-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବରଗଡ଼ରେ ପ୍ରଥମ ଥର ପାଇଁ ଜେଇଇ (ସେସନ୍ ୧ ଓ ୨) ଏବଂ ନିଟ୍ (ୟୁଜି)-୨୦୨୨ ପରୀକ୍ଷା କେନ୍ଦ୍ର ସ୍ଥାପନ ତଥା ପରୀକ୍ଷା ସଫଳତାର ସହ ପରିଚାଳନା 

01-Aug-2022



ବରଗଡ଼(ନରଂଜନ ତ୍ରିପାଠୀ) ବରଗଡ଼ସ୍ଥିତ ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଏଣ୍ଡ୍ ଟେକ୍ନୋଲୋଜିରେ ଜେଇଇ ମେନ୍ ସେସନ୍‌-୨ ପରୀକ୍ଷା ୨୭.୦୭.୨୦୨୨ ରୁ ଆରମ୍ଭ ହୋଇ  ୩୦.୦୭.୨୦୨୨ରେ ସଫଳତାର ସହ ସମ୍ପନ୍ନ ହୋଇଛି । ଏଥିରେ ୪୨୧ଜଣ ପରୀକ୍ଷାର୍ଥୀ ସିବିଟି (କମ୍ପ୍ୟୁଟର୍ ବେସ୍‌ଡ୍ ଟେଷ୍ଟ୍‌) ମାଧ୍ୟମରେ ପରୀକ୍ଷା ପାଇଁ ଆବେଦନ କରିଥିଲେ । ସେହିପରି ଜେଇଇ ମେନ୍ ସେସନ୍‌-୧ ପରୀକ୍ଷା ୨୩.୦୬.୨୦୨୨ ରୁ ୨୯.୦୬.୨୦୨୨ ତାରିଖ ମଧ୍ୟରେ ୬୨୯ଜଣ ଏବଂ ଜୁଲାଇ ୯ ରୁ ୧୭ ୟୁଜିସି (ନେଟ୍‌) ରେ ୧୩୭ଜଣ  ପରୀକ୍ଷାର୍ଥୀ ପରୀକ୍ଷା ଦେଇସାରିଛନ୍ତି । ପ୍ରକାଶ ଥାଉକି, ଏନ୍‌ଟିଏ (ନ୍ୟାସ୍‌ନାଲ୍ ଟେଷ୍ଟିଂ ଏଜେନ୍ସି) ଦ୍ୱାରା ପ୍ରଥମ ଥର ପାଇଁ ବରଗଡ଼ ଜିଲ୍ଲାରେ ଜେଇଇ, ୟୁଜିସି-ନେଟ୍ ଏବଂ ନିଟ୍ (ୟୁଜି) ୨୦୨୨ ପାଇଁ ପରୀକ୍ଷାକେନ୍ଦ୍ରମାନ ଆରମ୍ଭ ହେଲା । ସମଗ୍ର ବରଗଡ଼ ତଥା ଆଖପାଖ ଜିଲ୍ଲା ପାଇଁ ବରଗଡ଼ ସହରରେ ଚାରୋଟି କେନ୍ଦ୍ରରେ ଯଥା- ବରାହଗୁଡ଼ା ସ୍ଥିତ ବିକାଶ ରେସିଡେନ୍ସିଆଲ୍ ସ୍କୁଲ୍‌, ବିକାଶ ହାୟର୍ ସେକେଣ୍ଡାରୀ ସ୍କୁଲ୍ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ଓ ରୋଟାରୀ ସ୍କୁଲ୍‌ରେ ଏହି ନିଟ୍ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ସମସ୍ତ ଚାରୋଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୧୧୫୩ଜଣ ପରୀକ୍ଷାର୍ଥୀ ନିଟ୍ ପରୀକ୍ଷା ଦେଇଥିଲେ । ପରୀକ୍ଷାର୍ଥୀ ତଥା ଅଭିଭାବକମାନଙ୍କ ପାଇଁ ନିଜ ଜିଲ୍ଲାରେ ନିଟ୍‌, ୟୁଜିସି-ନେଟ୍ ଓ ଜେଇଇ ପ୍ରବେଶିକା ପରୀକ୍ଷା ଦେବାର ବ୍ୟବସ୍ଥା ନିଶ୍ଚିତ ଭାବରେ ଏକ ଅପୂର୍ବ ସୁଯୋଗ । ସମସ୍ତ ପରୀକ୍ଷା ସମୟରେ ଭିଡ଼ ପରିଚାଳନା ତଥା ପରୀକ୍ଷା କେନ୍ଦ୍ରରେ ଆଇନ୍ ଶୃଙ୍ଖଳା ରକ୍ଷା କରିବାରେ ଜିଲ୍ଲା ପ୍ରଶାସନ, କଲେକ୍ଟର ଓ ଆରକ୍ଷୀ ଅଧୀକ୍ଷକଙ୍କ ସହଯୋଗ ଉଲ୍ଲେଖଯୋଗ୍ୟ । ଏନ୍‌ଟିଏ ଦ୍ୱାରା ନିଯୁକ୍ତ ସିଟି କୋଅର୍ଡିନେଟର୍ ତଥା ବିକାଶ ରେସିଡେନ୍‌ସିଆଲ୍ ସ୍କୁଲ୍‌, ବରଗଡ଼ର ଅଧ୍ୟକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ନିଟ୍‌, ୟୁଜିସି-ନେଟ୍ ଓ ଜେଇଇ ପରୀକ୍ଷା ପରିଚାଳନା ସଫଳତାର ସହ ସମ୍ପନ୍ନ ହୋଇଛି । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