-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଉପଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

01-Aug-2022



ପାଟଣାଗଡ (ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଲୟ ସଭାଗୃହଠାରେ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ପାଟଣାଗଡ ଉପଜିଲ୍ଲାପାଳ ଡ଼ା. ବିଜୟାନନ୍ଦ ସେଠି ସମୀକ୍ଷା କରିଥିଲେ । ସମୀକ୍ଷା ବୈଠକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭୀମସେନ କହଁର, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁ, ଉପଖଣ୍ଡ ମଙ୍ଗଳ ଅଧିକାରୀ ଦୀପ୍ତି ମନ୍ତ ଭୋଇ, ସହକାରୀ ଯନ୍ତ୍ରୀ ସୌମ୍ୟ କିଶୋର ଜୟପୁରିଆ ଉପସ୍ଥିତିରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ବ୍ଲକର ଉନ୍ନୟନ କାମ, ପିଡିଏସ ଚାଉଳ ଯୋଗାଣ, ବିଭିନ୍ନ ଭତ୍ତା ଯୋଗାଣ, ଶିଶୁ ଖାଦ୍ୟ, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଶ୍ରମିକମାନଙ୍କୁ କାମ ଓ ମଜୁରୀ ପ୍ରଦାନ ସମେତ ଗ୍ରାମୀଣ ଆବାସ ଯୋଜନା ଉପରେ ସମୀକ୍ଷା ହୋଇଥିଲା । ସରକାରଙ୍କ ଲୋକାଭିମୁଖୀ ଯୋଜନା କିଭଳି ଠିକ୍‌ ସମୟରେ ଠିକ୍‌ ଭାବରେ ପହଞ୍ଚିବ ସେନେଇ ସମସ୍ତ କର୍ମଚାରୀଙ୍କୁ ଉପଜିଲ୍ଲାପାଳ କହିଥିଲେ । ବୈଠକରେ ସିଡ଼ିପିଓ ସୁଜାତା ଦୋରା, ଜିପିଓ ସୁଶାନ୍ତ କୁମାର ପାଣି, ଯୋଗାଣ ଅଧିକାରୀ ବିକାଶ କୁମାର ବାର୍ଲା, ପିଏ ଅଶୋକ ପାଣିଗ୍ରାହୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କନିଷ୍କ ବିଭାର ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପିଇଓ, ଜିଆରଏସ, ଯୋଗାଣ ସହାୟକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like