-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ନବ ନିର୍ବାଚିତ ସଭାପତି ଙ୍କ ଦାୟିତ୍ଵ ଗ୍ରହଣ

01-Aug-2022



ବରଗଡ:- ବରଗଡ ଜିଲ୍ଲା ପାଇକମାଲ ବ୍ଳକ ଅନ୍ତର୍ଗତ ପଲସଦା ପ୍ରାଥମିକ କୃଷିସମବାୟ ସମିତି ଲିଃ ର ନବନିର୍ବାଚିତ ସଭାପତି ଭାବରେ ଶ୍ରୀମାନ କୁନାଲ ସିଂ ବରିହା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଦାୟିତ୍ଵ ଗ୍ରହଣ ସମାରୋହରେ ସମିତିର ଉପସଭାପତି ଶ୍ରୀମତୀ ପଙ୍କଜିନୀ ପାଣିଗ୍ରାହୀ ତଥା ସଦସ୍ୟ ସର୍ବଶ୍ରୀ ମୁରଲୀଧର ସାହୁ,ହରିଚରଣ ସାହୁ, ନନ୍ଦଳାଲ ବରିହା, ଭିଷ୍ମଦେବ ସାହୁ, ଧବଳେଶ୍ୱର ସାହୁ,ଅରୁପାନନ୍ଦ ପଟେଲ, ଲଲିତ ପଟେଲ, ହୁତାଶନ ପାଣ୍ଡେ, ଝାଙ୍କରୁ ବରିହା, ରାଜେଶ୍ୱର ମାଝୀ,ମନରଞ୍ଜନ ଡନସନା,ମିଳନ ସିଂ ବରିହା, ଶ୍ରୀମତୀ ମୁଗବତୀ ବରିହା  ଏବଂ ସରପଞ୍ଚ ପଙ୍କଜ କୁମାର ସାହୁ ଙ୍କ ସମେତ ସମିତି ସଭ୍ୟ ମହେନ୍ଦ୍ର କୁମାର ବରିହା ଉପସ୍ଥିତ ରହି

ନବନିର୍ବାଚିତ ସଭାପତି ଶ୍ରୀମାନ ବରିହା ଙ୍କୁ ସ୍ୱାଗତ କରିଥିଲେ । ସମିତିର ସଂପାଦକ ହେମନ୍ତ ସାହୁ ସଭାପତି ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଅଭିଭାଷଣ ରେ ସଭାପତି ଶ୍ରୀଯୁ୍କ୍ତ ବରିହା ସଦସ୍ୟ ମାନଙ୍କୁ ଧନ୍ୟବାଦ ଦେଇ ସମିତିର କର୍ମଚାରୀ ମାନଙ୍କୁ ସ୍ୱଚ୍ଚ ଏବଂ ନିର୍ମଳ ଭାବରେ ଚାଷୀମାନଙ୍କର ସେବା,ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି । ଆଜି ପବିତ୍ର ସମ୍ବଲପୁରୀ ଦିବସ ଅବସରରେ ସଭାପତି ଶ୍ରୀମାନ ବରିହାଙ୍କ ପରିଚାଳନା ରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ପଲସଦା ଗ୍ରାମଠାରେ ଅନୁଷ୍ଠିତ ହୋଇଥିଲା । ଶେଷରେ ସମ୍ବଲପୁରୀ ଦିବସ ର ତାତ୍ପର୍ଯ୍ୟ ଏବଂ ପରିବେଶ ର ସ୍ୱଚ୍ଛତା ଉପରେ ଆଲୋକପାତ ପରେ ଗ୍ରାମବାସୀ ଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like