚନା ବଲାଙ୍ଗିର ର ମୁଖ୍ୟ ପ୍ରଶିକ୍ଷକ ଏବଂ ଅଲ ଇଣ୍ଡିଆ ସେଇସିନକାଇ କରାଟେ ଫେଡେରେସନର କାର୍ଯ୍ୟକାରୀ ସେନସାଇ ହୃଦୟ ଶବର ଦେଇଛନ୍ତି ।

ପ୍ରତିଯୋଗିତାରେ ଲୋକେଶ ବାଗ, ତମନ୍ନା ମେହେର, ଅଭିପଶା ହୋତା, ଆଦିତ୍ୟ ସିଂ ବାରିକ, ସମିର ସାହୁ, କ୍ରିଷ୍ଣା ନାଏକ, ପୁରୁଷୋତ୍ତମ ବାଗ, ରେଖା ମନହିରା, ମନ ଗୋବିନ୍ଦ ମେହେର ଓ ପ୍ରଶିକ୍ଷକ ଚନ୍ଦ୍ର ଶେଖର ସେଠ ଦଳ କୋଲକତା ଅଭିମୁଖେ ଯାତ୍ରା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like