-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

କୃତୀ ଛାତ୍ରକୁ ସ୍ୱାଗତ ଜଣାଇଲେ କୃଷକ ସେନା ସଭାପତି

30-Jul-2022



ପାଟଣାଗଡ (ସଚ୍ଚିଦାନନ୍ଦ ମହାକୁର ) ବଳାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ତମିଆଁ ପଞ୍ଚାୟତ ଅଏଁଳାତୁଙ୍ଗା ଗ୍ରାମର ଜଣେ ଛାତ୍ର ସୁରଜିତ ସାହୁ ସେ ପାଟଣାଗଡ ସ୍ଥିତ ଭଇଁଷା ଆଦର୍ଶ ବିଦ୍ୟାଳୟରେ ଦଶମ ଶ୍ରେଣୀ  ମାଟ୍ରିକ ପରୀକ୍ଷା ଦେଇଥିଲେ l ସେ ମଧ୍ୟ ସ୍କୁଲରେ ଭଲ ପାଠପଢୁ ଥିଲେ l ସେ ଗତ  ୨୦୨୨ ଚଳିତ ମାଟ୍ରିକ ପରୀକ୍ଷା  ଦେଇଥିଲେ  ଓ ତାଙ୍କର ପରୀକ୍ଷା ଫଳ ବାହାରିବା ପରେ ୯୫. ୬ ପ୍ରତିଶତ ମାର୍କ ରଖି ଟପର ହୋଇ ପ୍ରଥମ ସ୍ଥାନ ଗ୍ରହଣ କରିଛନ୍ତି ! ତାଙ୍କ ବାପା ନବରତ୍ନ ସାହୁ ଜଣେ ଚାଷୀ lସେ ଚାଷ କାମ କରି ପରିବାର ପରିପୋଷଣ କରିଥାନ୍ତି ! ତାଙ୍କ ପରିବାର କହିଲେ ତାଙ୍କର ଗୋଟିଏ ପୁଅ ସୁରଜିତ ଓ  ଗୋଟିଏ ଝିଅ ସହିତ ତାଙ୍କ ସ୍ତ୍ରୀ ଓ ସେ ନିଜେ ଅଏଁଳାତୁଙ୍ଗା ଗ୍ରାମରେ ଦୀର୍ଘ ଦିନ ହେଲା ରହି ଆସୁଛନ୍ତି l ତାଙ୍କ ପୁଅ ସୁରଜିତ ସାହୁ ୯୫.୬ ମାର୍କ ରଖି ଭଇଁଷା ଆଦର୍ଶ ବିଦ୍ୟାଳୟରେ ପ୍ରଥମ ସ୍ଥାନ ଗ୍ରହଣ କରିଥିବାରୁ ଶ୍ରି ସାହୁ ବେଶ ଖୁସିରେ ସେ ଅଛନ୍ତି l ଶନିବାର କୃଷକସେନା ସଭାପତି ସୌରୀ କୁମାର ସାହୁ, କିଶୋର କୁମାର ସାହୁ, ରଂଜିତ ସାହୁ ସୁରଜିତଙ୍କ ଅଏଁଳାତୁଙ୍ଗା ତାଙ୍କ ନିଜ ବାସଭବନ କୁଯାଇ  ଫୁଲତୋଡା ଦେଇ ସ୍ୱାଗତ ଜଣାଇଛନ୍ତି !


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like