-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||     

HOME   ଜିଲ୍ଲା

କ୍ଲଷ୍ଟରସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

31-Jul-2022



ସାଲେଭଟା, ମରଷୁଣ୍ଢି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ନେତ୍ରାନନ୍ଦ ସାହୁଙ୍କ ସରକାରୀ ଚାକିରୀରୁ ଅବସର ନେବା ଅବସରରେ  ଆଂଚଳିକ ସାଧନ କେନ୍ଦ୍ର , ସାଲେଭଟାରେ ସିଆରସିସି ସଦାନନ୍ଦ ଭୁଏଙ୍କ ନେତୃତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସାଲେଭଟା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାଳକୃଷ୍ଣ ମହାନନ୍ଦ ସଭାରେ ଅଧ୍ୟକ୍ଷତା କରିଥିଲେ । ଆଗଲପୁର ବ୍ଲକ ଏବିଇଓ ଆଦିତ୍ୟକୁମାର ବନ୍ଦିଛୋର ମୁଖ୍ୟଅତିଥି,ଶିକ୍ଷକ ସଂଘ ସଂପାଦକ ଦିଲ୍ଲିପ ବେହେରା, ମିଳିତ ଶିକ୍ଷକ ସଂଘ ସଭାପତି ଜୟରାମ ଧଳ, ସାଲେଭଟା ବାଳକ ଉଚ୍ଚ ବିଦ୍ୟାଲୟର ପ୍ରଧାନଶିକ୍ଷକ ସଦାନନ୍ଦ ଭୋଇ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ

ମତବ୍ୟକ୍ତ କରିଥିଲେ । ଆଦର୍ଶ ଶିକ୍ଷକ ନେତ୍ରାନନ୍ଦ ସାହୁଙ୍କ ଶିକ୍ଷା,ଶିକ୍ଷାୟତନ ଓ ସମାଜ ପ୍ରତି ଦେଇଥିବା ଅବଦାନ ସମ୍ବନ୍ଧରେ କ୍ଲଷ୍ଟର ଅନ୍ତର୍ଗତ ଶିକ୍ଷକ ଓ ଶିକ୍ଷୟତ୍ରୀ ଗୋବିନ୍ଦ ସାହୁ, ସୁଶାନ୍ତ କୁମାର ନନ୍ଦ, ସୁଦାମ ପଟେଲ, ଧରିତ୍ରୀ ସାହୁ, ଜାହ୍ନବୀ ପଟେଲ, କମଲୀନୀ ସାହୁ, ନମିତା ସାହୁ, ଦୟାନନ୍ଦ ସାହୁ ପ୍ରମୁଖ ସ୍ମୃତିଚାରଣ କରିଥିଲେ । ବିଦାୟୀ ଶିକ୍ଷକ ଶ୍ରୀସାହୁ ନିଜ ଶିକ୍ଷକତା ଜୀବନର ଅନୁଭୂତି କହିଥିଲେ ଏବଂ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ନିମନ୍ତେ ଗୁଣାମ୍‌ôକ ଶିକ୍ଷା ପ୍ରଦାନ କରିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ । କ୍ଲଷ୍ଟର ତରଫରୁ ଶ୍ରୀସାହୁଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ଏଥି ସହିତ ପଦୋନ୍ନତୀ ପାଇଥିବା ନୂତନ ପ୍ରଧାନଶିକ୍ଷକ ମାନଙ୍କୁ

ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ଖଲିଆପାଲି ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତ ସଂଯୋଜନ କରିଥିବା ବେଳେ ସାଲେଭଟା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ କୁନ୍ତୀ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷୟତ୍ରୀ ଅଳକା ପଣ୍ଡା, ମାମୀ ଭୋଇ, ନିହାରିକା ଦଳେଇ, ଦଶରଥ ପଟେଲ, ମୁରାରୀଧର ବାବୁ, ଶ୍ରୀକାନ୍ତ ଛତ୍ରୀଆ, ସୁରେଶ ଭୋଇ, ଗୋବିନ୍ଦ ଭୋଇ, ରାଜକିଶୋର ମାହାକୁର ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026

You Might Also Like