-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

୧୫ ମିନିଟ ମଧ୍ୟରେ ବଜାର ଖାଲି କରିବାକୁ ନିର୍ଦ୍ଦେଶ ଦେଇ ପ୍ରଶାସନ ହଟହଟା ।

25-Nov-2020



ଟିଟିଲାଗଡ, (ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ଅନ୍ୟତମ ରେଳ ଜନକ୍ସନ ହୋଇଥିବା ଓ ଏହି ସହର ର ହାତପଦା ଦୈନିକ ଓ ସାପ୍ତାହିକ ବଜାର ଉପରେ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଦୁଇଟି ରାଜ୍ୟ ର ବ୍ୟବସାୟୀ ତଥା କଳାହାଣ୍ଡି, ନୂଆପଡା, ରାୟଗଡା,ବରଗଡ଼ ର ବ୍ୟବସାୟୀ ନିର୍ଭରଶୀଳ ରହିଥିବା ବେଳେ ଏହି ବଜାର ଦୀର୍ଘ ଦଶନ୍ଧି ରୁ ଚାଲିଆସୁଛି । ହେଲେ ପରିଚାଳନା ଗତ ଅବ୍ୟବସ୍ଥା ଯୋଗୁଁ ବଜାର ବିଭିନ୍ନ ସମସ୍ୟା ମାନ ଲାଗିରହିଛି । ବିଶେଷ କରି ଏହି ବଜାର ଚାଷୀ ମାନଙ୍କ ପାଇଁ ସମ୍ପୂର୍ଣ୍ଣ ଭାବେ ରୋଜଗାର ସୃଷ୍ଟି କରିପାରିଛି । ହେଲେ ପ୍ରଶାସନ ତରଫରୁ ଏହି ବଜାର ରୁ ବାର୍ଷିକ ୨୦ ଲକ୍ଷ ଟଙ୍କା ର ରାଜସ୍ବ ସ୍ଥାନୀୟ ପୌରପରିଷଦ ଆଦାୟ କରାଯାଉଥିବା ସତ୍ୱେ ଗୋଟିଏ ଶୌଚାଳୟ ଟିଏ ବି ନାହିଁ ।ପୂର୍ବତନ ନଗରପାଳ ଶୁଭ୍ରାଂଶୁ ଦାସ ଙ୍କ ସମୟରେ ବ୍ୟାପକ ଉନ୍ନତି ମୁଳକ କାର୍ଯ୍ୟ କରି ପାରିଥିଲେ ହେଲେ ପରିଚାଳନା ଗତ ଅବ୍ୟବସ୍ଥା ଯୋଗୁଁ ଏବେ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଛି । ଏପରି କି ନିର୍ମାଣ ଧୀନ ଶୌଚଳୟ  ବି ନଷ୍ଟ ହୋଇଯାଇଛି । ଏ ନେଇ ଟିଟିଲାଗଡ଼ ଉପଜିଲ୍ଲାପାଳ ଏହି ବଜାର ଉନ୍ନତି କରଣ କରିବା ନେଇ ତିନି ଥର ଆସି ଚାଲିଯାଇ କୌଣସି ପଦକ୍ଷେପ ନ ନେଇ ଥିବା ଓ ଦୋକାନୀ ମାନଙ୍କୁ ଦୋକାନ ମାନ ଉଠେଇବା କୁ କହି ଚାଲିଯିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି । ସେହିପରି ଏ ବଜାର ଭିଡ଼ ହେବା ଓ ଟ୍ରାଫିକ ସମସ୍ୟା ପାଇଁ ନିର୍ମାଣ ଧୀନ ଓଭର ର୍ବ୍ରିଜ କୁ ସାମାନ୍ୟ କାର୍ଯ୍ୟ କରି କାର୍ଯ୍ୟକ୍ଷମ କରାଯାଇ ପାରନ୍ତା ,ହେଲେ ଏ ନେଇ କୌଣସି ପଦକ୍ଷେପ ନ ନେବା ଓ ଅର୍ଦ୍ଧ ନିର୍ମିତ ଦୋକାନ ଗୁଡ଼ିକ କାର୍ଯ୍ୟକାରୀ କରିବା ନେଇ କେବଳ ତଦାରଖ କରି ଚଳିଯାଉଥିବା ଦେଖାଯାଉଛି । ଏ ନେଇ ଅତିରିକ୍ତ ତହସିଲଦାର ଏକ ପୋଲିସ ବାହିନୀ ସହ ଆସି ୧୫ ମିନିଟ ମଧ୍ୟରେ ସମସ୍ତ ଦୋକାନ ବନ୍ଦ କରିବା କୁ ନିର୍ଦ୍ଦେଶ ଦେଇଥିଲେ । ହେଲେ ଶନିବାର ଓ ବୁଧବାର ଦୁଇଦିନ ବଜାର ବସୁଥିବା ବେଳେ ଦୋକାନି ଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ପାଇବା ସହ ଉତ୍ତେଜନା ପ୍ରକାଶ ପାଇ ଥିଲା । ବିନା କୌଣସି ନୋଟିସ ବା ସୂଚନା ନ ଦେଇ ଏଭଳି କରିବା କୁ ନେଇ ତୀଵ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଶେଷରେ ମାଜିଷ୍ଟ୍ରେଟ ଭାବେ ଆସିଥିବା ଅତିରିକ୍ତ ତହସିଲଦାର ସଦଳ ବଳେ ହଟହଟା  ହୋଇ ଫେରିଯାଇଥିଲେ ।  ହେଉଛନ୍ତି ।    ଅଭିଯୋଗକୁ ହୃଦୟଙ୍ଗମ କରି ଶେଷରେ ପ୍ରଶାସନ ନିଜର ବ୍ୟବହାରରେ ପରିବର୍ତନ କରିଥିଲା ଏବଂ ଆଗାମୀ ଦିନରେ ଉପ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବାକୁ କହି ହଟହଟା ହୋଇ ଫେରିବା ସାର ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like