-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ମଧୁବୈଶ୍ୟ/ଗୁଡିଆ ସମାଜର ନୂତନ କର୍ମକର୍ତ୍ତା ପୁର୍ନଗଠନ ତ୍ରିନାଥ ସରାଫ ସଭାପତି ଓ ଜୟକୃଷ୍ଣ ସାହୁ ସଂପାଦକ

31-Jul-2022



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ଗଣେଶ ମନ୍ଦିର ଠାରେ ନିଖିଳ ଉତ୍କଳ ମଧୁବୈଶ୍ୟ / ଗୁଡିଆ ସମାଜ, ବଲାଙ୍ଗିର ଜିଲ୍ଲା ଶାଖାର ଏକ ସାଧାରଣ ବୈଠକ ରାଜ୍ୟ ଉପସଭାପତି ତ୍ରିନାଥ ସରାଫଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା କମିଟି ସର୍ବ ସମ୍ମତିକ୍ରମେ ପୁର୍ନଗଠନ କରାଯାଇ ରାଜ୍ୟ ସଭାପତିଙ୍କ ଅନୁମୋଦନ ପାଇଁ ପ୍ରେରଣ କରାଯାଇଛି । ଏଥିରେ ଜିଲ୍ଲା ସଭାପତି ତ୍ରିନାଥ ସରାଫ, ଉପ-ସଭାପତି ଦେବଦତ୍ତ ସରାଫ, ଛେଲିଆ ସାହୁ, ଆଶିଷ କୁମାର ସାହୁ, ଗୋବର୍ଦ୍ଧନ ସାହୁ, ଜିଲ୍ଲା ସାଧାରଣ ସଂପାଦକ ଜୟକୃଷ୍ଣ ସାହୁ, ସହ-ସଂପାଦକ ଦିବ୍ୟସିଂ ସାହୁ ଓ ଭଗବାନ ସରାଫ, କାର୍ଯ୍ୟକାରୀ ସଭାପତି ରୂପେ ପ୍ରକାଶ ଚନ୍ଦ୍ର ଚୋପଦାର, ନରେନ୍ଦ୍ର କୁମାର ସାହୁ (ଗୁଣ୍ଡା) ତଥା ପ୍ରତ୍ୟେକ ବ୍ଲକ ରୁ ସଦସ୍ୟଙ୍କ ନାମ ମନୋନୟନ କରାଯାଇଥିଲା । ଏଥିରେ ପୌରାଞ୍ଚଳ କମିଟି ମଧ୍ୟ ପୁର୍ନଗଠନ ହୋଇଥିଲା ଏଥିରେ ସଭାପତି ଅନୁପ ଚୋପଦାର, କାର୍ଯ୍ୟକାରୀ ସଭାପତି ସରୋଜ କୁମାର ଗୁପ୍ତା, ଉପ-ସଭାପତି ବିଶ୍ୱଜିତ ସାହୁ, ସଂପାଦକ ରମେଶ ଚନ୍ଦ୍ର ସାହୁ, ସହ ସଂପାଦକ ଶତୃଜିତ ସାହୁ ତଥା ପ୍ରତି ୱାର୍ଡରୁ ସଦସ୍ୟମାନଙ୍କୁ ମନୋନୀତ କରି ରାଜ୍ୟ ସଭାପତିଙ୍କ ଅନୁମୋଦନ ପାଇଁ ପଠାଗଲା । ଉକ୍ତ ସଭାରେ ପୂର୍ବ ଜିଲ୍ଲା ସଭାପତି ମନୋରଂଜନ ସାହୁ ଓ ସଂପାଦକ ଜୟକୃଷ୍ଣ ସାହୁ ତାଙ୍କ ବିଦାୟୀ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ସୁଶାନ୍ତ ଚୋପଦାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026

You Might Also Like