-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ବାଇକ୍ ଦୁର୍ଘଟଣା ପରେ ବେହୋସ୍ ହୋଇ ପଡିଲେ ଯୁବକ, ଘଟଣାସ୍ଥଳରୁ ବାଇକ୍ ଉଭାନ୍

01-Aug-2022



ବଲାଙ୍ଗିର / ଗତକାଲି ସକଲେ ବାଇକ୍ ଦୁର୍ଘଟଣା ପରେ ଜଣେ ଯୁବକ ସଂଜ୍ଞାହୀନ ହୋଇ ମଝି ରାସ୍ତା ରେ ପଡ଼ି ଯାଇଥିବା ବେଳେ ରହସ୍ୟଜନକ ଭବରେ ଦୂର୍ଘଟଣା ସ୍ଥଳରୁ ବାଇକ୍ ଉଭାନ୍ ହୋଇ ଯାଇଛି l ଏପରି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଦାବରୀ ଗାଁ ରେ l ସୂଚନାରୁ ପ୍ରକାଶ ଯେ, ଗତକାଲି ଏହି ଗାଁ ର ବିଶ୍ଵନାଥ ଛାତ୍ରୀଆ( ୪୦)  ନିଜର ଦୁଇ ଜଣ ସାଙ୍ଗକୁ ଧରି ଦାବରୀ ରୁ ବାଲଖମା ଯାଇଥିଲେ l ଦୁଇ ସାଙ୍ଗକୁ ବାଲଖମା ଗାଁ ରେ ଛାଡି  ବିଶ୍ଵନାଥ ନିଜ ଗାଁ କୁ ବାଇକ୍ ରେ ଫେରୁଥିବା ବେଳେ ରାତି ପାଖାପାଖି ୯ ଟା ସମୟରେ ମୁରିବାହାଲ ବ୍ଲକ ଚନlବାହାଲ ନିକଟରେ ବାଇକ୍ ରୁ ପଡି ବିଶ୍ଵନାଥ ଦୁର୍ଘଟଣା ସ୍ଥଳରେରେ ବେହୋସ୍ ହୋଇ ପଡିଥିବା କିଛି ଗ୍ରାମବାସୀ ଦେଖିବାକୁ ପାଇ ଥିଲେ l  ବିଶ୍ଵନାଥ ଚଳାଉଥିବା ବାଇକ୍ ରୁ ପତ୍ତା ମିଳୁନଥିବା ବେଳେ ବିଶ୍ଵନାଥଙ୍କ ଶରୀରର କୌଣସି ସ୍ଥାନରେ ଆଘାତ ଚିହ୍ନ ନଥିବା ଘଟଣାକୁ ଆହୁରି ରହସ୍ୟାବୃତ୍ତ କରିଛି l ତେବେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବିଶ୍ଵନାଥଙ୍କ ବର୍ତ୍ତମାନ ପର୍ଯ୍ୟନ୍ତ  ହୋସ୍ ଆସିନଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like