-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ କରାଟେ ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲା କରାଟେ ସଂଘ ର ସଫଳତା: କୃତୀ ପ୍ରତିଯୋଗୀ ମାନଙ୍କୁ ରେଲୱେ ଷ୍ଟେସନରେ ଦିଆଗଲା ସମ୍ବର୍ଦ୍ଧନା 

01-Aug-2022



ବଲାଙ୍ଗୀର(ପ୍ରେରଣା ଖବର)-ଗତ ଜୁଲାଇ ୨୯ ଓ ୩ଠ ତାରିଖ ଦୁଇ ଦିନ ଧରି କୋଲକାତା ଠାରେ  ଷଷ୍ଠ ଆନ୍ତର୍ଜାତିକ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅଲ୍ ଇଣ୍ଡିଆ ସେଇସିନକାଇ କରାଟେ ଫେଡେରେସନ ଆନୁକୂଲ୍ୟରେ

ଅନୁଷ୍ଠିତ ଏହି କରାଟେ ପ୍ରତିଯୋଗିତାରେ ବଲାଙ୍ଗୀର  କରାଟେ ସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇ ସମସ୍ତଙ୍କ ପ୍ରଶଂସାଭାଜନ ହୋଇ ପାରିଛନ୍ତି । ବଲାଙ୍ଗୀରର ମୁଖ୍ୟ ପ୍ରଶସକ ହୃଦୟ ରଂଜନ ସବର ଙ୍କ ଉତ୍ତ୍ୱାବଧାନରେ  ୧ଠ ଜଣ ଛାତ୍ର କୋଲକାତା ଅଭିମୁଖେ ଯାତ୍ରା କରିଥିଲେ । ଏମାନଙ୍କ

ମଧ୍ୟରୁ ୫ଜଣ ପ୍ରତିଯୋଗୀ ଗୋଲ୍ଡ, ଜଣେ ସିଲଭର୍ ଓ ଜଣେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ଆଜି କୋଲକାତାରୁ ଟ୍ରେନ୍ ଯୋଗେ ବଲାଙ୍ଗୀରରେ ପହଂଚିବା ପରେ ରେଳ ଷ୍ଟେସନ ଠାରେ ସମସ୍ତ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।  ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ମାନେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଫୁଲତୋଡା ଦେଇ ସମ୍ବର୍ଦ୍ଧି କରାଯାଇଥିଲା । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like