-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା : ମୃତ ବ୍ୟକ୍ତି ଙ୍କ ନାମରେ ଟଙ୍କା ଉଠାଣ, ଯୋଗାଣ ସହାୟକଙ୍କୁ ଚାକିରୀରୁ ବହିସ୍କାର କଲେ ଜିଲ୍ଲାପାଳ

01-Aug-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅଧିନସ୍ଥ ଝାରମୁଣ୍ଡା ପଂଚାୟତରେ କିଛିଦିନ ହେଲା ମୃତବ୍ୟକ୍ତି ମାନଙ୍କ ଭତ୍ତା ଟଙ୍କା ଉଠାଣ ବିଷୟକୁ ନେଇ ଚର୍ଚ୍ଚା ଜୋର ଧରିଥିଲା l  ଭତ୍ତା ବଣ୍ଟନ ଦାୟିତ୍ୱରେ ଥିବା ପଂଚାୟତ ଯୋଗାଣ ସହାୟକ ହେମନ୍ତ ସାହୁ ଏବଂ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଭାବେ ବ୍ଲକ ସାମାଜିକ ସୁରକ୍ଷା ଅଫିସରେ କାର୍ଯ୍ୟରତ ଶ୍ରୀକାନ୍ତ ଗଡ଼ତ୍ୟା ଦୁହେଁ ମିଶି ଝାରମୁଣ୍ଡାର ଅନେକ ମୃତବ୍ୟକ୍ତିଙ୍କ ବର୍ଷ ବର୍ଷ ଧରି ବେଆଇନ ଭାବରେ ଭତ୍ତାଟଙ୍କା ହଡପକୁ ନେଇ ଅଭିଯୋଗ ହୋଇଥିଲା l ଜିଲ୍ଲା ପ୍ରଶାସନର ଉକ୍ତ ଘଟଣାର ତଦନ୍ତ ପରେ ଜିଲ୍ଲାପାଳ ଚଞ୍ଚଳ ରାଣl ଯୋଗାଣ ସହାୟକ ହେମନ୍ତ ସାହୁ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଗଡ଼ତ୍ୟାଙ୍କୁ  ଚାକିରିରୁ ବହିଷ୍କାର କରିଛନ୍ତି l ପଂଚାୟତ ଅଧିନସ୍ଥ ଗ୍ରାମର କେତେକ ମଧୁବାବୁ ପେନସନ ଓ ଏନଏସଏପି ଯୋଜନା ମୃତ ବ୍ୟକ୍ତିଙ୍କ ନାମରେ ଟଙ୍କା ଉଠି ଥିବାର ନୂତନ ଭାବେ ନିର୍ବାଚିତ ହୋଇଥିବା ସରପଞ୍ଚ ଏ ବିଷୟ ଜାଣିବାକୁ ପାଇଲେ l ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ପ୍ରଥମ ସମିତି ବୈଠକରେ ଏହି ପ୍ରସଙ୍ଗ ଉଠାଇ ତଦନ୍ତ ପାଇଁ ଦାବି କରିଥିଲେ l ତଦନ୍ତ ପରେ ପଂଚାୟତର  ୫୬ଜଣ ମୃତବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠିଥିବା ଜଣା ପଡିଲା l ଏହାପରେ ଉପ ଜିଲ୍ଲପାଳ ଲମ୍ବୋଦର ଧରୁଆ ସିଡିପିଓଙ୍କୁ ମୃତବ୍ୟକ୍ତିଙ୍କ ତାଲିକା ମାଗିଵା ସହ ଲୋଇସିଂହା ବିଡ଼ିଓ ଓ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ପଂଚାୟତରେ ବଣ୍ଟନ ହୋଇଥିବା ଭତ୍ତା ରେଜିଷ୍ଟର ଜବତ କରି ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଦାଖଲ କରିବା ଲାଗି ନିର୍ଦେଶ ଦେଲେ l ଏପ୍ରିଲ ରୁ ସେପ୍ଟେମ୍ବର ୨୦୨୧ ଓ ଅକଟୋବର ରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଭତ୍ତା ବଣ୍ଟନ ରେଜିଷ୍ଟର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପଠାଗଲା l ଏହାପରେ ସୁଦ୍ଧ ସହ ହଡପ ଟଙ୍କା ଅସୁଲି ପାଇଁ ଉପଜିଲ୍ଲପାଳ ବ୍ଲକ ପ୍ରଶାସନକୁ କହିଲେ l  ୩ ଲକ୍ଷ ୧୭ ହଜାର ୮ ସହ ଟଙ୍କା

ଯୋଗାଣ ସହାୟକ ଶ୍ରୀ ସାହୁଙ୍କ ଠାରୁ ଓ ପି. ଏ ଶ୍ରୀ ଗଡ଼ତ୍ୟାଙ୍କ ଠାରୁ ୯୯ ହଜାର ଟଙ୍କା ଅସୁଳି ପାଇଁ ନିର୍ଦେଶ ଦେଲେ l ଉକ୍ତ ଟଙ୍କା ଜୁଲାଇ  ୧୧ତାରିଖରେ ବ୍ଲକ ପ୍ରଶାସନ ନିକଟରେ ଜମାଦେଲେ l ଜିଲ୍ଲାପାଳ ଚଞ୍ଚଳ ରାଣା ଦାୟିତ୍ୱରେ ଅବହେଳା କାରଣରୁ ଜୁଲାଇ ୧୬ ତାରିଖ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଆଗଲପୁରକୁ ବଦଳି କରିଛନ୍ତି l ଜୁଲାଇ ୨୮ରେ ଜିଲ୍ଲାପାଳଙ୍କ ପତ୍ରସଂଖ୍ୟା ୧୬୦୪ରେ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଓ ୧୬୦୬ରେ ଯୋଗାଣ ସହାୟକଙ୍କୁ ଚାକିରୀରୁ ବହିସ୍କୃତ କରିଥିବା ଭାରପ୍ରାପ୍ତ ବିଡ଼ିଓ ବିଜୟ କୁମାର ହୋତା ପ୍ରକାଶ କରିଛନ୍ତି l  ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ଆସୁଛି ଯେ ଲୋଇସିଂହା ବ୍ଲକ ଝାରମୁଣ୍ଡା ପଂଚାୟତରେ ଏଭଳି ଘଟଣା ଘଟିଛି ତାହା ନୁହେଁ ବ୍ଲକର ଅନ୍ୟାନ୍ୟ କେତୋଟି ପଂଚାୟତରେ ମଧ୍ୟ ଏଭଳି ଘଟଣା ଘଟି ଥାଇପାରେ ଏଣୁ ପ୍ରଶାସନର ଦୃଷ୍ଟି ସହ ତଦନ୍ତର ଆବଶ୍ୟକ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like