-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ବରଗଡ ବ୍ଲକସ୍ତରୀୟ ଉଚ୍ଚାକାଂକ୍ଷୀ ଛାତ୍ରଛାତ୍ରୀଙ୍କ କର୍ମଶାଳା

30-Jul-2022



ବରଗଡ:- ଜର୍ଜ ଉଚ୍ଚବିଦ୍ୟାଳୟ, ବରଗଡ ଠାରେ ଉଚ୍ଚାକାଂକ୍ଷୀ ଛାତ୍ର ଛାତ୍ରୀ ଙ୍କର ଏକ ବ୍ଲକ ସ୍ତରୀୟ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଅଛି। ଉକ୍ତ ଶିବିରରେ ବ୍ଲକ ରେ  ୧୦ ଟି ସ୍କୁଲ ର ୧୦ ଜଣ ପ୍ରଧାନ ଶିକ୍ଷକ, ୪୦ ଜଣ ମେଣ୍ଟର ଓ ୪୦  ଜଣ କେପଟେନ ସର୍ବମୋଟ ୯୦ ଜଣ ପ୍ରଶିକ୍ଷଣ ନେଇଥିଲେ। ବରଗଡ଼ ଜିଲ୍ଲାପାଳ ଶ୍ରୀମତୀ ମନୀଷା ବାନାର୍ଜୀ ଙ୍କ ପ୍ରତ୍ୟକ୍ଷ ତତ୍ୱବାଧାନ ରେ 'ବରଗଡ ଇନୋଭେଶନ" ନାରେ ପିଲା ମାନଙ୍କୁ ଉଚ୍ଚାକାଂକ୍ଷୀ କରିବା ପାଇଁ ଏକ ପ୍ରକଳ୍ପ ର ପରିକଳ୍ପନା କରାଯାଇଥିଲା। ଏହି ଉଦ୍ଦେଶ୍ୟ କୁ ସଫଳ କରିବା ପାଇଁ ଆଜି ର ଏହି ପ୍ରଶିକ୍ଷଣ ଶିବିର ରେ  ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ବରଗଡ଼, ଶ୍ରୀମତୀ ସେବଶ୍ରୀ ଭୋଇ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ, ବରଗଡ,  ସାଧନ କର୍ମୀ ଭାବରେ ଶିକ୍ଷକ, ଛାତ୍ର ଛାତ୍ରୀ ମାନଙ୍କୁ କିଭଳି ଭାବରେ ଏହି ପ୍ରକଳ୍ପ କୁ ସଫଳ କରିବେ ସେ ନେଇ ଦିଗଦର୍ଶନ ଦେଇଥିଲେ। ଶ୍ରୀମତୀ ପୁଷ୍ପାଞ୍ଜଳୀ ଦାସ,  ମିଥୁନ ପ୍ରଧାନ ସମସ୍ତ ପ୍ରକାର ର ସାହାଯ୍ୟ କରିଥିଲେ।  ସଭାରେ ବରପାଲି ବ୍ଲକ ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ମୁକୁନ୍ଦ ମହାନା,  ସରକାରୀ ବାଳିକା ହାଇସ୍କୁଲ ,ବରଗଡ଼ ର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରେଣୁ ଦାସଶର୍ମା ଉପସ୍ଥିତ ଥିଲେ। ଜର୍ଜ ଉଚ୍ଚ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ରୀ ଫକୀର ମୋହନ ସାହୁ, ଡୋଳାମଣୀ ଶତପଥୀ, ସଦାନନ୍ଦ ଜାଲ  ସଭା କାର୍ଯ୍ୟ ରେ ସାହାଯ୍ୟ କରିଥିଲେ।ସଭାରେ ବରଗଡ଼ ଜିଲ୍ଲାପାଳ ମହୋଦୟା ଙ୍କର ଏହି ଉଚ୍ଚାକାଂକ୍ଷୀ ପ୍ରକଳ୍ପ କୁ ସବୁ ମହଲ ସ୍ୱାଗତ କରା ଯାଇଥିଲା ଏବଂ ଶିକ୍ଷା ର ଉନ୍ନତି ପାଇଁ ନେଉଥିବା ପଦକ୍ଷେପ ପାଇଁ  ସାଧୁବାଦ ଦିଆ ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like