-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଗୋଳାବାରୁଦ କାରଖାନାରେ ୭୫% ନିଯୁକ୍ତି ପାଇଁ ଭିଆଇପି ର ଦାବିପତ୍ର ଏବଂ ବିକ୍ଷୋଭ

25-Nov-2020



ବଲାଙ୍ଗିର: (ସନ୍ତୋଷ କୁମାର ଠାକୁର)-ତତକାଳୀନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ବଲାଙ୍ଗିର ଓ ଡିଆବାସୀଙ୍କୁ ଆଶ୍ୱାସନ ଦେଇଥିଲେ ଗୋଳାବାରୁଦ କାରଖାନାରେ ବଲାଙ୍ଗିର ଏବଂ ଓଡିଆର ବେରୋଜଗାର କୁ ଅଧିକା ନିଯୁକ୍ତି ଦିଆଯିବ କିନ୍ତୁ ତାହା ହୋଇପାରିନାହିଁ । ବଡମାଲ ସ୍ଥିତ ଗୋଳାବାରୁଦ କାରଖାନାରେ ବଲାଙ୍ଗିର ଜିଲ୍ଲା ଓ ଓଡିଶାବାସୀ ବେରୋଜଗାର ପାଇଁ ୭୫% ନିଯୁକ୍ତି ଦାବି ନେଇ ଭିଲେଜର୍ସ ଇଣ୍ଡିଆ ପାର୍ଟି ତା.୨୪.୧୧.୨୦୨୦ ଅର୍ଡିନାନ୍ସ ଫ୍ୟାକ୍ଟରୀ ସମ୍ମୁଖରେ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଙ୍କୁ  କାରଖାନା ମହାପ୍ରବନ୍ଧକଙ୍କ ଜରିଆରେ ଦାବିପତ୍ର ସହ ବିକ୍ଷୋଭ କରିଛି । ଦାବିପତ୍ରରେ ଆନ୍ଧ ପ୍ରଦେଶ ଏବଂ ହରିୟାଣା ସରକାରଙ୍କ ପରି ଓଡିଶାରେ ସ୍ଥାପିତ ସରକାରୀ  ଏବଂ ବେସରକାରୀ ଉଦ୍ୟୋଗ ମାନଙ୍କରେ ୭୫% ନିଯୁକ୍ତି ବଲାଙ୍ଗିର ଏବଂ ଓଡିଆ ବେରୋଜଗାରଙ୍କୁ ଦେବା, ଟୁ ଟ୍ରେକ୍ ରେଳ ଲାଇନ ଉନ୍ନତିକରଣ ଏକ କମ୍ପାନୀ ଦ୍ୱାରା ୩ ହଜାର ରେଙ୍ଗାଲ ଗଛ ଗୋଳାବାରୁଦ କାରଖାନାର ବନ୍ୟ ଜଙ୍ଗଲରେ କଟାଯାଇଥିବା ବଦଳରେ ୩ ଲକ୍ଷ ବୃକ୍ଷରୋପଣ ଦାବି, ତତକାଳୀନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଗୋଳାବାରୁଦ କାରଖାନା ସ୍ଥାପିତ ହେବା ସମୟରେ

୧ କୋଟି ଟଙ୍କା ଜଙ୍ଗଲ କ୍ଷତିପୂରଣ ଜମା ହୋଇଥିବା ଗୋଳାବାରୁଦ କାରଖାନାରେ ଏ ପର୍ଯ୍ୟନ୍ତ କୌଣସି କ୍ଷତିପୂରଣ ବୃକ୍ଷରୋପଣ ହୋଇପାରିନଥିବା ଯୋଗୁଁ କ୍ଷତିପୂରଣ ଦାବି, କାରଖାନା ବିସ୍ତାପିତଙ୍କ ତୁରନ୍ତ ଥଇଥାନ ସହ କାରଖାନାରେ ପରିବାରର ଜଣଙ୍କୁ ନିଯୁକ୍ତି, କାରଖାନାକୁ ନିଗମ ବିରୁଦ୍ଧରେ ଦାବି ତଥା ଗୋଳାବାରୁଦ କାରଖାନାରେ ୧୦୦% ଶ୍ରମିକ ନିଯୁକ୍ତି ବଡମାଲ, ବଲାଙ୍ଗିର ଏବଂ ଓଡିଆବାସୀଙ୍କୁ ଦେବା ପାଇଁ ଭିଲେଜର୍ସ ଇଣ୍ଡିଆ ପାର୍ଟି ବିକ୍ଷୋଭ ସହ ଦାବି କରି ଆସନ୍ତା ଦିନରେ ଉକ୍ତ ଦାବି ପୂରଣ ପାଇଁ  ସ୍ଥାନୀୟ ଲୋକଙ୍କୁ ସମ୍ମିଳିତ ସହ ର‌୍ୟାଲୀ ଏବଂ ଆନ୍ଦୋଳନ କରିବା ମନସ୍ଥ କରିଛି  । ଭିଲେଜର୍ସ ଇଣ୍ଡିଆ ପାର୍ଟି ଅଧ୍ୟକ୍ଷ ଡ. ବିପିନ କୁଶୁଲିଆଙ୍କ ସହ ଭିଆଇପି ଜିଲ୍ଲାଧ୍ୟକ୍ଷ ଅଶୋକ ଦାଶ, ପ୍ରସନ୍ନ ଛତ୍ରିଆ, ଲେପା ଧରୁଆ, ସ୍ତିଫାନ ନନ୍ଦ ସମେତ ଶତାଧିକ ଭିଆଇପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like