-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ଆଗ ପଛ ହୋଇ ଚାଲିଗଲେ ଦୁଇ ଭାଇ, ଗାଁରେ ଶୋକାକୁଳ ପରିବେଶ

29-Jul-2022



ବଲାଙ୍ଗିର, ଡାକ୍ତର ମାନଙ୍କର ଅକ୍ଲାନ୍ତ ପରିଶ୍ରମ ସତ୍ବେ ଗତକାଲି ବିଳମ୍ବିତ ରାତିରେ ସାନ ଭାଇର ଡାକ୍ତରଖାନାରେ ମୃତ୍ୟୁ ହୋଇଛି। ବଲାଙ୍ଗିର ଜିଲ୍ଲା ବେଲପଡା ଥାନା କୁମାରଖୁନ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ବଡଭାଇର ମୃତ୍ୟୁ ଖବର ପାଇ ସାନଭାଇ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲା। ସେଠରେଏକ ସ୍ଵତନ୍ତ୍ର ଡାକ୍ତରୀ ଦଳ ତାଙ୍କୁ ବଞ୍ଚାଇବାକୁ ପ୍ରାଣମୂର୍ଚ୍ଛା ଚେଷ୍ଟା କରିଥିଲେ ହେଲେ ସାନଭାଇ ବିଶ୍ଵଜିତ୍ ପଟେଲ୍ ର ଗତ ରାତିରେ ପ୍ରାଣବାୟୁ ଉଡିଯାଇଥିଲା। ଦୁଇଭାଇଙ୍କ ତିନିଦିନ ଭିତରେ ମୃତ୍ୟୁ ହୋଇଥିବା ଏହି ଘଟଣାରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ପରିବାର ପିତା ମାତା ଦୁଇଟି ଯାକ ପୁତ୍ରଙ୍କୁ ହରାଇ ଭାଙ୍ଗି ପଡିଛନ୍ତି l 
ସୂଚନା ଅନୁସାରେ, ୨୭ ତାରିଖ ଦିନ ସନ୍ଧ୍ୟା ସମୟରେ କୁମାରଖୁନ ଗାଁର ଦୀପକ ପୁଟେଲ, ଚନ୍ଦନ ଦହିତା, ଅରକ୍ଷିତ ପୁଟେଲ ଓ ରମେଶ ପୁଟେଲ ମାଲପଡା ସ୍ଥିତ ଗଞ୍ଜାଧର ପ୍ରୋଜେକ୍ଟର ମୁଖ୍ୟ କେନାଲକୁ ମାଛ ମାରିବା ପାଇଁ ଯାଇଥିଲେ । ଦୀପକ ପୁଟେଲ ମୁଖ୍ୟ କେନାଲର ଭିତରକୁ ପଶିଥିବା ବେଳେ କିଛି ସମୟ ପର୍ଯ୍ୟନ୍ତ ବାହାରି ନଥିଲେ । କିଛି ସମୟ ପରେ ତାଙ୍କର ମୃତଦେହ ପାଣିରେ ବାହାରି ଆସିଥିଲା । ମୃତଦେହକୁ ଦେଖି ଅନ୍ୟ ସାଥିମାନେ ତାଙ୍କ ଘରକୁ ଖବର ଦେଇଥିଲେ । ଦୀପକଙ୍କ ମୃତ୍ୟୁ ଖବର ପାଇ ତାଙ୍କ ସାନଭାଇ ବିଶ୍ଵଜିତ ପୁଟେଲ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପରିବାର ଲୋକେ ତାଙ୍କୁ ପ୍ରଥମେ ବେଲପଡା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଓ ପରେ ପାଟଣାଗଡ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ବିଶ୍ଵଜିତଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ପାଟଣାଗଡ ଡାକ୍ତରଖାନାରୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରିବା ପାଇଁ କହିଥିଲେ । ଦୀର୍ଘ ୧ଘଣ୍ଟା ଅପେକ୍ଷା କରିବା ପରେ ଆମ୍ବୁଲାନ୍ସ ନ ଆସିବାରୁ ବିଶ୍ଵଜିତଙ୍କ ଅବସ୍ଥା ଜଟିଳ ଆଡକୁ ଗତି କରୁଥିଲା, ପାଟଣାଗଡ ଅଞ୍ଚଳର ଜଣେ ସ୍ଵେଚ୍ଛାସେବୀ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଫୋନ ଯୋଗେ ଜଣାଇଥିଲେ ଓ ଶ୍ରୀ ବିଶିଙ୍କ ହସ୍ତକ୍ଷେପ ପରେ ବିଶ୍ଵଜିତଙ୍କ ଚିକିତ୍ସା ହୋଇଥିଲା । ଡାକ୍ତରଖାନାରେ ବିଶ୍ଵଜିତ ବିପଦମୁକ୍ତ ଥିବା ଜଣା ଯାଉଥିଲା ଡ଼ାକ୍ତର ମାନେ ମଧ୍ୟ ବଞ୍ଚିଯିବାର ଆଶାରେ ଉଦ୍ୟମ ଆରମ୍ଭ କରିଥିଲେ। ହେଲେ ଡାକ୍ତରଙ୍କ ସମସ୍ତ ଚେଷ୍ଟା ବିଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like