-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନୂତନ ବସ୍ ଟର୍ମିନାଲକୁ ପରିଦର୍ଶନ କଲେ ଜିଲ୍ଲାପାଳ

01-Aug-2022



ବଲାଙ୍ଗୀର (ଅନ୍ତର୍ଯ୍ୟାମୀ ସାହୁ) ଗତ ଜୁଲାଇ ୧ ରେ ବଲାଙ୍ଗୀର ନୂତନ ବସ୍ ଟର୍ମିନାଲକୁ ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘର ସମସ୍ତ ବସ୍ ସ୍ଥାନାନ୍ତର ହେବା ଠିକ୍ ମାସକ ପରେ ଜିଲ୍ଲାପାଳ ଚଞ୍ଚଳ ରାଣା ବସଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି । ବଲାଙ୍ଗୀରର ସମସ୍ତ ଘରୋଇ ଓ ସରକାରୀ ବସ୍ ସମ୍ପୂର୍ଣ୍ଣ ଭାବେ ନୂତନ ବସଷ୍ଟାଣ୍ଡରୁ ଚଳାଚଳ କରୁଥିବାରୁ ସେ ସନ୍ତୋଷ ପ୍ରକାଶ କରିଥିଲେ । ବସଷ୍ଟାଣ୍ଡ ପରିସରରେ ସମସ୍ତ ଦୋକାନୀ ଓ ଉପସ୍ଥିତ ଅନେକ ଯାତ୍ରୀ ମାନଙ୍କ ଠାରୁ ସୁବିଧା ଅସୁବିଧା ପଚାରି ବୁଝିଥିଲେ ଓ ଓଏସ୍‌ଆରଟିସି କର୍ତ୍ତୃପକ୍ଷ ଏବଂ ବସଷ୍ଟାଣ୍ଡ

ପରିଚାଳନା କର୍ତ୍ତୃପକ୍ଷଙ୍କୁ ବସଷ୍ଟାଣ୍ଡର ସ୍ୱଚ୍ଛତାକୁ ନେଇ ତାଗିଦ କରିବା ସଙ୍ଗେ ଅନେକ  ପରାମର୍ଶ ଦେଇଥିଲେ ।  ଜିଲ୍ଲା ଘରୋଇ ବସ୍ ମାଲିକ ସଂଘର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ । ଏକ ଶୌଚାଳୟ ପାଇଁ ଘରୋଇ ବସ ମାଲିକ ସଂଘ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ । ଓଏସଆରଟିସି ପକ୍ଷରୁ ଏହା ନିର୍ମାଣ କରାଯିବ ବୋଲି ଜିଲ୍ଲାପାଳଙ୍କୁ ଉପସ୍ଥିତ ଅଧିକାରୀ  ଅବଗତ କରିଥିଲେ । ଅତିଶୀଘ୍ର ଶୌଚାଳୟ ନିର୍ମାଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିବା  ଦୀର୍ଘଦିନ ପରେ ମଧ୍ୟ  ଅବ୍ୟବହୃତ ଭାବେ ପଡିରହିଥିବା  ନୂତନ ବସଷ୍ଟାଣ୍ଡକୁ କାର୍ଯ୍ୟକ୍ଷମ କରିବା ପାଇଁ ଜିଲ୍ଲାପାଳ ଉଦ୍ୟମ କରିଥିଲେ ଓ ରାଜ୍ୟର ଏକ ଆଦର୍ଶ ବସଷ୍ଟାଣ୍ଡ ଭାବେ ଏହାର ପରିଚାଳନା କରିବାକୁ ଠିକାରେ ନେଇଥିବା ସଂସ୍ଥା, ଘରୋଇ

ବସ ମାଲିକ ସଂଘ ଓ ଓଏସଆରଟିସି କର୍ତ୍ତ୍ରପକ୍ଷ  କୁ ବାରମ୍ଵାର ପରାମର୍ଶ ଦେଇ ଆସୁଛନ୍ତି  । ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ ବସ୍‌ ଯାତ୍ରୀ ଓ ମାଲିକ ସଂଘର ସଭ୍ୟମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଥିଲା ବୋଲି ବସ ମାଲିକ ସଂଘ ସଭାପତି ହେମନ୍ତ ପଣ୍ଡା ପ୍ରକାଶ କରିଛନ୍ତି । ବସ୍ ମାଲିକ ସଂଘର ଉପସଭାପତି ସୌମେନ୍ଦ୍ର ପରିଚ୍ଛା, କୋଷାଧ୍ୟକ୍ଷ ଶିବ ପଟେଲ, ବରିଷ୍ଠ ସଭ୍ୟ ଅକ୍ଷୟ କଣ୍ଟା, ମାନସ ନାୟକ, ସୁନୀଲ ମିଶ୍ର, ବୁଲୁ ବେହେରା, ସତ୍ୟ ପ୍ରକାଶ ପତି, ଭବାନି ପଟେଲ,ହିମାଂଶୁ ନାୟକ, ଚନ୍ଦ୍ରମଣି ତ୍ରିପାଠୀ, ମୁନା ଶତପଥି, ପ୍ରାଣନାଥ ପ୍ରଧାନ, ଜୟନ୍ତ ସିଂଦେଓ, ଅରୁଣ ବରାଇ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like