-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଅପରାଧ

ପ୍ରେମ କରୁଥିବା ନାବାଳିକା କୁ ହତ୍ୟା କରି ପୋତି ଦେଇଥିବା ମୃତଦେହ ଉଦ୍ଧାର

30-Jul-2022



ପାଟଣାଗଡ(ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଖର୍ଲି ଗ୍ରାମ ଏକ ଅଘଟଣ ଘଟିଛି। ସୂଚନାଯୋଗ୍ୟ ଯେ ତୁରେକେଲା ବ୍ଲକ ଖର୍ଲି ଗାଁ ର ଜଣେ ନାବାଳକ ଓ ନାବାଳିକା ଦୁହେଁ ଦୁହିଁଙ୍କୁ ଭଲ ପାଉଥିଲେ। କିନ୍ତୁ ତାଙ୍କ ପ୍ରେମକୁ ନାବାଳକ ଘର ଲୋକେ ବିରୋଧ କରୁଥିବା ଶୁଣିବାକୁ ମିଳୁଛି। କିନ୍ତୁ ଘଟଣା ର  ଛଅ ଦିନ ତଳେ ନାବାଳିକା ଜଣକ  ନିଖୋଜ ଥିଲେ ହେଲେ ନାବାଳିକାର ମୃତ ଦେହ ଆଜି ସନ୍ଧ୍ୟାରେ ୪/୫ ରେ ଖର୍ଲି ଗ୍ରାମ ନିକଟସ୍ଥ ପାଟପାଣି ଜଙ୍ଗଲ ରୁ ମାଟି ଖୋଳି ଗଳିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୋମବାର ରାତିରୁ ନାବାଳିକା ଜଣକ ଅଚାନକ ଘରୁ ଗାୟବ ହୋଇଥିବା ବେଳେ ନାବାଳିକା ଙ୍କ ପରିବାର ପକ୍ଷରୁ ତୁରେକେଲା ଥାନା ରେ ଏତଳା ଦିଆଯାଇଥିଲା। ଥାନା ରେ  ନିଖୋଜ ମାମଲା ରୁଜୁ କରି ତୁରେକେଲା ପୋଲିସ ଜୋରସୋରରେ ତଦନ୍ତ ଆରମ୍ଭ କରିଥିଲେ ଏବଂ ନାବାଳକ,ତାଙ୍କ ବାପା ଓ ଏବଂ ନିକଟସ୍ଥ ଗ୍ରାମ ଡେବରିଆ

ମୁଣ୍ଡା ର ଜଣେ ଯୁବକ ଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଅଭିଯୁକ୍ତ ମାନେ ନାବାଳିକା ଙ୍କୁ ହତ୍ୟା କରି ଖର୍ଲି ଗ୍ରାମ ନିକଟସ୍ଥ ପାଟପାଣି ଜଙ୍ଗଲ ରେ ପୋତି ଦେଇଥିବା ସ୍ବିକାର କରିବା ପରେ ହତ୍ୟା ଘଟଣା ଜଣାପଡିଛି। କଣ୍ଟାବାଞ୍ଜି ପୋଲିସ, ତୁରେକେଲା ପୋଲିସ ଓ ଲାଠୋର ପୋଲିସ ଘଟଣାସ୍ଥଳକୁ ଯାଇ ମାଟି ଖୋଳି ନାବାଳିକାଙ୍କ ଗଳିତ ମୃତ ଦେହ ଉଦ୍ଧାର କରି ଅଭିଯୁକ୍ତ ମାନଙ୍କୁ ଥାନା କୁ ନିଆଯାଇଛି। ଏହି ଘଟଣା କୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି ନାବାଳିକା ର ଦୋଷ କଣ ଥିଲା ଏବଂ ଭଲ ପାଇବାର ଫଳ ତାକୁ ମୃତ୍ୟୁ ରୂପରେ ମିଳିଲା। ଅଭିଯୁକ୍ତ ମାନଙ୍କୁ କୋଠର ଦଣ୍ଡ ବିଧାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏବେ ପୋଲିସ ଆହୁରି ତଦନ୍ତ କରି ଚାଲିଛନ୍ତି ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like