-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଳକ : ଜାଲ  ଶିକ୍ଷୟତ୍ରୀ ବହିଷ୍କାର ଧଉଁରାଦାଦର ସ୍କୁଲରେ  କରୁଥିଲେ  ଚାକିରି

01-Aug-2022



ସାଲେଭଟା (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ଆଗଲପୁର(ଡୁଡୁକା) ବ୍ଳକ ରେ  ଅନେକ ଜାଲ ଶିକ୍ଷକ ଶିକ୍ଷୟତ୍ରୀ ଜାଲକାଗଜପତ୍‌ହେଇ ଚାକ୍‌ିରିକରୁଥିବା ଆଲୋଚନା ହୋଇ ଆସୁଥିବାବଳେ ଜଣେ ଶିକ୍ଷୟତ୍ରୀ  ଜାଲକାଗଜପତ୍ର୍ ଦେଇ ଚାକିରି କରୁଥିବା ରୁ ବଲାଙ୍ଗିର ଜିଲ୍ଲାପାଲ ଚାକିରିରୁ ବହିଷ୍କାର କରିଛନ୍ତି । ପ୍ରପ୍ତ ଖବର ଅନୁସାରେ  ଗତ ଚୁମକି ପଧାନ ୨୦୧୪ ମସିହାରେ  ଶିକ୍ଷା ସହାୟକ ଭାବରେ ନିଯୁକ୍ତି ପାଇଥିଲେ । ବେନ୍ଦ୍ରା ଗ୍ରାମପଂଚାୟତ ଧଉଁରାଦାଦର   ପ୍ରଥମିକ ସ୍କୁଲରେ ଶିକ୍ଷାସହାୟକ ଭାବରେ ଯୋଗଦାନ କରିଥିଲେ । ସାଲେଭଟାରେ ଏକ ଭଡାଘରେ ରହି ଆସୁଛନ୍ତି । ଇତି ମଧ୍ୟରେ ଶିକ୍ଷାସହାୟକ ରୁ ନିୟମିତ ହୋଇ ସହକାରି ଶିକ୍ଷୟତ୍ରୀ ହେଇ ନିୟମିତ ଚାକିରି କରିଆସୁଥିଲେ । ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିନରେ ସଂପୃକ୍ତ ଚୁମକି ପଧାନ  (ଶିକ୍ଷୟତ୍ରୀ) ନିଜର ପ୍ରମାଣ ପତ୍ର ଦାଖଲକରିଥିଲେ । ନିଯୁକ୍ତି ପାଇଥିବା ସମୟରେ ଦାଖଲକରିଥିବା ସମସ୍ତ ପ୍ରମାଣପ୍‌ତ୍ର୍ର ଯାଂଚ ସମୟରେ ଚୁମକି ପଧାନଙ୍କ ଦାଖଲ ହୋଇଥିବା ବିଇଡି ପ୍ରମାଣ ପତ୍ର ଓ ମାର୍କସିଟ ଜାଲ ହୋଲି ଜଣାପଡିଥିଲା । ନିଯୁକ୍ତି ପାଇଁ ଦାଖଲ ଜାଲ ପ୍ରମାଣ ପତ୍ର ଦାଖଲ ଯୋଗୁଁ ବଲାଙ୍ଗିର ଜିଲ୍ଲା ପାଲ ସଂପୃକ୍ତ ଶିକ୍ଷୟତ୍ରୀ ଙ୍କ ବିରୁଦ୍ଧରେ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତିି । ଚାକିରିରୁ ବହୀଷ୍କାର କରାଯିବାସହ ।ଏପରକି ସଂପୃକ୍ତ ଶିକ୍ଷୟତ୍ରୀ ଚୁମକି ପଧାନଙ୍କ ବିରୋଧରେ ଲୋଇସିଂହା ଥାନାରେ ଲିଖିତ ଅଭିଯୋଗ କରିବାକୁ  ନିର୍ଦ୍ଦେଶ ହେଇଛନ୍ତି ।୨୦୧୪ ମସିହା ନିଯିକ୍ତି ପାଇଥିବା ଦିନଠାରୁ ଆଜିପର୍ଯ୍ୟନ୍ତ ପାଇଥିବା ସମସ୍ତ ଆର୍ଥିକ ରାଶି ଗ୍ରହଣ କରିବାକୁ ଆଗଲପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବଲାଙ୍ଗିର ଜିଲ୍ଲାପାଲ ନିର୍ଦ୍ଦେଶ ହେଇଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like