-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଐତିହାସିକ ଡ ସଦାନନ୍ଦ ଅଗ୍ରୱାଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀରେ ରକ୍ତଦାନ ଶିବିର ଓ ସାରସ୍ବତ ସଭା

01-Aug-2022



 ବଲାଙ୍ଗୀର, -   ତରଭା ବ୍ଲକ ମେଣ୍ଡା ସ୍ଥିତ ମହର୍ଷି ବୁଦ୍ଧରାମ ଡିଗ୍ରି ମହାବିଦ୍ୟାଳୟରେ ସ୍ବର୍ଗତ ବିଶିଷ୍ଟ ଐତିହାସିକ , ଲିପିତତ୍ତ୍ୱବିଦ , ଗବେଷକ ଡ ସଦାନନ୍ଦ ଅଗ୍ରୱାଲଙ୍କ ପଞ୍ଚମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ  ସଦାନନ୍ଦ ଅଗ୍ରୱାଲ ସ୍ମୁତି କମିଟି ଏବଂ ମହର୍ଷି ବୁଦ୍ଧରାମ  ଡିଗ୍ରି ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ରକ୍ତ ଦାନ ଶିବିର ଓ କଲେଜ କମିଟି ସଭାପତି ବାଳଗୋପାଳ ପଣ୍ଡାଙ୍କ ସଭାପତିତ୍ୱରେ ସାରସ୍ୱତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଡ଼ଃ ସଦାନନ୍ଦ ଅଗ୍ରୱାଲଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୁର୍ବକ  ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇ  କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା ।  ମୁଖ୍ୟ ଅତିଥି ଭାବରେ  ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ , ମୁଖ୍ୟ ବକ୍ତା ଭାବରେ ଡ଼ ସୁଜିତ କୁମାର ପୃଷେଠ,  ଯୁବ ରେଡ଼କ୍ରସ   ବଲାଙ୍ଗୀର ଜିଲ୍ଲା ରେଡକ୍ରସ ସୋସାଇଟି ପୃଷ୍ଠପୋଷକ   ବିଷ୍ଣୁ ପ୍ରସାଦ କେଡ଼ିଆ,   ବଲାଙ୍ଗୀର ଉତ୍କଳ ପ୍ରାଦେଶିକ  ମାରୱାଡି ସମ୍ମେଳନର ସଭାପତି ମନୋଜ ଜୈନ, ମହର୍ଷି ବୁଦ୍ଧରାମ ଉଚ୍ଚ ମାଧ୍ୟମିକ ସ୍କୁଲର ଅଧ୍ୟକ୍ଷ ଅରୁଣ କୁମାର ପାଢୀ , ପାଇକ ବାହଲ ସରପଞ୍ଚ ଗଣନାଥ ସାହୁ , ମେଣ୍ଡା ସରପଂଚ ଲିଜାରାଣୀ ଦଣ୍ଡ ସେନା ,   ,ଅଧ୍ୟକ୍ଷ ସଚ୍ଚିଦାନନ୍ଦ ରଥ, ଅଧ୍ୟାପକ ମଧୁମଙ୍ଗଳ ଖମାରୀ, ବିକାଶ ସାହୁ, ଉମାକାନ୍ତ ନାଗ , ଅଧ୍ୟାପିକା ରୋଜି ମହାନା , ଧୀରେନ୍ଦ୍ର ଝାଂକର, ସଂଜୀବ ପଣ୍ଡା ଏବଂ କର୍ମକର୍ତ୍ତା ବୃନ୍ଦ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଅଧ୍ୟାପକ ପ୍ରିୟବ୍ରତ ମହାକୁର ସଂଯୋଜନା କରିଥିଲେ । ସିଦ୍ଧାର୍ଥ  ଅଗ୍ରୱାଲ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅଧ୍ୟାପକ ବିକାଶ ଝାଙ୍କର    ଧନ୍ୟବାଦ ଅର୍ପଣ କରିଥିଲେ ।      ବକ୍ତାଗଣ ସ୍ବର୍ଗତ ଡ଼ ସଦାନନ୍ଦ ଅଗ୍ରୱାଲଙ୍କ  ସ୍ମୃତି ଚାରଣ ପୂର୍ବକ ତାଙ୍କର ସାହିତ୍ୟ , ଇତିହାସ ,ମହିମା ଧର୍ମ ସମାଜସେବା ପ୍ରତି ଅବଦାନ ସମ୍ପର୍କରେ ସ୍ମୃତି ଚାରଣ କରିଥିଲେ । ତାଙ୍କର ଅବଦାନ ଅତୁଳନୀୟ ସହ ତାଙ୍କର କୄତି ଅନନ୍ଯ  ବୋଲି ଡ ପୄଷେଠମତ ପ୍ରକାଶ କରିଥିଲେ ।

 

 ରକ୍ତ ଦାନ ଶିବିରରେ ସର୍ବ ମୋଟ  ୩୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ସୋନପୁର ରକ୍ତ ଭଣ୍ଡାରର ଡ଼ ବୃନ୍ଦାବନ ମେହେର, ଟେକ୍ନିସିଆନ ଜଗତ ଦରୱାନ,  ସୁବାଷ ଚନ୍ଦ୍ର ପଣ୍ଡା, ଯୁଧିଷ୍ଠିର ନାଏକ ରକ୍ତ ସଂଗ୍ରହ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like