-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନିଶାଦ୍ରବ୍ୟ ନିରାକରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସମନ୍ୱୟ ଓ ପରିଚାଳନା କମିଟି ବୈଠକ l

01-Aug-2022



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠି) ସୁବର୍ଣ୍ଣପୁର ଜିଲ୍ଲାରେ ନିଶା ଦ୍ରବ୍ୟର ବ୍ୟବହାର ରେ ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସମନ୍ୱୟ ଓ ପରିଚାଳନା କମିଟି ବୈଠକ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟ ରେ ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷ ଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ରେ ନିଶାଦ୍ରବ୍ୟ ର ବ୍ୟବହାର କୁ ନିୟନ୍ତ୍ରଣ କରିବା ସହ ନିରାକରଣ ନିମନ୍ତେ ନିଆଯିବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା l ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ମନୋଜ କୁମାର ଅଦାବର, ବୈଠକର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ସହକାରୀ ପରିଚାଳକ ଅଣ ସଂକ୍ରମକ ରୋଗ ଗୀତାଞ୍ଜଳି ମେହେର ପି ପି ଟି ମାଧ୍ୟମରେ ଜିଲ୍ଲାରେ ନିଶା ଦ୍ରବ୍ୟ ର ତଥ୍ୟ ତଥାନିଆଯାଇଥିବା ଓ ନିଆଯିବାକୁ ଥିବା କାର୍ଯ୍ୟକ୍ରମର ଉପସ୍ଥାପନ କରିଥିଲେ lଏହି ପରିପ୍ରେକ୍ଷୀରେ ଜିଲ୍ଲା ରେ ଥିବା ଜିଲ୍ଲା କାର୍ଯ୍ୟାଳୟ, ସମସ୍ତ ବ୍ଲକ ସ୍ତରୀୟ କାର୍ଯ୍ୟାଳୟ ପରିସରକୁ ନିଶାଦ୍ରବ୍ୟ ମୁକ୍ତ ଅଞ୍ଚଳ ଘୋଷଣା କରାଯିବାକୁ ସମସ୍ତ କାର୍ଯ୍ୟାଳୟ ର ମୁଖ୍ୟ ପ୍ରମୁଖ ଆବଶ୍ୟକ ପଦକ୍ଷେପ ନେବାକୁ ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି l ପୁନଶ୍ଚ ବ୍ଲକ ଓ ଗ୍ରାମାଞ୍ଚଳ ସ୍ତରରେ ନିଶାଦ୍ରବ୍ୟ ନିୟନ୍ତ୍ରଣ ଓ ନିରାକରଣ କମିଟି ଗ୍ରହଣ ପୂର୍ବକ ଆବଶ୍ୟକ ସଚେତନତା ଉପରେ ବୈଠକ ରେ ଆଲୋଚନା କରାଯାଇଛି l ବ୍ଲକ ଓ ଗ୍ରାମ୍ୟ ସ୍ତରରେ ଗଠିତ କମିଟି ରେ ସ୍ଥାନୀୟ ଜନ ପ୍ରତିନିଧି, ସ୍ଥାନୀୟ ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ପ୍ରଭୁତି ଙ୍କୁ ସାମିଲ କରାଯାଇ ବ୍ୟାପକ ସଚେତନତା କରାଯିବା ଉପରେ ମଧ୍ୟ ଆଲୋଚନା କରାଯାଇଛି l ଏପରିକି ନିଶାଦ୍ରବ୍ୟ ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ରହିଥିବା ଅନୁପାଳନ ର ସୁନିଶ୍ଚିତ କାର୍ଯ୍ୟକାରୀ ନିମନ୍ତେ ଯତ୍ନବାନ ହେବାକୁ ସମ୍ପୃକ୍ତ ଅଧିକାରୀ ଙ୍କୁ ପରାମର୍ଶ ଦିଆଯାଇଛି l ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ସହ ଗ୍ରାମାଞ୍ଚଳ ଗୁଡିକରେ ନିଶାଦ୍ରବ୍ୟ କାରବାର ତଥା ବ୍ୟବହାର କୁ ନିୟନ୍ତ୍ରଣ କରିବା ଉପରେ ଗଠିତ ଚଢ଼ଉ ଟିମ ଦ୍ୱାରା ନିୟମିତ ଯାଞ୍ଚ ସହ ଚଢ଼ାଉ କରାଯିବାକୁ ବିଶେଷ ଆଲୋଚନା କରାଯାଇଛି l ଜିଲ୍ଲାର ପ୍ରତ୍ୟେକ ସ୍କୁଲ ରେ ଛାତ୍ର ଛାତ୍ରୀ ଙ୍କୁ ନିଶା ଦ୍ରବ୍ୟ ବ୍ୟବହାରର କୁ ପରିମାଣ ଉପରେ ଆବଶ୍ୟକ ପରାମର୍ଶ ଦେବାକୁ ଉପସ୍ଥିତ ଶିକ୍ଷା ବିଭାଗ ର ଅଧିକାରୀ ତଥା ବିଭିନ୍ନ ମହାବିଦ୍ୟାଳୟ ର ଅଧ୍ୟକ୍ଷ / ଅଧ୍ୟକ୍ଷା ଙ୍କୁ ପରାମର୍ଶ ଦେଇଛନ୍ତି ବୈଠକ ର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାଶ l ଏହା ବ୍ୟତୀତ ନିଶାଦ୍ରବ୍ୟ ନିରାକରଣ ତଥା ବ୍ୟବହାର କୁ ରୋକିବାକୁ ହେଲେ ଏହାର ଏକ ତଥ୍ୟ ଭିତ୍ତିକ ପ୍ରସ୍ତୁତି କରିବା ଉପରେ ସେ ବିଭାଗୀୟ ଅଧିକାରୀ ଙ୍କୁ ପରାମର୍ଶ ଦେଇଛନ୍ତି,ଯାହା ନିଶାଦ୍ରବ୍ୟ ନିରାକରଣ ଓ ନିୟନ୍ତ୍ରଣରେ ବିଶେଷ ସହାୟକ ହେବା ସହିତ କାର୍ଯ୍ୟକ୍ରମ କୁ ବ୍ୟବସ୍ଥିତ ଭାବରେ ସଫଳତାର ସହ କାର୍ଯ୍ୟକାରୀ କରାଯାଇପାରିବ l ଏହି ବୈଠକ ଅବସରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ, ଏ ଡି ଏମ ଓ ( ପରିବାର କଲ୍ୟାଣ ) ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ,ଏଡିପିଏଚଓ (ରୋଗ ନିୟନ୍ତ୍ରଣ ) ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଖାଦ୍ୟ ନିରାପତ୍ତା ଅଧିକାରୀ ସସ୍ମିତା ନାଏକ ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍କୁଲ ଶିକ୍ଷକ, ଶିକ୍ଷୟିତ୍ରୀ, ମହାବିଦ୍ୟାଳୟ ର ଅଧ୍ୟକ୍ଷ / ଅଧ୍ୟକ୍ଷା ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲାରେ ବିଭିନ୍ନ 18 ଗୋଟି ଶିକ୍ଷାନୁଷ୍ଠାନକୁ ନିଶାଦ୍ରବ୍ୟ ନିରାକରଣ ତଥା ବ୍ୟବହାର କୁ ରୋକିବା ସହ ନିଜ ନିଜ ଶିକ୍ଷାନୁଷ୍ଠାନ କୁ ନିଶାଦ୍ରବ୍ୟ ମୁକ୍ତ ପରିସର ଘୋଷଣା କରିଥିବା ହେତୁ ଅତିଥି ବୃନ୍ଦ ମାନପତ୍ର ଓ ଟ୍ରଫି ପ୍ରଦାନ ପୂର୍ବକ  ସମ୍ବର୍ଦ୍ଧିତ କରିଥିଲେl କାର୍ଯ୍ୟକ୍ରମ ଶେଷରେ ସଂକ୍ରମକ ରୋଗ ବିଜ୍ଞାନୀ ଡ଼ଃ ବିଷ୍ଣୁ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like