-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଳୟ ସମସ୍ୟା, ଲିଖିତ ପ୍ରତିଶୃତି ଦେବାପରେ ଆନ୍ଦୋଳନ ସ୍ଥଗିତ

31-Jul-2022



ବଲାଙ୍ଗିର,- ବଲାଙ୍ଗିର ମହିଳା ମହାବିଦ୍ୟାଳୟର ଛଟେଇ ହୋଇଥିବା ସମସ୍ତ କର୍ମଚାରୀ ସଂଗଠନ ର କର୍ମଚାରୀ ଏବଂ ସମର୍ଥନ କରିଥିବା ବିଭିନ୍ନ ସଂଗଠନ ଏବଂ ବ୍ୟକ୍ତି ବିଶେଷଙ୍କ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇ ଗତ କାଲି ଜିଲ୍ଲା ପ୍ରଶାସନ, କଲେଜ କର୍ତ୍ତୃପକ୍ଷ, ଶ୍ରମ ବିଭାଗ ଅଧିକାରୀମାନେ ଏବଂ ଆନ୍ଦୋଳନ ରତ କର୍ମଚାରୀଙ୍କ ପ୍ରତିନିଧିଙ୍କ ମିଳିତ ବୈଠକରେ ହୋଇଥିବା ନିଷ୍ପତି ସମ୍ବନ୍ଧରେ ଆଲୋଚନା କରାଯାଇଥିଲା । ପ୍ରକାଶ ଥାଉକି ଗତ କାଲି ୩୦.୦୭.୨୦୨୨ ସନ୍ଧ୍ୟା ସମୟରେ ମିଳିତ ବୈଠକରେ ସଂଗଠନର ସମସ୍ତ ଦାବୀ କର୍ତ୍ତୃପକ୍ଷ ମାନି ନେଇ ଲିଖିତ ଆକାରରେ ଜଣାଇଥିବାରୁ ଆନ୍ଦୋଳନକୁ ବର୍ତ୍ତମାନ ପାଇଁ ସ୍ଥଗିତ କରାଗଲା । ସମସ୍ତ କର୍ମଚାରୀଙ୍କ

ଦରମା ବୃଦ୍ଧି ସହ ପୂନଃ ନିଯୁକ୍ତି ଓ ତୁରନ୍ତ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ନେଇ ଥିବାରୁ କଲେଜ କର୍ତ୍ତୃପକ୍ଷ, ଜିଲ୍ଲା ପ୍ରଶାସନ, ଶ୍ରମ ବିଭାଗର ଅଧିକାରୀ, ଆଦର୍ଶ ଥାନା ଅଧିକାରୀ ବଲାଙ୍ଗିରଙ୍କ ଉପସ୍ଥିତିରେ ବିଳମ୍ବ ହେଲେ ମଧ୍ୟ ଦାବୀକୁ ଯଥାର୍ଥ ଜଣାଇ ଗ୍ରହଣ କରିଥିବାରୁ ସଂଗଠନ ତରଫରୁ ସେମାନଙ୍କୁ ଧନ୍ୟବାଦ ଦିଆଯାଇଛି । ଆନ୍ଦୋଳନର ସମର୍ଥନରେ ଆସିଥିବା ନାଗରିକ କମିଟିର ସଂପାଦକ ମନୋରଂଜନ ସାହୁ, ବିଶ୍ୱ ହିନ୍ଦୁ ପରିଷଦର ମାତୃଶକ୍ତି ର ଜିଲ୍ଲା ପ୍ରମୁଖ ଶ୍ରୀପଦା ଷଡଙ୍ଗୀ, ୟୁଥ ଏକ୍ସନ କମିଟିର ସଂଯୋଜକ ରିଲୁ ରଥ, ଆଶାକର୍ମୀ ସଂଗଠନର ସମି ଗୁପ୍ତା, ସାଏନୁ ନନ୍ଦ, ଜିଲ୍ଲା ଏଆଇଟିୟୁସି ର ଉପସଭାପତି ତିର୍ଥ ପଧାନ, ପାଚିକା ସଂଘର ଜଗବନ୍ଧୁ ବେହେରା, ଭାରତୀୟ ମଜଦୁର ସଂଘର ରାଜ୍ୟ ସଂପାଦକ ଅରୁଣ ସାହୁ, ଭିଲିଜର୍ସ ଇଣ୍ଡିଆ ପାର୍ଟିର ରାଜ୍ୟ ଅଧ୍ୟକ୍ଷ ବିପିନ କୁଶଲିଆ, ବିଶ୍ୱ ହିନ୍ଦୁ ପରିଷଦର ପ୍ରାନ୍ତୀୟ ସହ ପ୍ରଚାରକ ପବିତ୍ର ଦାସ, କର୍ତ୍ତବ୍ୟ ଫାଉଣ୍ଡେସନ ର ଅଧ୍ୟକ୍ଷ କାହ୍ନା ଶତପଥୀ,  କୃଷକ ସଂଘର୍ସ ସମିତିର ମଧୁସୁଦନ କ୍ଷେତି, ମୋତିଲାଲ ମିଶ୍ର, ଓବିିସି ମଂଚର ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, ସତ୍ୟ ବନଛୋର, ଆଇଏନ୍‌ଟିୟୁସିର ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ସାହୁ ଏବଂ ସମସ୍ତ ବୈଦୁତିକ ଏବଂ ଛାପା ଖବରଦାତା ବନ୍ଧୁମାନଙ୍କୁ ଏ ଆନ୍ଦୋଳନର ସଂଫଳତା ପାଇଁ ୟୁନାଇଟେଡ୍ ଟ୍ରେଡ ୟୁନିୟନ ଅଫ୍ ବଲାଙ୍ଗିର ସଂଗଠନ ତରଫରୁ ବିଭୁଦତ୍ତ ମିଶ୍ର, ବିନୋଦ କାଲସାଏ, ପ୍ରିତମ ଠାକୁର ପ୍ରମୁଖଙ୍କ ତରଫରୁ କୃତଜ୍ଞତା ଏବଂ ଧନ୍ୟବାଦ ଜଣାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026

You Might Also Like