-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

କେନାଲ ଭୁଶୁଡ଼ି କ୍ଷତି ହୋଇଥିବା ଚାଷୀଙ୍କୁ ସହାୟତା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

30-Jul-2022



ବିନିକା(ହିମାଂଶୁ ଶେଖର ପୁଟେଲ)କେନାଲ ଆଡି ଭୁଶୁଡ଼ି କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ତୁରନ୍ତ ସରକାରୀ ସହାୟତା ଏବଂ ଜମିର ଉନ୍ନତି କରଣ ପାଇଁ ୩୦ହଜାର ଟଙ୍କା ପ୍ରଦାନ ସହିତ ଅବହେଳା କରିଥିବା ବିଭାଗୀୟ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ଓ କିସାନ କଂଗ୍ରେସର ମିଳିତରେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି ।ସୂଚନା ଯୋଗ୍ୟ ଯେ ଗତ ୨୫ତାରିଖ ସକାଳେ ହୀରାକୁଦ ଜଳସେଚିତ ବିନିକା ଅଞ୍ଚଳର ମୁଖ୍ୟ କେନାଲ ଭୀମଟିକିରା  ଡିଷ୍ଟିବ୍ୟୁତାରି ୧୭ନଂ ଆର.ଡି ଠାରେ ୨୦ଫୁଟ ଘାଇ ସୃଷ୍ଟି ହେବାରୁ କେନାଲ ପାଣି ନିମିଷକ ମଧ୍ୟରେ ତଳି ଅଞ୍ଚଳ ଚାଷ ଜମିକୁ ମାଡି ଯାଇଥିଲା ।ଫଳରେ ଖରିଫ ଚାଷ ନେଇ ପ୍ରସ୍ତୁତ ଚାଷୀ ତାଙ୍କ ଜମିରେ ପକାଇଥିବା ତଳି,ରୁଆବେଉଶଣ ବର୍ତମାନ ବାଲିଚର ହୋଇ ଯାଇଥିବାରୁ ସେମାନେ ନାହିନଥିବା କ୍ଷତିର ସମ୍ମୁଖୀନ ହୋଇଛନ୍ତି ।ସେହିପରି ଗତ ୨୫ ଜୁନରୁ କେନାଲ ଯୋଗେ ପାଣି ଛଡା ଯାଇଥିବା ସତ୍ତ୍ବେ ଜୁଲାଇ ଶେଷ ହେବାକୁ ବସିଲାଣି ବିଭାଗୀୟ କର୍ତୁପକ୍ଷଙ୍କ ଅବହେଳା ଯୋଗୁଁ ସେଲେଡି ମାଇନର ଠାରୁ ସଂଶାମୁରା ପର୍ଯ୍ୟନ୍ତ କେନାଲରେ ପାଣି ପାଇ ପାରିନାହାନ୍ତି ଚାଷୀ ।ଅନ୍ୟ ପକ୍ଷରେ ଆସନ୍ତା ଅକ୍ଟୋବର ଶେଷ ସୁଦ୍ଧା କେନାଲ ଯୋଗେ ପାଣି ଯୋଗାଇ ଦିଆଯିବ ବୋଲି ସର୍ବସ ପ୍ରଚାର ହେଉଛି ।ତେଣୁ ଏଭଲି ପରିସ୍ଥିତି ଯଦି ଉପୁଜେ ଏବଂ ବିଭାଗୀୟ କର୍ତୁପକ୍ଷ ପଦକ୍ଷେପ ନ ନିଅନ୍ତି ତେବେ ଦୁନିଆକୁ ଯୋଗାଉଥିବା ଆହାର ଚାଷୀଙ୍କ ଚାଷ କାର୍ଯ୍ୟ ବିଳମ୍ବ ହେବା ସହ ଅମଳ ସମୟରେ  ପାଣି ସମସ୍ୟା ଦେଖାଦେବାର ଆଶଙ୍କା ରହିଛି ।ଚାଷ ଆରମ୍ଭ ପୂର୍ବରୁ ଯଦି କେନାଲ ବିଭାଗ କର୍ମଚାରୀ କେନାଲର ରକ୍ଷଣାବେକ୍ଷଣ ଠିକ ଭାବରେ କରନ୍ତେ ତେବେ

ଛୋଟ ଗର୍ତ୍ତ ବିପଦ ସୃଷ୍ଟି ନ କରନ୍ତା । ସାମାନ୍ୟ ଗର୍ତ୍ତଟି ଘାଇରେ ପରିଣତ ହେବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି ।ତେଣୁ କ୍ଷତିଗ୍ରସ୍ତ ଚାଷୀଙ୍କୁ ଏକର ପିଛା କ୍ଷତିପୂରଣ,ଜମି ଉନ୍ନତି ପାଇଁ ୩୦ହଜାର,ଅବହେଳା କରିଥିବା ଅଧିକାରୀଙ୍କ ଠାରୁ କ୍ଷତିପୂରଣ ଅର୍ଥ ଆଦାୟ ଓ ଦୃଢ କାର୍ଯ୍ୟାନୁଷ୍ଠାନ କରାଯାଉ ।ଯଦି ଉକ୍ତ ସମସ୍ୟା ୧୫ଦିନ ମଧ୍ୟରେ ସମାଧାନ ନହେଲେ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ରରେ ଚେତାବନୀ ଦିଆଯାଇଛି ।ଜିଲ୍ଲା କିଶାନ କଂଗ୍ରେସ ସଭାପତି ନରେନ୍ଦ୍ର ପଣ୍ଡା,ବ୍ଳକ ସଭାପତି ରବୀନ୍ଦ୍ର ହୋତା,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ସେଠୀ, ସୋସିଆଲ ମିଡ଼ିଆ ଜିଲ୍ଲା ସଂଯୋଜକ ସୁମନ୍ତ ସାହୁ ପ୍ରମୁଖଙ୍କ ସମେତ ବହୁ କଂଗ୍ରେସ କର୍ମୀ ଦାବିପତ୍ର ପ୍ରଦାନ ରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like