-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ମୁନିସିପାଲିଟି ସଫେଇ କର୍ମଚାରୀ ଙ୍କ ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

29-Jul-2022



ବଲାଙ୍ଗିର, ବଲାଙ୍ଗିର ସହର ମଧ୍ୟରେ ଥିବା କଲେଜ ଛକ, କଲ୍ୟାଣ ମଣ୍ଡପ ଠାରେ,ଜିଲ୍ଲା ପୌରପାଳିକା ରେ କାର୍ଯ୍ୟରତ ସଫେଇ କର୍ମଚାରୀ ମାନଙ୍କ ସବିଶେଷ ସ୍ୱାସ୍ଥ୍ୟ ନିରୀକ୍ଷଣ, ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ବିଭିନ୍ନ ରୋଗ ଓ ସମ୍ଭାବ୍ୟ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଯଥା ଉଚ୍ଚନିମ୍ନ ରକ୍ତଚାପ, ମଧୁମେହ, ଜ୍ୱରକାଶ, ମେଲେରିଆ, ଯକ୍ଷ୍ମା ଇତ୍ୟାଦିକୁ ତର୍ଜମା କରାଯାଇ ଉପଯୁକ୍ତ ସ୍ୱାସ୍ଥ୍ୟ ଓ ନିରନ୍ତର ସ୍ୱାସ୍ଥ୍ୟ ଯତ୍ନ ପାଇଁ ପରାମର୍ଶ ଦିଆଯାଇଥିଲା ll

ଉପରୋକ୍ତ ସ୍ୱାସ୍ଥ୍ୟ ଶିବିରରେ ସର୍ବମୋଟ ଏକଶହ ରୁ ଉର୍ଦ୍ଧ୍ଵ ସଫେଇ କର୍ମଚାରୀ ନିଜର ସ୍ୱାସ୍ଥ୍ୟ ଯାଞ୍ଚ  କରାଇଥିବାବେଳେ ପ୍ରାୟେ ଚାଳିଶ ଜଣ ନିଜ ରକ୍ତ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରାଇଥିଲେ l
ସ୍ୱାସ୍ଥ୍ୟଶିବିରରେ ବଲାଙ୍ଗିର ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ ଜିଲ୍ଲା ଡି ପି ଏଚ୍ ଓ  ଡା. ଦିବ୍ୟ କିଶୋର ପତି. ମୁଖ୍ୟ ପର୍ଯ୍ୟବେକ୍ଷକ ଭାବେ ଯୋଗଦାନ କରିଥିଲେ ଓ ୟୁ ପି ଏଚ୍ ସି , ଶାସ୍ତ୍ରୀ ନଗର ମେଡିକାଲ ଅଫିସର ଡା. ଆଶିଷ ବିଶ୍ୱାସ, ୟୁ ପି ଏଚ୍ ସି .କାନ୍ଧ ପାଲି ମେଡିକାଲ ଅଫିସର ଡା. ଏନ. କେ ପାଢୀ 

 ଏ ପି ଏମ୍ - ଏନ୍ ଏଚ୍ ଏମ୍ ରାମାନୁଜ ପଣ୍ଡା,  ନେସନାଲ ପିସ୍ ୟୁନିସନ୍ ର ନିର୍ଦ୍ଦେଶକ ସତ୍ୟ ରଞ୍ଜନ ମିଶ୍ର  ଓ  ଦେବେସ ରାଉତ ସ୍ୱାସ୍ଥ୍ୟ ନିରୀକ୍ଷକ (ଏନ୍ ଏଚ୍ ଏମ୍) ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଶିବିରକୁ ପରିଚାଳନା କରିଥିଲେ l  ଉଭୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ସଭ୍ୟସଭ୍ୟାଙ୍କ ସକ୍ରିୟ ଅଂଶଗ୍ରହଣରେ ପୌରପରିଷଦ ସଫେଇ କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ଶିବିର ସୁଚାରୁରୂପେ ସମ୍ପର୍ଣ୍ଣ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like