-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ପୋଲିସ ହାଇସ୍କୁଲରେ ବିଦ୍ୟାଳୟର ରୁପାନ୍ତରିକରଣ ୫ଟି ବୈଠକ

30-Jul-2022



ବଲାଙ୍ଗିର,- ପ୍ରଧାନ ଶିକ୍ଷୟତ୍ରୀ ଯାଜ୍ଞସିନୀ ମିଶ୍ରଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଜ୍ଞାନ ଶିକ୍ଷାକ ବିରାଟ କେଶରୀ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ପରିଚାଳନା କମିଟିର ସଭାପତି, ରିଜର୍ଭ ପୋଲିସ ଇନ୍‌ସପେକ୍ଟର ଆତିଶ କୁମାର ସାହୁ, ସରଜେ, ପୌରାଧ୍ୟକ୍ଷା ଲିକା ସାହୁ ଅତିଥି ଭାବରେ ଯୋଗଦେଇ ବିଦ୍ୟାଳୟ ରୁପାନ୍ତିକରଣରେ ସେମାନଙ୍କର ସାହାଯ୍ୟ ସହଯୋଗର ପ୍ରତିଶୃତି ଦେଇଥିଲେ । 
    ପ୍ରାରମ୍ଭରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗିତ ପରିବେଷଣ କରାଯାଇଥିଲା । ବରିଷ୍ଠ ଶିକ୍ଷକ କିଶୋର ଚନ୍ଦ୍ର ବିଶ୍ୱାଲ, କୃଷ୍ଣପ୍ରିୟା ପଣ୍ଡା, ଶରତ ନାଗ ଓ ପୂର୍ବତନ ଶିକ୍ଷକ ରାଜେନ୍ଦ୍ର ବନଛୋର, ସ୍ଥାନୀୟ କାଉନସିଲର ଗଙ୍ଗାଧର

ଚାନ୍ଦ, ବିଧାୟକଙ୍କ ପ୍ରତିନିଧି ସୁରେନ୍ଦ୍ର କୁମାର ଅଶ୍ୱପାଳ, ପରିଚାଳନା କମିଟିର ଲତା ନାଏକ, ବାସନ୍ତି ସାହୁ, ସାମ୍ବାଦିକ ସୁନିଲ କୁମାର ମହାନ୍ତି ଏବଂ ପୁରାତନ ଛାତ୍ରି ମିରା ଶତପଥି, ପୁରାତନ ଛାତ୍ର ଗୋବିନ୍ଦ ବହିଦାର, ଜୟ କିଶନ ରଣା, କୃଷ୍ଣଚନ୍ଦ୍ର ରଥ, ବିଜୟ ମହାପାତ୍ର, ଡା. ଜୟଦେବ ଦାଶ, ମନୋଜ କୁମାର ହୋତା ଏବଂ ଅନେକ ଛାତ୍ର ଛାତ୍ରୀ ଉପସ୍ଥିତ ରହି ବିଦ୍ୟାଳୟ ରୁପାନ୍ତିକରଣ ଓ ମୋ ସ୍କୁଲ ଅଭିଯାନ ବିଷୟରେ ସେମାନଙ୍କର ମତାମତ ରଖିଥିଲେ । ଶେଷରେ ଶିକ୍ଷକ ସରୋଜ କୁମାର ମାଝି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like