-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ରାଜ୍ୟ

ଦୁଃଖଦ ଖବର, ଚାଲିଗଲେ କାଳିଆ

25-Nov-2020



(କଟକ ରୁ ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)ଦିଲ୍ଲୀ ଏମ୍ସର ଡାକ୍ତରମାନେ ବିଶ୍ୱକୁ ଚମକାଇ ଦେଇଥିଲେ । ଚିକିତ୍ସା ବିଜ୍ଞାନର ମହନୀୟତା ପ୍ରତିପାଦିତ ହୋଇଥିଲା । ଜନ୍ମରୁ ଯୋଡ଼ାମୁଣ୍ଡ ଥିବା ଦୁଇ ଶିଶୁପତ୍ରଙ୍କୁ କରାଯାଇଥିଲା ଅଲଗା ।କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକର ମିଲୁପଡ଼ା । ଏହି ଗାଁର ଭୂୟାଁ କହଁର ଜଣେ ଦିନ ମଜୁରିଆ । ୨୦୧୫ ମସିହାରେ ଭୂୟାଁଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ଏକ ବିଚିତ୍ର ଶିଶୁକୁ ଜନ୍ମ ଦେଇଥିଲେ । ଗୋଟିଏ ମୁଣ୍ଡଥାଇ ଦୁଇ ଶିଶୁପୁତ୍ରଙ୍କୁ ଦେଖି ପୁଷ୍ପାଞ୍ଜଳି ଚକିତ ହୋଇଯାଇଥିଲେ । ମାତୃତ୍ୱର ଅନାବିଳ ନିର୍ଯ୍ୟାସ ଢ଼ାଳି ଦେଇଥିଲେ । ବୟସ ବଢ଼ିଥିଲା ସତ କିନ୍ତୁ ଦୁଇ ଶିଶୁ ପାଉଥିଲେ ଯମଯନ୍ତ୍ରଣା ।

ଜଗା -କାଳିଆ ନାମରେ ଏମାନେ ପରିଚିତ ଥିଲେ । ଏମାନଙ୍କ ସମ୍ପର୍କରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସହଯୋଗର ହାତ ବଢ଼ାଇଥିଲେ ରାଜ୍ୟ ସରକାର । ଆରମ୍ଭ ହୋଇଥିଲା ଦୁଇ ଶିଶୁଙ୍କୁ ପୃଥକ କରିବା ପ୍ରକ୍ରିୟା । ରାଜଧାନୀ ଏକ୍ସପ୍ରେସରେ ବାପା-ମାଆଙ୍କ ସହ ଜଗା-କାଳିଆ ପହଞ୍ଚିଥିଲେ ଦିଲ୍ଲୀର ଏମ୍ସରେ । ଏମାନଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଦେଇଥିଲେ ଏକ କୋଟି ଟଙ୍କା ।ଜଗା-କାଳିଆଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପରେ ଡାକ୍ତର ଅଶୋକ ମହାପାତ୍ରଙ୍କ ନେତୃତ୍ୱରେ ଗଢ଼ା ହୋଇଥିଲା ଏକ ଡାକ୍ତର ଟିମ୍ । ଏଥିରେ ନିଶ୍ଚେତକ, ନିରୋ, ମେଡିସିନ, ପ୍ଲାଷ୍ଟିକ ସର୍ଜରୀ, ପେଡିୟେଟ୍ରିକ୍ ପ୍ରଭୃତି ବିଭାଗର ୧୮ ଜଣ ବିଶେଷଜ୍ଞ ସଦସ୍ୟ ଥିଲେ । ଏପରିକି ବିଦେଶରୁ ମଧ୍ୟ ଆସିଥିଲେ ବଛା ବଛା ଡାକ୍ତର । ୨୦୧୭ ଅଗଷ୍ଟ ୨୮ ତାରିଖରେ ଡାକ୍ତରମାନେ ଆରମ୍ଭ କରିଥିଲେ ଅପରେସନ । ଏହି ବିରଳ ଅପରେସନକୁ ଦେଖୁଥିଲା ସମଗ୍ର ବିଶ୍ୱ । ଜଗା-କାଳିଆଙ୍କ ଆଶୁ ଆରୋଗ୍ୟ କାମନା କରି ସମଗ୍ର ଦେଶର ଲୋକମାନେ ସେମାନଙ୍କ ଆରାଧ୍ୟଙ୍କୁ କରିଥିଲେ ପ୍ରାର୍ଥନା । ଆଉ ମିଲୁପଡ଼ାରେ ଜଳିଥିଲା ଅଖଣ୍ଡ ଦୀପ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like