-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

ସବୁଜ ମଣିଷ, ପ୍ରକୃତି ବନ୍ଧୁ ସ୍ୱର୍ଗତ ରୂଷି ପାତ୍ର ଙ୍କୁ ତୃତୀୟ ଶ୍ରାଦ୍ଧବାର୍ଷିକୀ ରେ ଶ୍ରଦ୍ଧାଂଜଳୀ ଅର୍ପଣ

25-Nov-2020



ସମ୍ୱଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ସ୍ଥାନୀୟ ବୁଢ଼ାରଜା ବନ ସଂରକ୍ଷଣ ସମିତି ପକ୍ଷରୁ ବୁଧବାର ଅପରାହ୍ନ ୪ ଘଟିକା ସମୟରେ ଅଇଁଠାପାଲି ମଝିପଡ଼ା ଶିବ ମନ୍ଦିର ପ୍ରାଙ୍ଗଣରେ ସବୁଜ ମଣିଷ ତଥା ପ୍ରକୃତି ବନ୍ଧୁ ସ୍ୱର୍ଗତ ରୁଷି ପାତ୍ରଙ୍କ ତୃତୀୟ  ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ ହୋଇ ଯାଇଛି । ମେଘୁ ମୁଣ୍ତା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ଯକ୍ରମରେ ବରିଷ୍ଠ ପରିବେଶବିତ୍ କାର୍ତ୍ତିକ ପ୍ରସାଦ ବହିଦାର୍ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରିଥିଲେ । ସମିତିର ଉପ ସଭାପତି  ତ୍ରିବିକ୍ରମ ପୋଢ଼, ବରିଷ୍ଠ ସଭ୍ଯ ନାରାୟଣ ଚକ୍ରବର୍ତ୍ତୀ, ଦୟାନିଧି ଲାକଡ଼ା, ଭବାନୀ ମୁଣ୍ତା, ଲକ୍ଷ୍ମୀ ଦେବୀ ତାଣ୍ତିଆ, ଅଶୋକ ପଟେଲ ପ୍ରମୁଖ ସ୍ୱର୍ଗତ ରୁଷି ପାତ୍ର ଙ୍କର ମହନୀୟ ବ୍ଯକ୍ତିତ୍ୱର ସ୍ମୁତି ଚାରଣ କରି ଶ୍ରଦ୍ଧାଂଜଳୀ ଅର୍ପଣ କରିଥିଲେ । ସମଗ୍ର ସମ୍ୱଲପୁର ଜିଲ୍ଲାକୁ ସବୁଜ ସୁନ୍ଦର ଭାବରେ ଗଢ଼ି ତୋଳିବା ସ୍ୱର୍ଗତ ରୁଷି ପାତ୍ରଙ୍କ ସ୍ୱପ୍ନକୁ ସାକାର କରିବା ସକାଶେ ମୂଖ୍ଯ ଅତିଥି ଶ୍ରୀ ବହିଦାର୍ ସମସ୍ତଙ୍କୁ ଆହ୍ୱାନ କରିଥିଲେ । ପ୍ରାରମ୍ଭରେ ଶ୍ରୀ ବହିଦାର୍'ଙ୍କ ଦ୍ୱାରା ବେଦମନ୍ତ୍ର ପାଠ ସହ ବୁଢ଼ାରଜା ବନ ସଂରକ୍ଷଣ ସମିତିର ସମସ୍ତ କର୍ମକର୍ତ୍ତା ଏବଂ ଉପସ୍ଥିତ ସମସ୍ତ ଭଦ୍ରବ୍ଯକ୍ତି ଓ ଭଦ୍ର ମହିଳା ସ୍ୱର୍ଗତ ରୁଷି ପାତ୍ରଙ୍କ ପ୍ରତିଛବିରେ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ୱଳନ, ଦୀପ ଧୂପ ଦ୍ୱାରା ପୂଜାର୍ଚ୍ଚନା କରି ଶ୍ରଦ୍ଧାଂଜଳୀ ଅର୍ପଣ କରିଥିଲେ । ଶେଷରେ ସାମୁହିକ ଶାନ୍ତିମନ୍ତ୍ର ପାଠ ପରେ ବାସନ୍ତି ପୋଢ଼ ଧନ୍ଯବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like