-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଏସିଏମ ଏବଂ ପମ୍ପ ଡ୍ରାଇଭର ତାଲିମ କାର୍ଯ୍ୟକ୍ରମ ଉଦଯାପିତ।

01-Aug-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପଞ୍ଚାୟତ ସମିତି ତରଫରୁ ଜଳ ଓ ପରିମଳ ବିଭାଗ ଅଧିନରେ କାର୍ଯ୍ୟରତ ଥିବା ଏସିଏମ୍‌ ଓ ପମ୍ପ ଡ୍ରାଇଭର ମାନଙ୍କର ଚାଲିଥିବା ୧୦ ଦିନିଆ ତାଲିମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ତାଲିମ କାର୍ଯ୍ୟକ୍ରମଟି ବ୍ଲକର ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟ ମାନଙ୍କରେ ହୋଇଥିବା ବେଳେ ଉଦଯାପନୀ ତାଲିମ କାର୍ଯ୍ୟକ୍ରମ ଡିଣ୍ଡିରାଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଝୁଲିଲତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦ୍‌ଯାପନୀ ତାଲିମ କାର୍ଯ୍ୟକ୍ରମରେ ଫିରଙ୍ଗିଆ ବିଡିଓ ରଶ୍ମିରଞ୍ଜନ ମହନ୍ତ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଏପିଓ ସୁମନ୍ତ ଉଠାଣ ସିଂ, ଜିପିଓ ରବୀନ୍ଦ୍ର ବେହେରା, ସହକାରୀ ଯନ୍ତ୍ରୀ ଜୟପ୍ରକାଶ ଜେନା, କନିଷ୍ଠ ଜନ୍ତ୍ରୀ ଲିଙ୍ଗରାଜ ପାତ୍ର, ଯନ୍ତ୍ରୀ ସୁନିଲ କୁମାର ପାତ୍ର, ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ସମ୍ବାରିଆ ବେହେରା ଓ ହିଲେଶ୍ୱର ତିର୍କୀ ପ୍ରମୁଖ ଯୋଗଦେଇଥିଲେ । ୧୦ ଦିନ ଧରି ବ୍ଲକର ୨୪ଟି ପଂଚାୟତର ପ୍ରାୟ ୭୦ ଏସିଏମ ଏବଂ ପମ୍ପ ଡ୍ରାଇଭର ମାନେ ତାଲିମରେ ଭାଗ ନେଇଥିଲେ । ତାଲିମରେ ବିଶେଷ କରି କିଭଳି ଭାବେ ପମ୍ପ ପରିଚାଳନା କରାଯିବ ଓ ଜନସାଧାରଣ ପିଇବା ପାଣି ଠିକ ଭାବରେ ପାଇପାରିବେ ସେ ଉପରେ ଗୁରୁତ୍ୱ ଦିଆଯାଇଥିଲା । ସେହିଭଳି ବ୍ଲକରେ କିଭଳି ଭାବରେ ମନରେଗା ଯୋଜନାର ସଫଳ ରୂପାୟନ ହୋଇପାରିବ ସେନେଇ ତାଲିମଦାତା ମାନେ ତାଲିମ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like