-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସମ୍ବଲପୁର ରେଳ ଡିଭିଜନର ରେଳ ଉପଭୋକ୍ତା ସଂଘର ବୈଠକ (ଜଏଣ୍ଟ କୋଡିନେସନ କମିଟି ଗଠିତ, ସର୍ବସମ୍ମତିକ୍ରମେ ପ୍ରଫେସର ତରୁଣ କୁମାର ମିଶ୍ର କନ୍‌ଭେନର ଭାବେ ନିର୍ବାଚିତ)

31-Jul-2022



ବଲାଙ୍ଗିର,(ପ୍ରେରଣା ଖବର) -ସ୍ଥାନୀୟ ମାଲପଡା ସ୍ଥିତ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର କାର୍ଯ୍ୟାଳୟ ଠାରେ ସମ୍ବଲପୁର ରେଳ ମଣ୍ଡଳ ଅଧିନସ୍ଥ ବିଭିନ୍ନ ଜିଲାର ରେଳ ଉପଭୋକ୍ତା ସଂଘର ସଭାପତି ଓ ସଂପାଦକମାନଙ୍କୁ ନେଇ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲା ରେଳ ଉପଭୋକ୍ତା ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବଲାଙ୍ଗିର-ଖୋର୍ଦ୍ଧା ରେଳ ଲାଇନ କିପରି ଶିଘ୍ର ହୋଇପାରିବ, ପୁରୀ-ସମ୍ବଲପରୁ ଇଣ୍ଟରସିଟି କୁ ବଲାଙ୍ଗିର ପର୍ଯ୍ୟନ୍ତ ସଂପ୍ରସାରଣ, ହୀରାକୁଦ-ବିଶାଖାପାଟଣା ଏକ୍ସପ୍ରେସକୁ ୩ଦିନ ବଲାଙ୍ଗିର ଦେଇ ଦିଲ୍ଲୀ ଜିବା ଆସିବା କରିବା, ଜମ୍ମୁ-ତାୱି ଏକ୍ସପ୍ରେସକୁ ବଲାଙ୍ଗିର ଦେଇ ଚଳାଚଳ କରିବା, ବଲାଙ୍ଗିର ରେଳ ଷ୍ଟେସନ ଠାରେ ଏକ ୱାସିଙ୍ଗ ସେଣ୍ଟର ସ୍ଥାପନ କରିବା ଆଦି ଦାବି ସହ ବିଭିନ୍ନ ବିଷୟରେ ଆଲୋଚନ ହୋଇଥିଲା । ରେଳ ବିଭାଗ ପକ୍ଷରୁ ପଶ୍ଚିମ ଓଡିଶାକୁ ସବୁ କ୍ଷେତ୍ରରେ ଅବହେଳା କରାଯାଉଛି ବୋଲି ଉପସ୍ଥିତ ସମସ୍ତ ଜିଲାର ପ୍ରତିନିଧିମାନେ ଉଦ୍‌ବେଗ ପ୍ରକାଶ କରିଥିଲେ ।  ତେଣୁ ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାମାନଙ୍କୁ ନେଇ ଏକ ଜଏଣ୍ଟ କୋଡିନେସନ କମିଟି ଗଠନ କରାଯିବାକୁ ବୈଠକରେ ପ୍ରସ୍ତାବ ପାରିତ କରାଯାଇଥିଲା । ପରେ ଏହି ସମସ୍ତ ଦାବି ଗୁଡିକ ଉପସ୍ଥାପନ କରିବା ପାଇଁ ଉପସ୍ଥିତ ସମସ୍ତ ଜିଲାକୁ ନେଇ ଏକ କୋଡିନେସନ କମିଟି ଗଠନ କରାଯାଇଥିଲା । ତା’ର ନାଁ ପଶ୍ଚିମ ଓଡିଶା ରେଳ ଉପଭୋକ୍ତା ସଂଘ ସମ୍ମନ୍ୱୟ ସମିତି ନାମରେ ନାମିତ କରାଯିବ ସହ ସର୍ବସମ୍ମତି କ୍ରମେ ବଲାଙ୍ଗିର ଜିଲା ରେଳ ଉପଭୋକ୍ତା ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କୁ ଏହି କମିଟିର କନ୍‌ଭେନର ଭାବେ ମନୋନିତ ଯାଇଥିଲା । ଜଏଣ୍ଟ କନଭେନର ଭାବେ ବଲାଙ୍ଗିର ଜିଳ୍ଲା ରେଳ ଉପଭୋକ୍ତା ସଂଘର ସାଧାରଣ ସଂପାଦକ ନାରାୟଣ ପାଢୀ ଓ ବରଗଡ ରେଳ ଉପଭୋକ୍ତ ସଂଘର କୃଷ୍ଣଚନ୍ଦ୍ର ପଣ୍ଡା, ଏବଂ କମଳ ଯୋଶୀ(ବରଗଡ)ଙ୍କୁ କଷୋଧକ୍ଷ୍ୟ ଭାବେ ମନୋନିତ କରାଯାଇଥିଲା । ସଦସ୍ୟ ଭାବେ ଗୋରଖନାଥ ସାହୁ(ସୋନପୁର), ବରଗଡ ଜିଲାରୁ କିଶୋର କୁମାର ରଥ ଓ  ବୌଦ୍ଧ ଜିଲାରୁ ଦେବାଶିଷ ପୁରୋହିତ, ବଲାଙ୍ଗିର ଜିଲାରୁ ଅଶୋକ କୁମାର ମିଶ୍ର, ପ୍ରଭାକର ମିଶ୍ର, ଦିବାକାର ହୋତା ଓ ରୁତୁରାଜ ସିଂହଙ୍କୁ ମନୋନିତ କରାଯାଇଥିଲା । ଆଗାମୀ

