-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭଇଁଷା କଲେଜ ରାସ୍ତା ସୋଚନୀୟ ବାରମ୍ବାର ଖବର ବର ପ୍ରକାଶକଲା ପରେବି ପ୍ରଶାସନର ଦୃଷ୍ଟି ପଡୁନି

01-Aug-2022



ପାଟଣାଗଡ (ସଚ୍ଚିଦାନନ୍ଦ ମହାକୁର )  ସରକାର ରାସ୍ତା ଘାଟ ନିର୍ରମାଣ କରିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି କରିଚାଲିବାସହ ଯୋଜନା ପରେ ଯୋଜନା କରିଚାଲିଛନ୍ତି !କିନ୍ତୁ ବିଭାଗୀୟ ଅଧିକାରୀ ଓ଼ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁଁ ଅନେକ ଗ୍ରାମାଞ୍ଚଳ ମାନଙ୍କର ରାସ୍ତା କାମ ସବୁ ପଡିରହିଛି !  କାହାପାଇଁ ଏ ସରକାର ଏତେଗୁଡିଏ ଯୋଜନା କରିଚାଲିଛନ୍ତି ବୋଲି ସ୍ଥାନୀୟ ଲୋକମାନେ କହୁଛନ୍ତି ! ତାର ଏକ ଉଦାହରଣ ଦେଖିବାକୁ ମିଳିଛି ବଳାଙ୍ଗିର  ଜିଲ୍ଲା ପାଟଣାଗଡ ବ୍ଲକ ଅଧିନସ୍ଥ ଭଇଁଷା କଲେଜ ରାସ୍ତା ଦିରର୍ଘଦିନ ହେଲା ସୋଚନୀୟ ଅବସ୍ଥାରେ  ପଡ଼ିରହିଛି ! ରାସ୍ତାର ମେଟାଲ ସବୁ ରାସ୍ତାରୁ  ଉପୁଡିଗଲାଣି  ! ଫଳରେ ସେହି ରାସ୍ତାରେ ଯାତାୟତ କରିବା ପାଇଁ ଲୋକଙ୍କୁ ବହୁ ଅସୁବିଧାର ଶମ୍ବୁଖିନ ହେଇବାକୁ ପଡୁଛି  ! ଏହି ରାସ୍ତାଟି ୟୋତିବିକାଶ କଲେଜ ଦେଇ ବଳାଙ୍ଗୀର ପାଟଣାଗଡ ମୁଖ୍ୟରାସ୍ତାକୁ ସଂଯୋଗ କରୁଥିବା ବେଳେ !  ଆଖପାଖ ଅଂଚଳଲୋକ ଓ଼ ସ୍କୁଲ କଲେଜ କୁ  ଛାତ୍ର ଛାତ୍ରୀ ମାନେ ପାଠ ପଢିବା ପାଇଁ ଯିବାଆସିଇବା କରୁଥିବା ବେଳେ ଭଇଁସା ଗ୍ରାମରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଏହି ରାସ୍ତା ଦେଇ ଦଇନିକ ସହସହ ଲୋକ ଯାଇ ଥାଆନ୍ତି ! କିନ୍ତୁ ଏହି ରାସ୍ତା ଉପରେ କୌଣସି ନେତା ମନ୍ତ୍ରୀ ବିଭାଗୀୟ ଅଧିକାରୀ କିମ୍ବା ପ୍ରଶାସନର ବି ଦୃଷ୍ଟି ପଡୁନାହିଁ ! ନିରର୍ଵାଚନ ସମୟ ଆସିଗଲେ ନେତା ମନ୍ତ୍ର୍ରୀ ମାନେ  ରାସ୍ତା କାମ କରି ଦେମୁବୋଲି ପତିଶୁତି ଦେଇଥାନ୍ତି ଓ଼ ସେହି ରାସ୍ତା ଦେଇ ଯିବାଆସିବା କରିଥାନ୍ତି କିନ୍ତୁ ନିରର୍ବାଚନ ସରିଗଲେ  ସେହିକଥାକୁ ସେମାନେ ଭୁଲି ଯାଇଥାନ୍ତି !  ଏଠାରେ ଯିବାଆସିବା ପାଇଁ ଅସୁବିଧା ହେଉଛନ୍ତି ସାଧାରଣ ଲୋକେ ଏହି ରାସ୍ତାକୁ ବ୍ଲକ ଓ଼ ଜିଲ୍ଲା ପ୍ରଶାସନ ତୁରନ୍ତ ଧ୍ୟାନ ଦେଇ ରାସ୍ତାକୁ ମରାମତି କରନ୍ତୁ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି !


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like