-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||     

HOME   ଜିଲ୍ଲା

ବ୍ୟାସକବି ସାହିତ୍ୟ ସଂସଦରେ ୧୯ତମ ମାସିକ କବିତା ଆସର ଅନୁଷ୍ଠିତ

01-Aug-2022



ବାଲେଶ୍ଵର(ପ୍ରେରଣା ଖବର ବ୍ୟୁରୋ) :- ରବିବାର ସନ୍ଧ୍ୟା ୭.୦୦ ଘଟିକା ସମୟରେ ବ୍ୟାସକବି ସାହିତ୍ୟ ସଂସଦ, ଗୋଡ଼ିଶୂଳ, ନୀଳଗିରି, ବାଲେଶ୍ଵର ତରଫରୁ ୧୯ତମ ରାଜ୍ଯସ୍ତରୀୟ କବିତା ଆସର "ବର୍ଷାଭିଜା ଶ୍ରାବଣ "ଅନ୍ ଲାଇନ୍ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଶ୍ରୀଯୁକ୍ତ ଯଚିନ୍ଦ୍ର ସ୍ୱାଇଁ ସ୍ୱାଗତ ଅଭିଭାଷଣ ସହ ଅତିଥି

ପରିଚୟ ପ୍ରଦାନ କରିଥିଲେ, ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ବିପିନ ବିହାରୀ ବାରିକ ସଭାପତିତ୍ଵ କରିଥିଲେ। ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ସତ୍ୟନାରାୟଣ ମହାପାତ୍ର, ସାହିତ୍ୟ ଏକାଡେମୀ ସଦସ୍ୟ କଲାହାଣ୍ଡି ଓ ମୁଖ୍ୟ ବକ୍ତା ଭାବେ ଶ୍ରୀଯୁକ୍ତ ନିରଞ୍ଜନ ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ, ବରଗଡ଼ ଯୋଗ ଦେଇ ଓଡିଆ ସାହିତ୍ୟ ଓ ବର୍ଷା ସମ୍ବନ୍ଧୀୟ ବିଭିନ୍ନ୍ ତଥ୍ଯ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ ସମ୍ପାଦିକା ସଙ୍ଗୀତା ବାରିକ ପରିଚାଳନା କରିଥିବା ବେଳେ ସଂଗଠନ ସମ୍ପାଦକ ପ୍ରଦୀପ ସରକାର ଧନ୍ଯବାଦ ଅର୍ପଣ କରିଥିଲେ।ମହିଳା ସମ୍ପାଦିକା ସରସ୍ଵତୀ ବାରିକ ଉପସଭାପତି ଗୋଦାବରିଶ ଦାସ, କରୁଣାକର ମଲ୍ଲିକ, ପ୍ରଭାକର ସାହୁ ପ୍ରମୁଖ ବର୍ଷାଭିଜା ଶ୍ରାବଣ ଶିର୍ଷକ କବିତା ଆସରରେ  କବିତା ଆବୃତ୍ତି କରିଥିଲେ। ସ୍ଵତନ୍ତ୍ର ଭାବେ ଗୁରୁପ୍ରିୟା ସାହିତ୍ୟ ସଂସଦର ପ୍ରତିଷ୍ଠାତା ଓ ସମ୍ପାଦକ ଶ୍ରୀଯୁକ୍ତ ଗୋପବନ୍ଧୁ ମିଶ୍ର ଓ କେ, ତ୍ରିମୂଳା ଆଚାରୀ

ଯୋଗ ଦେଇଥିଲେ। ଆସରରେ ୨୪ ଟି ଜିଲ୍ଲାରୁ କବି କବୟିତ୍ରୀ ଯୋଗ ଦେଇଥିଲେ। କରୁଣାକର ଭୋଳ, ଅରୁଣ କୁମାର ପ୍ରଧାନୀ, ଧ୍ରୁବ ମୁଦୁଲି, ପରମାନନ୍ଦ ସ୍ୱାଇଁ, ରୋହିତ ଜେନା, ଗାୟତ୍ରୀ, ଧନୁର୍ଜୟ ହନ୍ତାଳ, ଅନୁପମା ଅଭିମନ୍ୟୁ ପ୍ରଧାନ, ଚନ୍ଦ୍ରକଳା ଦେବୀ, ଅଜିତ ପାଢି, ବାବାଜୀ ଚରଣ ଦାସ, ବସନ୍ତ କୁମାର ବେହେରା, ପ୍ରଦୀପ କୁମାର ଦାଶ, ରତିକାନ୍ତ ବେହେରା, ସବିତା ତ୍ରିପାଠୀ, ଅର୍ଜୁନୀ ଚରଣ ବେହେରା ଓ ସୂର୍ଯ୍ୟ ନାରାୟଣ ଦାଶ ପ୍ରମୂଖ ଆସରରେ ଯୋଗ ଦେଇ ଏହାକୁ ସାଫଲ୍ଯ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026

You Might Also Like