ଦିନରେ ଏହି କମିଟିକୁ ବ୍ୟାପକ କରାଯିବା ସହ ସମସ୍ତ ଜିଲାରୁ ଯେପରି ପ୍ରତିନିଧିତ୍ୱ କରିବେ ସେ ନେଇ ଚେଷ୍ଟା କରାଯିବ ଏବଂ ପଶ୍ଚିମ ଓଡିଶାର ସମସ୍ତ ଜିଲା ପ୍ରତିନିଧିତ୍ୱ କଲେ ଏକ ନୂଆଁ କମିଟ ଗଠନ କରି ସଭାପତି ଓ ସଂପାଦକ ଚୟନ କରାଯିବ । ପୂର୍ଣ୍ଣାଙ୍ଗ କମିଟି ଗଠନ ନହେବା ପର୍ଯ୍ୟନ୍ତ ଏହି କମିଟି କାର୍ଯ୍ୟ କରିବ ବୋଲି ସର୍ବସମ୍ମତିକ୍ରମେ ଗୃହିତ ହୋଇଥିଲା । ଏହି କମିଟି ଆଗାମୀ ଦିନରେ ଜି.ଏମ୍ ଭୂବନେଶ୍ୱର, ରେଳମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ପଶ୍ଚିମ ଓଡିଶାରେ ଥିବା ରେଳ ଷ୍ଟେସନମାନଙ୍କର ଉନ୍ନତି କରଣ, ବଲାଙ୍ଗିର-ଖୋର୍ଦ୍ଧା ରେଳ ଲାଇନର ବଲାଙ୍ଗିର ପଟରୁ ଚାଲିଥିବା କାମ ଶିଘ୍ର ତ୍ୱାରାନ୍ୱିତ କରିବା, ନୂତନ ରେଳ ଲାଇନ ଗୁଡିକର ଶିଘ୍ର ସର୍ଭେକାମ ସାରି ରେଳ ଲାଇନ ପକାଇବା, ରେଳ ଉପଭୋକ୍ତମାନଙ୍କ ମୌଳିକ ସୁବିଧା ସୁଯୋଗ କରିବା ଆଦି ଦାବି ଗୁଡିକୁ ଉପସ୍ଥାପନ କରିବ ବୋଲି ପ୍ରସ୍ତାବ ଗୃହିତ ହୋଇଥିଲା । ଶେଷରେ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ସାଧାରଣ ସଂପାଦକ ନାରାୟଣ ପାଢୀ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like