-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଜିଲାପାଳଙ୍କ କାର୍ଯ୍ଯାଳୟ ସଭା ଗୃହରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

01-Aug-2022



ନବରଙ୍ଗପୁର(ପ୍ରେରଣା ଖବର) : ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭା ଗୃହରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୫୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୮ ଗୋଟି ଗୋଷ୍ଠୀ

ଗତ ହୋଇଥିବା ବେଳେ ବଳକା ୪୨ଗୋଟି  ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ରହିଥିଲା । ସେଥିମଧ୍ୟରୁ ଆବଶ୍ୟକ ଡାକ୍ତରୀ ଚିକିତ୍ସା, ପ୍ରଧାନମନ୍ତ୍ରୀ ଆବାସ, ଘର ଡିହ, ଜମିପଟ୍ଟା, ନିଯୁକ୍ତି ସୁବିଧା, ଉଚ୍ଚ ଶିକ୍ଷା ପାଇଁ ଆର୍ଥିକ ସହାୟତା, ଦିବ୍ୟଙ୍ଗ ଆର୍ଥିକ ସହାୟତା, କଭିଡ୍ ଅନୁକମ୍ପା ରାଶି ପ୍ରଦାନ, ବିଦ୍ୟୁତ୍ ସଂଯୋଗ, ପାରିବାରିକ ସମସ୍ୟା,ଜମିଜମା ସଂକ୍ରାନ୍ତୀୟ  ଇତ୍ୟାଦି ଅଭିଯୋଗ ର ଶୁଣାଣି ହୋଇଥିଲା। ପଞ୍ଜିକରଣ କରାଯାଇଥିବା ସମସ୍ତଙ୍କର ଆପତ୍ତି, ଅଭିଯୋଗ  ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏହି ଜନଶୁଣାଣୀ ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ  ଜିଲ୍ଲାପାଳ ଡକ୍ଟର ମିଶ୍ର ଙ୍କ ଦ୍ଵାରା ପାଞ୍ଚଟି ଗ୍ରୁପ କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ଗ୍ରୁପ୍ ପିଛା ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ର ଚେକ୍ ଏବଂ ପାଞ୍ଚ ଜଣ ଙ୍କୁ ତୃତୀୟ ଲିଙ୍ଗ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା ଏହି କାର୍ଯ୍ୟକ୍ରମ ରେ  ଜିଲ୍ଲାପାଳ ଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ

ଜିଲ୍ଲାପରିଷଦ,ରତ୍ନାକର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କାଳିପ୍ରସାଦ ବେହେରା, ଜିଲ୍ଲା ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଭିମନ୍ୟୁ ମାଝୀ ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଂଜନ ସାମନ୍ତରାୟ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ସୁଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନିଆଲ୍ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like